Home Bibles ☰ Books ଦିତୀୟ ଶାମୁୟେଲ 10:5 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 10:5 · ଓଡ଼ିଆ ବାଇବେଲ

ଏହି ଲୋକମାନଙ୍କୁ ପରେ ଦାଉଦ କହିଲେ ଓ ସେ ସମାନଙ୍କେୁ ଭଟେିବା ପାଇଁ ପୁରୁଷମାନଙ୍କୁ ପଠାଇଲେ, କାରଣ ସମାନେେ ଅତି ଲଜ୍ଜିତ ହାଇେଥିଲେ। ରାଜା ସମାନଙ୍କେୁ କହିଲେ, ତୁମ୍ଭର ଦାଢି ବଢିବା ପର୍ୟ୍ଯନ୍ତ ତୁମ୍ଭମାନେେ ଯିରୀହାେ ରେ ଥାଅ। ଏହାପରେ ଯିରୁଶାଲମକୁ ଫରେି ଆସିବ।

Cross references

ଯିହୋଶୂୟ 6:1

ଯିରୀହାେ ସହର ବନ୍ଦ ଥିଲା ଓ ଜଗା ହାଇେଥିଲା। ସହେି ସହରର ଲୋକମାନେ ଭୟଭୀତ ହାଇେ ୟାଇଥିଲେ। କାରଣ ଇଶ୍ରାୟେଲର ଲୋକମାନେ ସହେି ସହରର ନିକଟରେ ଥିଲେ, କୌଣସି ଲୋକ ସହେି ସହରର ଭିତରକକ୍ସ୍ଟ ପଶକ୍ସ୍ଟ ନ ଥିଲେ କି କହେି ମଧ୍ଯ ସହର ଭିତରକ୍ସ୍ଟ ବାହାରକକ୍ସ୍ଟ ମଧ୍ଯ ଆସକ୍ସ୍ଟ ନ ଥିଲେ।

ଯିହୋଶୂୟ 6:24

ଏହାପରେ ଇଶ୍ରାୟେଲ ଲୋକମାନେ ସେ ସହର ରେ ଅଗ୍ନି ସଂୟୋଗ କଲେ। ସମାନେେ ସହରର ସକ୍ସ୍ଟନା, ରୂପା, ଲୌହବସ୍ତକ୍ସ୍ଟ ଓ ପିତ୍ତଳ ଇତ୍ଯାଦିକକ୍ସ୍ଟ ଛାଡି ସମସ୍ତ ବସ୍ତକ୍ସ୍ଟକକ୍ସ୍ଟ ପୋଡି଼ ନଷ୍ଟ କରି ଦେଲେ ଏବଂ ଏହି ବସ୍ତକ୍ସ୍ଟମାନଙ୍କୁ ସଦାପ୍ରଭୁଙ୍କର ଭଣ୍ତାର ଗୃହ ରେ ଜମା କଲେ।

ପ୍ରଥମ ରାଜାବଳୀ 16:34

ତାଙ୍କ ସମୟରେ ବୈଥଲେୀର ହୀଯଲେ ଯିରୀହାେ ନଗର ପୁନର୍ବାର ନିର୍ମାଣ କଲେ। ସଦାପ୍ରଭୁ ନୂନର ପୁତ୍ର ଯିହାଶୂେୟଙ୍କ ଦ୍ବାରା ଯାହା କହିଥିଲେ ତାହା ହିଁ ଘଟିଲା। ଯେତବେେଳେ ସେ ନଗର ରେ ଭିତ୍ତିମୂଳ ସ୍ଥାପନ କଲେ ତାଙ୍କର ପ୍ରଥମପୁତ୍ର ଅବୀରାମ ମଲା ଓ ଯେତବେେଳେ ନଗରର ଫାଟକ ସ୍ଥାପିତ ହେଲା। ତାଙ୍କର ସାନ ପୁତ୍ର ସଗୂବର ମୃତ୍ଯୁ ହେଲା।

ପ୍ରଥମ ବଂଶାବଳୀ 19:5

ଦାଉଦଙ୍କର ଦାସମାନେ ଗୃହକୁ ଫରେିୟିବା ନିମନ୍ତେ ଅତ୍ଯନ୍ତ ଲଜ୍ଜାବୋଧ କଲେ। କେତକେ ଲୋକ ଦାଉଦଙ୍କ ନିକଟକୁ ଗଲେ ଓ ତାଙ୍କ ଲୋକମାନଙ୍କ ପ୍ରତି କ'ଣ ଘଟିଛି, ତାହା ତାଙ୍କୁ ଜଣାଇଲେ। ତେଣୁ ଦାଉଦ ତାଙ୍କର ଲୋକମାନଙ୍କ ନିକଟକୁ ଏହି ବାର୍ତ୍ତା ପଠାଇ କହିଲେ, ତୁମ୍ଭର ଦାଢ଼ି ଆଉ ଥରେ ବଢ଼ିବା ପର୍ୟ୍ଯନ୍ତ ଯିରୀହାେ ସହର ରେ ରୁହ। ଏହାପରେ ତୁମ୍ଭେ ଗୃହକୁ ଫରେିଆସିବ।

Interlinear

Choose Theme