Home Bibles ଦିତୀୟ ଶାମୁୟେଲ 12:24 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 12:24 · ଓଡ଼ିଆ ବାଇବେଲ

ତା'ପରେ ଦାଉଦ ବତ୍ଶବୋକକ୍ସ୍ଟ ସାନ୍ତ୍ବନା ଦେଲେ ଓ ତାଙ୍କ ସହିତ ୟୌନସଐର୍କ ରଖିଲେ ଓ ସେ ଗର୍ଭବତୀ ହେଲ ଓ ସେ ଆଉ ଏକ ପକ୍ସ୍ଟତ୍ରକକ୍ସ୍ଟ ଜନ୍ମ ଦେଲେ। ଦାଉଦ ସେ ପିଲାଟିର ନାମ ଶଲୋମନ ରଖିଲେ। ସଦାପ୍ରଭୁ ଶଲୋମନଙ୍କକ୍ସ୍ଟ ପ୍ ରମେ କଲେ।

Cross references

ଦିତୀୟ ବିବରଣ 33:12

ମାଶାେ ବିନ୍ଯାମୀନଙ୍କ ବିଷଯ ରେ କହିଲେ, ସଦାପ୍ରଭୁଙ୍କର ପ୍ରିଯ ଲୋକେ ବିନ୍ଯାମୀନଙ୍କ ନିକଟରେ ନିର୍ଭୟ ରେ ବାସ କରିବ। ସେ ସର୍ବଦା ତାଙ୍କୁ ଆବୋରି ରଖନ୍ତି ଓ ସେ ତାହାର କାନ୍ଧଦ୍ବଯ ମଧିଅରେ ବାସ କରନ୍ତି।

ଦିତୀୟ ଶାମୁୟେଲ 5:14

ସହେିସବୁ ପକ୍ସ୍ଟତ୍ର ଯେଉଁମାନେ ୟିରକ୍ସ୍ଟଶାଲମ ରେ ଦାଉଦଙ୍କ ଔରସରକ୍ସ୍ଟ ଜନ୍ମ ହେଲେ। ସମାନେେ ହେଲେ, ସମ୍ମୂଯ, ଶୋବବ୍, ନାଥନ୍ ଓ ଶଲୋମନ୍।

ଦିତୀୟ ଶାମୁୟେଲ 7:12

ଯେତବେେଳେ ତୁମ୍ଭେ ମୃତକ୍ସ୍ଟ୍ଯବରଣ କରିବ, ତୁମ୍ଭକୁ ତୁମ୍ଭର ପୂର୍ବପୁରୁଷମାନଙ୍କ ମଧିଅରେ କବର ଦିଆୟିବ। ତା'ପରେ ମୁ ତୁମ୍ଭର ଔରଷରକ୍ସ୍ଟ ରାଜା କରିବି ଏବଂ ତାଙ୍କର ରାଜ୍ଯ ସ୍ଥାପନ କରିବି।

ପ୍ରଥମ ରାଜାବଳୀ 1:10

ମାତ୍ର ସେ ନାଥନ ଭବିଷ୍ଯଦ୍ବକ୍ତାଙ୍କୁ, ବନାଯଙ୍କୁ, ପିତାଙ୍କର ସ୍ବତନ୍ତ୍ର ବୀରମାନଙ୍କୁ ଓ ନିଜର ଭାଇ ଶଲୋମନଙ୍କୁ ନିମନ୍ତ୍ରଣ କଲେ ନାହିଁ।

ପ୍ରଥମ ବଂଶାବଳୀ 3:5

ୟିରୁଶାଲମ ରେ ଦାଉଦଙ୍କର ଏହି ପୁତ୍ରମାନେ ଜନ୍ମ ହାଇେଥିଲେ।

ପ୍ରଥମ ବଂଶାବଳୀ 22:9

କିନ୍ତୁ ତୁମ୍ଭର ଏକ ପୁତ୍ର ଅଛି, ଯେ କି ଶାନ୍ତିପ୍ରିଯ ଅଟେ। ଆମ୍ଭେ ତୁମ୍ଭର ପୁତ୍ରକୁ ଶାନ୍ତି ରେ ଏକ ସମୟ ପ୍ରଦାନ କରିବା। ତା'ପରେ ଚତୁର୍ଦ୍ଦିଗ ରେ ଥିବା ଶତ୍ରୁମାନେ ତାହାକୁ ବ୍ଯତିବ୍ଯସ୍ତ କରିବେ ନାହିଁ। ତାହାର ନାମ ଶଲୋମନ, ଶଲୋମନ ରାଜା ହବୋ ସମୟରେ ଆମ୍ଭେ ଇଶ୍ରାୟେଲକୁ ଶାନ୍ତି ଓ ସ୍ଥିରତା ପ୍ରଦାନ କରିବା।

ପ୍ରଥମ ବଂଶାବଳୀ 28:5

ସଦାପ୍ରଭୁ ମାେତେ ଅନକେ ପୁତ୍ର ଦଇେଛନ୍ତି। ଆଉ ଏହି ସମସ୍ତ ପୁତ୍ରଗଣଙ୍କ ମଧ୍ଯରୁ ସଦାପ୍ରଭୁ ଶଲୋମନକୁ ସଦାପ୍ରଭୁଙ୍କ ରାଜ୍ଯର ସିଂହାସନ ରେ ବସିବା ପାଇଁ ଏବଂ ଇଶ୍ରାୟେଲ ରେ ଶାସନ କରିବା ପାଇଁ ମନୋନୀତ କରିଅଛନ୍ତି।

ପ୍ରଥମ ବଂଶାବଳୀ 29:1

ଏକତ୍ରୀତ ହୋଥିବା ଇଶ୍ରାୟେଲର ସମସ୍ତ ଲୋକଙ୍କୁ ରାଜା ଦାଉଦ କହିଲେ, ପରମେଶ୍ବର ମାରେ ପୁତ୍ର ଶଲୋମନକୁ ମନୋନୀତ କରିଅଛନ୍ତି। ଶ ଲୋମନ ଅଳ୍ପବଯସ୍କ ଅଟେ ଓ ଏହି କାର୍ୟ୍ଯ ନିମନ୍ତେ ଯେଉଁ ସମସ୍ତ ବିଷଯ ଆବଶ୍ଯକ, ସେ ତାହା ଜାଣେ ନାହିଁ ? କିନ୍ତୁ ଏହି କାର୍ୟ୍ଯ ଅତ୍ଯନ୍ତ ଗୁରୁତ୍ବପୂର୍ଣ୍ଣ ଅଟେ। ଏହି ମନ୍ଦିର ଲୋକମାନଙ୍କ ନିମନ୍ତେ ନୁହେଁ, ଏହି ମନ୍ଦିର ସଦାପ୍ରଭୁ ପରମେଶ୍ବରଙ୍କ ନିମନ୍ତେ ଅଟେ।

ନିହିମିୟା 13:26

ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।

ହିତୋପଦେଶ 4:3

ଏକଦା ମୁଁ ମଧ୍ଯ ମାରେ ପିତାଙ୍କର ଗୋଟିଏ ପୁତ୍ର ଥିଲି। ମୁଁ ମାେ ମାଆଙ୍କର ସୁକୁମାର ଏବଂ ଏକ ବଳ ପୁତ୍ର ଥିଲି।

ମାଥିଉଲିଖିତ ସୁସମାଚାର 1:6

ଓବଦେ ୟିଶୟଙ୍କ ବାପା।

Interlinear

Choose Theme