ଦିତୀୟ ଶାମୁୟେଲ 12:19 · ଓଡ଼ିଆ ବାଇବେଲ
କିନ୍ତୁ ଦାଉଦ ଦେଖିଲେ ଲୋକମାନେ ଫକ୍ସ୍ଟସରକ୍ସ୍ଟଫାସର ହେଉଛନ୍ତି। ତେଣୁ ଦାଉଦ ବକ୍ସ୍ଟଝିପାରିଲେ ଯେ ପିଲାଟି ମରି ୟାଇଛି। ତେଣୁ ଦାଉଦ ତାଙ୍କର ଦାସମାନଙ୍କୁ ପଚାରିଲେ, କ'ଣ ପିଲାଟି ମରିଗଲା?
Cross references
ଦିତୀୟ ଶାମୁୟେଲ 13:39
ଦାଉଦ ତାଙ୍କର ମନ ଅବଶାଲୋମ ଆଡେ ଗଲାପରେ ତାଙ୍କର ପ୍ରାଣ କ୍ଷୀଣ ହେଲା କାରଣ ସେ ଅମ୍ ନୋନର ମୃତକ୍ସ୍ଟ୍ଯ ଜାଣି ସାନ୍ତ୍ବନା ପ୍ରାଲ୍ଗ ହେଲ।
ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:13
ଭାଇ ଓ ଭଉଣୀମାନେ! ମୃତମାନଙ୍କ ବିଷୟ ରେ ତୁମ୍ଭମାନେେ ଅଜ୍ଞାତ ରୁହ ବୋଲି ଆମ୍ଭେ ଚାହୁଁ ନାହୁଁ। ଭରସା ପାଇ ନ ଥିବା ଅନ୍ୟ ଲୋକଙ୍କ ଭଳି ତୁମ୍ଭମାନେେ ଦୁଃଖି ହୁଅ ବୋଲି ଆମ୍ଭେ ଚାହୁଁ ନାହୁଁ।