ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।
Cross references
ୟୋଥମ୍ ଜାଣିବାକକ୍ସ୍ଟ ପାଇଲେ ଯେ, ନଗରର ସମସ୍ତ ଲୋକ ଶିଖମର ନତେୃବର୍ଗ ଅବୀମଲକେକକ୍ସ୍ଟ ସମାନଙ୍କେର ରାଜା କରିଛନ୍ତି। ଏକଥା ଶକ୍ସ୍ଟଣି ସେ ଗରିଷୀମ ପର୍ବତ ଉପରେ ଠିଆ ହାଇେ ଲୋକମାନଙ୍କୁ ଉଚ୍ଚସ୍ବର ରେ କହିଲେ, ତୁମ୍ଭେ ଶିଖିମ ନଗରର ନତେୃବର୍ଗଗଣ,
ଏହାପରେ ଦାଉଦ, ଯେତବେେଳେ ନୂତନ ଗୃହକକ୍ସ୍ଟ ଗମନ କଲେ, ସଦାପ୍ରଭୁ ତାଙ୍କୁ ତାଙ୍କର ଚତକ୍ସ୍ଟର୍ଦ୍ଦିଗସ୍ଥିତ ଶତୃମାନଙ୍କଠାରକ୍ସ୍ଟ ଶାନ୍ତି ପ୍ରଦାନ କଲେ।
ନାଥନ ଏ ସମସ୍ତ ବାକ୍ଯ ଦର୍ଶନ ଅନକ୍ସ୍ଟସା ରେ ସେ ପରମେଶ୍ବରଙ୍କର ବାକ୍ଯଗକ୍ସ୍ଟଡିକ ଅନକ୍ସ୍ଟସା ରେ ଦାଉଦଙ୍କକ୍ସ୍ଟ କହିଲେ।
ଦାସମାନେ ଦାଉଦଙ୍କକ୍ସ୍ଟ କହିଲେ, ଊରିଯ ଘରକକ୍ସ୍ଟ ୟାଇ ନାହାଁନ୍ତି।
ଦାଉଦ ଦୂତକକ୍ସ୍ଟ କହିଲେ, ଯୋୟାବକକ୍ସ୍ଟ ଏହି ବାର୍ତ୍ତା ଦିଅ: 'ଏଥି ରେ ତୁମ୍ଭେ ଦକ୍ସ୍ଟଃଖିତ ହକ୍ସ୍ଟଅ ନାହିଁ କାରଣ ଖଣ୍ତା ଜଣକ ପରେ ଅନ୍ୟ ଜଣକକ୍ସ୍ଟ ଆଖିବକ୍ସ୍ଟଜା ଭାବରେ ହତ୍ଯା କରିପାରିବ। ରବାବ ବିରକ୍ସ୍ଟଦ୍ଧ ରେ ଏକ ଜାରଦୋର ଆକ୍ରମଣ କର ଏବଂ ତୁମ୍ଭେ ଜଯଲାଭ କରିବ।' ଏହିସବୁ ବାକ୍ଯ ରେ ଯୋୟାବକକ୍ସ୍ଟ ଉତ୍ସାହିତ କର।
ତହିଁରେ ରାଜା ପଚାରିଲେ, କ'ଣ ତୁମ୍ଭର ଅସକ୍ସ୍ଟବିଧା କରୁଛି?
ଆମ୍ଭମାନେେ ଦିନେ ନା ଦିନେ ସମସ୍ତେ ମରିବା। ଆମ୍ଭମାନେେ ଭୂମିରେ ଢଳା ହାଇେଥିବା ପାଣିପରି, ଯାହାକି ପକ୍ସ୍ଟନର୍ବାର ସଂଗ୍ରହ ହାଇେ ପାରିବ ନାହିଁ। ପରମେଶ୍ବର ଲୋକମାନଙ୍କୁ କ୍ଷମା କରନ୍ତି। ସେ ସମାନଙ୍କେ ପାଇଁ ଯୋଜନା କଲେ, ଯେଉଁମାନଙ୍କୁ ନିରାପଦ ପାଇଁ ବାଧ୍ଯ ରେ ଦୌଡି ପଳାନ୍ତି।
ଯେତବେେଳେ ଦାଉଦ ପ୍ରଭାତ ରେ ଶୟ୍ଯା ତ୍ଯାଗ କଲେ ସେତବେେଳେ ଦାଉଦଙ୍କ ଦର୍ଶକ ଗାଦ ଭବିଷ୍ଯଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ଯ ଉପସ୍ଥିତ ହେଲା।
ନାଥନର ପୁତ୍ର ଅସରିଯ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ଯ ଥିଲା ଓ
ସଦାପ୍ରଭୁ ଯିହୁଦା ରେ ଥିବା ଏକ ପରମେଶ୍ବରଙ୍କ ଲୋକକୁ ବୈଥଲେ ୟିବାକୁ ଆଦେଶ ଦେଲେ। ଯେତବେେଳେ ୟାରବିଯାମ ୟଜ୍ଞବଦେୀ ନିକଟରେ ଧୂପ ଜଳାଇବା ପାଇଁ ଛିଡା ହାଇେଥିଲେ ସେତବେେଳେ ପରମେଶ୍ବରଙ୍କ ଲୋକ ସଠାେରେ ଉପସ୍ଥିତ ହେଲେ।
ଅନାବୃଷ୍ଟିର ତୃତୀୟ ବର୍ଷ ରେ ସଦାପ୍ରଭୁ ଏଲିଯଙ୍କୁ କହିଲେ, ତୁମ୍ଭେ ୟାଇ ରାଜା ଆହାବ୍ଙ୍କୁ ସାକ୍ଷାତ କର। ଆମ୍ଭେ ଭୂମିକୁ ଶୀଘ୍ର ବୃଷ୍ଟି ପଠାଇବୁ।
ଭବିଷ୍ଯଦ୍ବକ୍ତାଗଣଙ୍କ ମଧ୍ଯରୁ ଜଣେ ବକ୍ତା ନିଜର ସାଥୀକୁ କହିଲା, ମାେତେ ମାର! ସେ ଏକଥା ସଦାପ୍ରଭୁଙ୍କ ଆଜ୍ଞା ରେ କହିଲା। ମାତ୍ର ସେ ଲୋକ ମାରିବା ପାଇଁ ମନା କଲା।
ମୁଁ ଏଣେ ତଣେେ କାର୍ୟ୍ଯରତ ଥିଲା ବେଳେ ସେ ଖସିଗଲା।
ଶମରିଯାର ବାସିନ୍ଦା ଇଶ୍ରାୟେଲର ରାଜା ଆହାବ୍ ନିକଟକୁ ୟାଅ, ସେ ବର୍ତ୍ତମାନ ନାବୋତର ଦ୍ରାକ୍ଷାକ୍ଷେତ୍ର ରେ ଅଛି; ସେ ତା'ର ଦ୍ରାକ୍ଷାକ୍ଷେତ୍ରକୁ ନିଜ ଅଧିକାରକୁ ଆଣିବାକୁ ୟାଇଛି।
ମାତ୍ର ସଦାପ୍ରଭୁଙ୍କ ଦୂତ ତୀଶ୍ବୀଯ ଏଲିଯଙ୍କୁ କହିଲେ, ୟାଅ, ଶମରିଯା ରାଜାଙ୍କର ଦୂତମାନଙ୍କୁ ଭଟେ ଓ ସମାନଙ୍କେୁ କୁହ, 'ଇଶ୍ରାୟେଲ ରେ କ'ଣ ଇଶ୍ରାୟେଲର ପରମେଶ୍ବର ନାହାଁନ୍ତି ଯେ, ତୁମ୍ଭମାନେେ ଇକୋର୍ଣର ଦବେତା ବାଲ୍-ସବୂବଙ୍କୁ ପରାମର୍ଶ କରିବାକୁ ଯାଉଛ?
ହେ ପରମେଶ୍ବର, ଆପଣଙ୍କ ସ୍ନହପେୂର୍ଣ୍ଣ କରୁଣା ଅନୁସାରେ ମାେ ପ୍ରତି ଦୟାକର। ତୁମ୍ଭର ମହାନ କରୁଣା ଅନୁସାରେ, ମାରେ ସମସ୍ତ ପାପ କ୍ଷମା କରନ୍ତୁ।
ମାେ ସବୁ ପାପ ଧୋଇ ଦିଅ, ଏବଂ ପୁଣି ମାେତେ ପବିତ୍ର କର।
ବର୍ତ୍ତମାନସମାରପ୍ରିଯତମ ପରଲମଶ୍ବରଙ୍କ ଉଦ୍ଦଲଶ୍ଯସର ଏକ ସଙ୍ଗୀତ ଗାନ କରିବି। ଏହି ସଙ୍ଗୀତଟିସମାର ପ୍ରିଯତମ ପ୍ରଭୁ ଓ ଇଶ୍ରାଲୟଲର ଦ୍ରାକ୍ଷାକ୍ଷଲତ୍ର ବିଷଯସର ଅଲଟ।ସମାରପ୍ରିଯତମ ପ୍ରଭୁଙ୍କର ଉର୍ବର ପର୍ବତ ଉପସର ଏକ ଦ୍ରାକ୍ଷାକ୍ଷଲତ୍ର ଥିଲା।
ଆମ୍ଭେ ତାହାର ଲୋଭରୂପ ଅପରାଧ ହତେୁ କୃଦ୍ଧ ହାଇେ ତାହାକୁ ଆଘାତ କଲୁଁ, ଆମ୍ଭେ ନିଜର ମୁଖ ଲୁଚାଇ କ୍ରୁଦ୍ଧ ହେଲୁ ; ତହିଁରେ ସେ ଅବାଧ୍ଯ ହାଇେ ଆପଣା ମନର ମାର୍ଗ ରେ ଚାଲିଲା।
ଆଉ ଗୋଟିଏ କାହାଣୀ ଶୁଣ। ଜଣେ ଜମିମାଲିକ ଥିଲେ। ତାହାଙ୍କ ଜମି ରେ ସେ ଦ୍ରାକ୍ଷା ଲଗାଇଲେ। ସେ ତା ଚ଼ାରିପଟେ ବାଡ଼ ଲଗାଇଲେ। ସେ ଦ୍ରାକ୍ଷାରସ ବାହାର କରିବା ପାଇଁ ସେଥି ରେ ଦ୍ରାକ୍ଷାକୁଣ୍ଡଟିଏ ଖାେଳିଲେ। ସେ ସଠାେରେ ପ୍ରହରୀଗୃହଟିଏ ନିର୍ମାଣ କଲେ ଓ କେତକେ କୃଷକଙ୍କୁ ଜମିଟି ଭାଗ ଦଇେ ଦେଲେ। ତା'ପରେ ସେ ବିଦେଶ ଯାତ୍ରା ରେ ବାହାରି ଗଲେ।
ଯୀଶୁ କହିଲେ, ଜଣେ ଲୋକର ଦୁଇ ପୁଅ ଥିଲେ।
ଯୀଶୁ କହିଲେ, ଥରେ ଜଣେ ଧନୀଲୋକ ସଦା ବେଳେ ଭଲ ଭଲ ପୋଷାକ ପିନ୍ଧୁଥିଲା। ସେ ଏତେ ଧନୀ ଥିଲା ଯେ ପ୍ରତିଦିନ ଗୋଟିଏ ବିଳାସପୂର୍ଣ୍ଣ ଭୋଜି ଦବୋକୁ ସକ୍ଷମ ଥିଲା।