ଯେତବେେଳେ ବସନ୍ତ ଆସିଲା, ସେତବେେଳେ ରାଜାଗଣ ୟକ୍ସ୍ଟଦ୍ଧକକ୍ସ୍ଟ ୟାଆନ୍ତି। ରାଜା ଦାଉଦ ଯୋୟାବ ଓ ତାଙ୍କର ଲୋକମାନଙ୍କୁ ଏବଂ ସମସ୍ତ ଇଶ୍ରାୟେଲୀୟ ୈସନ୍ଯମାନଙ୍କୁ ଅେମ୍ମାନୀୟମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କରିବାକୁ ପଠାଇଲେ ଏବଂ ସମାନେେ ୟକ୍ସ୍ଟଦ୍ଧ କରି ସମାନଙ୍କେୁ ପରାସ୍ତ କଲେ ଓ ରଦ୍ଦା ନଗର ଅଧିକାର କଲେ।
Cross references
ଅବଶିଷ୍ଟ ରଫାଯୀଯମାନଙ୍କ ମଧ୍ଯରକ୍ସ୍ଟ କବଳେ ବାଶନରାଜା ଓଗ୍ ଅବଶିଷ୍ଟ ରହିଲା। ଓଗ୍ର ଖଟଟି ଲକ୍ସ୍ଟହା ରେ ତିଆରି ହାଇେଥିଲା। ଏହାର ଲମ୍ବ ଥିଲା ନଅ ହାତ ଓ ପ୍ରସ୍ଥ ଥିଲା ଚାରିହାତ। ସହେି ଖଟଟି ଏବେ ମଧ୍ଯ ରହବୋ ରେ ଅଛି ଯେଉଁଠା ରେ ଅମ୍ମାନେ ସନ୍ତାନଗଣ ବାସ କରୁଛନ୍ତି।
ଅେମ୍ମାନୀୟମାନଙ୍କର ରାଜଧାନୀ ସହର ରଦ୍ଦାକକ୍ସ୍ଟ ଯୋୟାବ ୟକ୍ସ୍ଟଦ୍ଧ କରି କରଗତ କଲେ।
ତା'ପରେ ଭବିଷ୍ଯଦ୍ବକ୍ତା ଆହାବ୍ଙ୍କ ନିକଟକୁ ୟାଇ କହିଲେ, ଅରାମର ରାଜା ବିନହଦଦ୍ ପୁନର୍ବାର ୟୁଦ୍ଧ କରିବାକୁ ଆସନ୍ତା ବସନ୍ତ ରେ ଆସିବ। ତୁମ୍ଭେ ଘରକୁ ୟାଇ ନିଜର ସୈନ୍ଯବାହିନୀକୁ ସବଳ କର ଓ ଚିହ୍ନ। ସାବଧାନ ଭାବରେ ତାଙ୍କୁ ପ୍ରତିରକ୍ଷା ଦବୋକୁ ସୁଚିନ୍ତିତ ଯୋଜନା କର।
ଅନନ୍ତର ପରବର୍ଷ ବସନ୍ତ ରେ ବିନ୍ହଦଦ୍ ଅରାମୀଯମାନଙ୍କୁ ଏକତ୍ରୀତ କରି ଇଶ୍ରାୟେଲ ବିରୁଦ୍ଧ ରେ ୟୁଦ୍ଧ କରିବାକୁ ଅଫକେକୁ ଗଲେ।
ବସନ୍ତକାଳ ରେ, ଯୋୟାବ ଇଶ୍ରାୟେଲର ସୈନ୍ଯବାହିନୀକୁ ୟୁଦ୍ଧ ନିମନ୍ତେ କଢ଼ାଇ ନେଲେ। ବର୍ଷର ସହେି ସମୟରେ ରାଜାମାନେ ୟୁଦ୍ଧ କରିବା ନିମନ୍ତେ ବାହାରି ଆସୁଥିଲେ, କିନ୍ତୁ ଦାଉଦ ୟିରୁଶାଲମ ରେ ରହିଲେ। ଇଶ୍ରାୟେଲର ସୈନ୍ଯବାହିନୀ ଅମ୍ମାନେ ଦେଶକୁ ଗଲେ ଓ ତାକୁ ବିନାଶ କଲେ। ସମାନେେ ରବ୍ବା ନଗରୀକୁ ଗଲେ ଓ ତା'ର ଚତୁର୍ଦ୍ଦିଗ ରେ ଛାଉଣୀ ସ୍ଥାପନ କଲେ। ନଗର ମଧ୍ଯରୁ ବାହାରକୁ କିଅବା ନଗର ମଧ୍ଯକୁ କାହାରିକୁ ୟିବାକୁ ଅନୁମତି ଦେଲେ ନାହିଁ। ଯୋୟାବ ଓ ଇଶ୍ରାୟେଲ ସୈନ୍ଯଗଣ ରବ୍ବା ନଗରୀକୁ ସମ୍ପୂର୍ଣ୍ଣ ଭାବରେ ଧ୍ବଂସ କଲେ।
ବସନ୍ତ ଋତୁ ରେ, ରାଜା ନବୂଖଦ୍ନିତ୍ସର ୟିହୋଯାଖୀନ୍ଙ୍କୁ ଆଣିବା ନିମନ୍ତେ କେତକେ ଭୃତ୍ଯଙ୍କୁ ପଠାଇଲେ। ସମାନେେ ଯିହାୟୋଦାରଖୀନ୍ ଓ ସଦାପ୍ରଭୁଙ୍କ ମନ୍ଦିରରୁ ବହୁମୂଲ୍ଯ ଧନ ସମ୍ପତ୍ତିରୁ କିଛି ବାବିଲକୁ ନଇଗେଲେ। ନବୂଖଦ୍ନିତ୍ସରର ସିଦିକିଯଙ୍କୁ ଯିହୁଦା ଓ ୟିରୁଶାଲମର ନୂତନ ରାଜା ରୂପେ ମନୋନୀତ କଲେ। ସିଦିକିଯ ଯିହାୟୋଦାରଖୀନ୍ଙ୍କର ଜଣେ ଆତ୍ମୀଯ ଥିଲେ।
କିଏ ମାେତେ ସହେି ଦୃଢ଼ ନଗର ଭିତରକୁ ଆଣିବ ? କିଏ ମାେତେ ଇଦୋମ ବିରୁଦ୍ଧରେ ୟୁଦ୍ଧ କରିବା ପାଇଁ ଆଗଇେ ନବେ ? ପରମେଶ୍ବର, ତୁମ୍ଭେ ନୁହଁ କି ?
ପ୍ ରମେ କରିବାର ସମୟ ଅଛି ଓ ଘୃଣା କରିବାର ମଧ୍ଯ ସମୟ ଅଛି। ୟୁଦ୍ଧର ସମୟ ଅଛି ଓ ଶାନ୍ତିର ମଧ୍ଯ ସମୟ ଅଛି।
ଖଡ୍ଗ ଆସିବା ନିମନ୍ତେ ପଥ ଚିହ୍ନିତ କର, ଗୋଟିଏ ପଥ ଅମ୍ନୋନୀଯର ରବବାକୁ ୟାଏ ଓ ଅନ୍ୟଟି ଯିହୁଦାର ସୁରକ୍ଷିତ ସହର ୟିରୁଶାଲମକୁ ୟାଏ।
ସେତବେେଳେ ସଦାପ୍ରଭୁ ବାହାରି ସେ ଦେଶମାନଙ୍କ ବିରୁଦ୍ଧ ରେ ୟୁଦ୍ଧ କରିବେ, ସେ ଏପରି କରିବେ ଯେପରି ସେ ସଂଗ୍ରାମ ସମୟରେ କରନ୍ତି।