Home Bibles ☰ Books ଦିତୀୟ ଶାମୁୟେଲ 12:5 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 12:5 · ଓଡ଼ିଆ ବାଇବେଲ

ଏକଥା ଶକ୍ସ୍ଟଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପକ୍ସ୍ଟଣି ଦାଉଦ ନାଥନଙ୍କକ୍ସ୍ଟ କହିଲେ, ଯେଉଁ ବ୍ଯକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।

Cross references

ଆଦି ପୁସ୍ତକ 38:24

ପ୍ରାଯ ତିନିମାସ ୟିବା ପରେ, କହେି ଲୋକ ଯିହୁଦାକୁ କହିଲେ, ତୁମ୍ଭର ପୁତ୍ରବଧୁ ତାମର ବେଶ୍ଯା ପରି ବର୍ଭଧାରଣ କରିଛି।

ପ୍ରଥମ ଶାମୁୟେଲ 14:39

ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

ପ୍ରଥମ ଶାମୁୟେଲ 20:31

ୟିଶୀର ପକ୍ସ୍ଟତ୍ର ଏ ପୃଥିବୀ ରେ ଯେତେ ଦିନ ବଞ୍ଚିଥାଏ େସତେ ଦିନ ପର୍ୟ୍ଯନ୍ତ ତୋର ରାଜ୍ଯ ଠିକ୍ ହବେ ନାହିଁ। ତେଣୁ ଲୋକ ପଠାଇ ତାକକ୍ସ୍ଟ ମାେ ପାଖକକ୍ସ୍ଟ ଆଣ କାରଣ ସେ ନିଶ୍ଚଯ ମରିବ।

ପ୍ରଥମ ଶାମୁୟେଲ 25:21

ଦାଉଦ ଅବୀଗଲଙ୍କକ୍ସ୍ଟ ଦେଖିବା ପୂର୍ବରକ୍ସ୍ଟ କହକ୍ସ୍ଟଥିଲେ, ମୁ ନାବଲ୍ର ସଐତ୍ତିକକ୍ସ୍ଟ ମରକ୍ସ୍ଟଭୂମିରେ ଜଗିଲି। ମୁ ଭାବକ୍ସ୍ଟଥିଲି ଏହାର ଗୋଟିଏ ହେଲ ମଷେ ନ ହଜକ୍ସ୍ଟ। ମୁ ଏହା କରୁଥିଲି ମାରେ କିଛି ସ୍ବାର୍ଥ ନ ଥିଲା। କିନ୍ତୁ ତା'ର ସବୁ ମଙ୍ଗଳ ପାଇଁ କରୁଥିଲି। କିନ୍ତୁ ସେ ମାେ ପ୍ରତି ଖରାପ ବ୍ଯବହାର ଦଖାଇେଲା।

ପ୍ରଥମ ଶାମୁୟେଲ 26:16

ତୁମ୍ଭେ ଏହି ଯେଉଁ କଥା କଲ, ତାହା ଭଲ ନକ୍ସ୍ଟ ହେଁ। ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ମୃତକ୍ସ୍ଟ୍ଯଦଣ୍ତ ଦିଆୟିବା ଉଚିତ୍, କାରଣ ତୁମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ରାଜା ତୁମ୍ଭମାନଙ୍କ ରାଜାଙ୍କକ୍ସ୍ଟ ଜଗି ରହିଲ ନାହିଁ। ରାଜାଙ୍କର ବର୍ଚ୍ଛା ଓ ତାଙ୍କ ମକ୍ସ୍ଟଣ୍ତ ନିକଟରେ ଥିବା ଜଳପାତ୍ର ବର୍ତ୍ତମାନ ଦେଖକ୍ସ୍ଟଛ।

ଦିତୀୟ ଶାମୁୟେଲ 14:8

ତା'ପରେ ରାଜା ଦାଉଦ ସେ ସ୍ତ୍ରୀକକ୍ସ୍ଟ କହିଲେ, ଗୃହକକ୍ସ୍ଟ ଫରେିୟାଅ। ମୁ ଏ ବିଷଯ ରେ ତକ୍ସ୍ଟମର ଯତ୍ନ ନବେି।

ଲୂକଲିଖିତ ସୁସମାଚାର 6:41

ତୁମ୍ଭମାନେେ ନିଜ ଭାଇ ଆଖି ରେ ପଡିଥିବା ଗୋଟିଏ େଛାଟ ଗୁଣ୍ଡଟି ଆଡକୁ କାହିଁକି ଚାହୁଁଛ? ତୁମ୍ଭମାନଙ୍କୁ କ'ଣ ନିଜ ଆଖି ରେ ପଡିଥିବା ବଡ କାଠ ଖଣ୍ଡିକ ଦଖାଯାେଉନାହିଁ?

ଲୂକଲିଖିତ ସୁସମାଚାର 9:55

କିନ୍ତୁ ଯୀଶୁ ସମାନଙ୍କେ ଆଡକୁ ବୁଲି ପଡି ସମାନଙ୍କେୁ ଭର୍ତ୍ସନା କଲେ।

ରୋମୀୟଙ୍କ ପ୍ରତି ପତ୍ର 2:1

ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।

Interlinear

Choose Theme