Home Bibles ☰ Books ଦିତୀୟ ଶାମୁୟେଲ 12:16 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 12:16 · ଓଡ଼ିଆ ବାଇବେଲ

ଦାଉଦ ବାଳକ ନିମନ୍ତେ ପରମେଶ୍ବରଙ୍କ ନିକଟରେ ନିବଦନେ କଲେ ଓ ଦାଉଦ ଉପବାସ କଲେ ଓ ଭିତ ରେ ୟାଇ ରାତ୍ରିୟାକ ଭୂମି ଉପରେ ପଡି ରହିଲେ।

Cross references

ଯିହୋଶୂୟ 7:6

ଯେତବେେଳେ ୟିହୋଶୂଯ ଏହା ଶୁଣିଲେ। ସେ ତାଙ୍କର ଦକ୍ସ୍ଟଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକକ୍ସ୍ଟ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିକଟରେ ମଥାମାଡି ଭୂମିରେ ପଡି ରହିଲେ। ଯିହାଶୂେୟ ଇଶ୍ରାୟେଲର ନତେୃବର୍ଗଙ୍କ ସହିତ ସଠାେରେ ରହିଲେ, ଯେଉଁମାନେ ସନ୍ଧ୍ଯା ପର୍ୟ୍ଯନ୍ତ ଦକ୍ସ୍ଟଃଖ ଜଣାଇ ସମାନଙ୍କେର ମସ୍ତକରେ ଧୂଳି ଫିଙ୍ଗିଲେ।

ଦିତୀୟ ଶାମୁୟେଲ 12:22

ଦାଉଦ କହିଲେ, ପିଲାଟି ବଞ୍ଚିଥିବା ସମୟରେ ମୁ ଖାଇବାକକ୍ସ୍ଟ ମନାକଲି କାରଣ ମୁ କ୍ରନ୍ଦନ କଲି, 'ଯଦି ପରମେଶଓରଙ୍କୁ ମାରଦେକ୍ସ୍ଟଃଖ ଜଣାଏ କାଳେ ସେ ମାେ ଉପରେ ଦୟା କରିବେ ଏବଂ ପିଲାଟିକକ୍ସ୍ଟ ବଞ୍ଚିବାକକ୍ସ୍ଟ ଦବେେ।'

ଦିତୀୟ ଶାମୁୟେଲ 13:31

ତହିଁରେ ରାଜା ଉଠି ଆପଣା ବସ୍ତ୍ର ଚିରି ଭୂମିରେ ଲମ୍ବ ହାଇେ ପଡିଲେ ଓ ତାଙ୍କର ଦାସ ସମସ୍ତେ ନିଜ ନିଜର ବସ୍ତ୍ର ଚିରି ତାହାଙ୍କ ନିକଟରେ ଠିଆ ହେଲ।

ପ୍ରଥମ ରାଜାବଳୀ 21:27

ଆହାବ୍ ଏହିକଥା ଶୁଣି ଅତ୍ଯନ୍ତ ମର୍ମାହତ ହେଲେ। ସେ ନିଜର ବସ୍ତ୍ର ଚିରିଲେ ଓ ଦୁଃଖର ଚିହ୍ନ ସ୍ବରୂପ ଅଖା ପିନ୍ଧି ଉପବାସ କରି ଅଖା ରେ ଶାଇେଲେ, ସେ ଅତି ଦୁଃଖିତ ଓ ବିବ୍ରତ ହେଲେ।

ଏଷ୍ଟର ବିବରଣ 4:16

ମୁଁ ଓ ମାରେ ଦାସୀଗଣ ସହେିପରି ଉପବାସ କରିବୁ, ତହୁଁ ବ୍ଯବସ୍ଥାନୁୟାଯୀ ନୋହିଲେ ହେଁ ମୁଁ ରାଜାଙ୍କ ନିକଟକୁ ୟିବି, ସେଥି ରେ ମଲେ ପେଛ ମରିବି।

ଆୟୁବ ପୁସ୍ତକ 20:12

ଦୁଷ୍ଟତା ତା' ପାଟିକୁ ମିଠା ଲାଗେ, ସେ ସମ୍ପୂର୍ଣ୍ଣ ଆନନ୍ଦ ପାଇବାକୁ ତାକୁ ତା' ଜିଭତଳେ ରେଖ।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 69:10

ମୁଁ କାନ୍ଦେ ଏବଂ ଉପବାସ କରେ, ଏଥିପାଇଁ ଲୋକମାନେ ମାରେ ଉପହାସ କରନ୍ତି।

ଯିଶାଇୟ 22:12

ତେଣୁ ମାରେ ପ୍ରଭୁ ସର୍ବଶକ୍ତିମାନ ସଦାପ୍ରଭୁ ଲୋକମାନଙ୍କୁ ରୋଦନ ଓ ବିଳାପ, ମସ୍ତକମୁଣ୍ଡନ ଓ କଟିଦେଶ ରେ ଚଟବସ୍ତ୍ର ପରିଧାନ କରିବାକୁ ଡ଼ାକି କହିଲେ।

ଯିଶାଇୟ 26:16

ହେ ସଦାପ୍ରଭୁ, ସଙ୍କଟ ସମୟରେ ସମାନେେ ତୁମ୍ଭକୁ ପ୍ରାର୍ଥନା କରିଛନ୍ତି। ଯେତବେେଳେ ତୁମ୍ଭେ ସମାନଙ୍କେୁ ଶାସ୍ତି ଦଲେ, ସମାନେେ ତୁମ୍ଭଙ୍କୁ ପ୍ରାର୍ଥନା ରେ ଡାକିଲେ।

ଦାନିଏଲ 9:3

ଏଣୁ ମୁଁ ଉପବାସ, ଚଟବସ୍ତ୍ର ପରିଧାନ ଓ ଭସ୍ମ ଲପନେ କରି ପ୍ରାର୍ଥନା ଓ ବୀନତି ଦ୍ବାରା ପ୍ରଭୁ ପରମେଶ୍ବରଙ୍କର ଅନ୍ବଷେଣ କରିବା ପାଇଁ ତାଙ୍କ ପ୍ରତି ଦୃଷ୍ଟି ଦଲେି।

ଯୋୟେଲ 2:12

ଏହା ସଦାପ୍ରଭୁଙ୍କର ବାର୍ତ୍ତା: ବର୍ତ୍ତମାନ ତୁମ୍ଭମାନେେ ସର୍ବାନ୍ତକରଣ ରେ ଆମ୍ଭ ନିକଟକୁ ଫରେିଆସ। ମନ୍ଦ କର୍ମ କରିଥିଲ ବୋଲି ବିଳାପ କର। ସେଥିପାଇଁ ଉପବାସ କରି ପ୍ରାର୍ଥନା କର।

Interlinear

Choose Theme