Home Bibles ଦିତୀୟ ଶାମୁୟେଲ 12:25 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 12:25 · ଓଡ଼ିଆ ବାଇବେଲ

ସଦାପ୍ରଭୁ ନାଥନ ନାମକ ଏକ ଭବିଷ୍ଯଦ୍ବକ୍ତାଙ୍କ ମାଧ୍ଯମ ରେ କହି ପଠାଇଲେ ଏବଂ ସଦାପ୍ରଭୁ ନାଥନ ତା'ର ନାମ ଶଲୋମନ ୟିଦୀଦିଯପରି ଦେଲେ। ନାଥନ ସଦାପ୍ରଭୁଙ୍କ ପାଇଁ ଏହା କଲେ।

Cross references

ଦିତୀୟ ବିବରଣ 33:12

ମାଶାେ ବିନ୍ଯାମୀନଙ୍କ ବିଷଯ ରେ କହିଲେ, ସଦାପ୍ରଭୁଙ୍କର ପ୍ରିଯ ଲୋକେ ବିନ୍ଯାମୀନଙ୍କ ନିକଟରେ ନିର୍ଭୟ ରେ ବାସ କରିବ। ସେ ସର୍ବଦା ତାଙ୍କୁ ଆବୋରି ରଖନ୍ତି ଓ ସେ ତାହାର କାନ୍ଧଦ୍ବଯ ମଧିଅରେ ବାସ କରନ୍ତି।

ଦିତୀୟ ଶାମୁୟେଲ 7:4

କିନ୍ତୁ ସହେି ରାତ୍ରି ରେ ସଦାପ୍ରଭୁଙ୍କର ବାର୍ତ୍ତା ନାଥନଙ୍କ ନିକଟକକ୍ସ୍ଟ ଆସିଲା: ଏହା ଥିଲା,

ଦିତୀୟ ଶାମୁୟେଲ 12:1

ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।

ପ୍ରଥମ ରାଜାବଳୀ 1:8

ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।

ପ୍ରଥମ ରାଜାବଳୀ 1:11

ଏଥି ରେ ନାଥନ ଶଲୋମନଙ୍କର ମାତା ବତ୍ଶବୋଙ୍କୁ କହିଲେ, ଆମ୍ଭମାନଙ୍କର ପ୍ରଭୁ ଦାଉଦଙ୍କ ଅଜ୍ଞାତସାର ରେ ହଗୀତଙ୍କର ପୁତ୍ର ଅଦୋନିଯ ନିଜକୁ ରାଜା କରିଅଛନ୍ତି। ଏହା କ'ଣ ତୁମ୍ଭେ ଶୁଣି ନାହିଁ?

ପ୍ରଥମ ରାଜାବଳୀ 1:23

ରାଜାଙ୍କର ଦାସମାନେ ରାଜାଙ୍କୁ କହିଲେ, ଭବିଷ୍ଯଦ୍ବକ୍ତା ନାଥନ ଏଠା ରେ ଉପସ୍ଥିତ। ତା'ପରେ ନାଥନ ରାଜାଙ୍କ ସମ୍ମୁଖକୁ ୟାଇ ତାଙ୍କୁ ନତମସ୍ତକ ହାଇେ ପ୍ରଣାମ କଲେ।

ପ୍ରଥମ ରାଜାବଳୀ 4:5

ନାଥନର ପୁତ୍ର ଅସରିଯ ଜିଲ୍ଲାର ପ୍ରଧାନମାନଙ୍କ ମୂଖ୍ଯ ଥିଲା ଓ

ନିହିମିୟା 13:26

ଇଶ୍ରାୟେଲର ରାଜା ଶଲୋମନ କ'ଣ ଏପରି କାର୍ୟ୍ଯ କରି ପାପ କରି ନ ଥିଲେ? ଅନକେ ରାଷ୍ଟ୍ର ବା ଜାତି ମଧିଅରେ ତାଙ୍କପରି ରାଜା କହେି ନ ଥିଲେ ଓ ସେ ଆପଣା ପରମେଶ୍ବରଙ୍କ ପ୍ରିଯପାତ୍ର ଥିଲେ। ପରମେଶ୍ବର ତାହାଙ୍କୁ ସମଗ୍ର ଇଶ୍ରାୟେଲ ଉପରେ ରାଜା କଲେ। ତଥାପି ବିଦେଶୀଯ ସ୍ତ୍ରୀମାନେ ତାହାଙ୍କୁ ହିଁ ପାପ କରାଇଲେ।

ମାଥିଉଲିଖିତ ସୁସମାଚାର 3:17

ସେତବେେଳେ ଆକାଶରୁ ଏହି ବାଣୀ ହେଲା: ଏ ମାରେ ପ୍ରୟ ପୁତ୍ର ଓ ମୁଁ ତାହାଙ୍କୁ ପ୍ ରମେ କରେ। ମୁଁ ତାହାଙ୍କ ଉପରେ ପରମ ସନ୍ତୁଷ୍ଟ।

ମାଥିଉଲିଖିତ ସୁସମାଚାର 17:5

ପିତର ଏକଥା କହୁଥିବା ବେଳେ ଗୋଟିଏ ଉଜ୍ଜ୍ବଳ ମେଘଖଣ୍ଡ ଆସି ସମାନଙ୍କେୁ ଢ଼ାଙ୍କି ଦଲୋ। ମେଘମଧ୍ଯରୁ ଆକାଶବାଣୀ ହେଲା, ଏ ହେଉଛନ୍ତି ମାରେ ପୁତ୍ର ଯାହାଙ୍କୁ ମୁଁ ପ୍ ରମେ କରେ। ତାହାଙ୍କ ଉପରେ ମୁଁ ବହୁତ ସନ୍ତୁଷ୍ଟ। ତୁମ୍ଭେ ତାହାଙ୍କ କଥା ମାନ।

Interlinear

Choose Theme