ଦାଉଦଙ୍କର ଏକ ପକ୍ସ୍ଟତ୍ର ଥିଲେ, ଯାହାର ନାମ ଥିଲା ଅବଶାଲୋମ। ଅବଶା ଲୋମର ଏକ ଭଉଣୀ ଥିଲା, ଯାହାର ନାମ ଥିଲା ତାମର। ତାମର ଭାରୀ ସକ୍ସ୍ଟନ୍ଦରୀ ଥିଲା। ଦାଉଦଙ୍କର ଅନ୍ୟ ଏକ ପକ୍ସ୍ଟତ୍ର ଥିଲା ଅମ୍ମାନେ।
Cross references
ପରମେଶ୍ବରଙ୍କର ପୁତ୍ରଗଣ ଦେଖିଲେ,
ଯାକୁବ ରାହେଲକୁ ପ୍ ରମେ କଲେ। ଯାକୁବ ଲାବନକୁ କହିଲେ, ମୁଁ ତୁମ୍ଭ ପାଇଁ ସାତବର୍ଷ କାମ କରିବି ଯଦି ତୁମ୍ଭେ ମାେତେ ତୁମ୍ଭର ସାନ ଝିଅ ରାହେଲ ସହିତ ବିବାହ ଦିଅ।
ତେଣୁ ଯାକୁବ ତାଙ୍କ ସହ ସଠାେରେ ସାତବର୍ଷ ରହି କାମ କଲେ। କିନ୍ତୁ ଏହା ତାଙ୍କୁ ଖୁବ କମ ସମୟ ଜଣାଗଲା କାରଣ ସେ ରାହେଲକୁ ବହୁତ ଭଲ ପାଉଥିଲେ।
ଏହାପରେ ଶିଖିମ ଦୀଣାର ପ୍ ରମେ ରେ ପଡ଼ିଗଲା ଓ ତାକୁ ବିବାହ ହବୋକୁ ଚାହିଁଲା।
ପୋଟୀଫର ଯୋଷଫେକୁ ସବୁ ଦାଯୀତ୍ବ ଦଇେ ସେ ଆଉ ତାଙ୍କର ଖାଇବା ବିନା କୌଣସି ପାଇଁ ବ୍ଯସ୍ତ ହେଲେ ନାହିଁ।
ଦାଉଦଙ୍କର ଅନକେ ପକ୍ସ୍ଟତ୍ର ହିବ୍ରୋଣ ରେ ଜନ୍ମଲାଭ କଲେ। ତାଙ୍କର ପ୍ରଥମ ପକ୍ସ୍ଟତ୍ର ଥିଲେ ଅମ୍ନୋନ୍, ୟିଷ୍ରିଯଲେୀଯାର ତାଙ୍କର ସ୍ତ୍ରୀ ଅହୀନୋଯମଠାରକ୍ସ୍ଟ ଜନ୍ମ ହେଲ।
କର୍ମିଲୀଯ ନାବଲ୍ର ସ୍ତ୍ରୀ ଅବୀଗଲ୍ଙ୍କଠାରକ୍ସ୍ଟ ଜନ୍ମ ହେଲ ଦ୍ବିତୀୟ ପକ୍ସ୍ଟତ୍ର କିଲାବ୍ ଏବଂ ତୃତୀୟ ପକ୍ସ୍ଟତ୍ର ହେଲ ଅବ୍ଶାଲୋମ୍, ସେ ଗଶୂରର ରାଜା ତଲ୍ମଯର କନ୍ଯା ମାଖାରର ପକ୍ସ୍ଟତ୍ର।
ଥରେ ସନ୍ଧ୍ଯା ସମୟରେ ଦାଉଦ ବିଛଣାରକ୍ସ୍ଟ ଉଠି ଛାତ ଉପରେ ବକ୍ସ୍ଟଲିବା ସମୟରେ ଜଣେ ସ୍ତ୍ରୀଲୋକ ଗାଧୋଉ ଥିବାର ଦେଖିଲେ। ସହେି ସ୍ତ୍ରୀ ଜଣକ ଅତି ସକ୍ସ୍ଟନ୍ଦରୀ ଥିଲା।
ତା'ପରେ ଅମ୍ମାନେ ତାକକ୍ସ୍ଟ ଅତି ଘୃଣା କଲା, ସେ ତାକକ୍ସ୍ଟ ଯେପରି ପ୍ ରମେ କରିଥିଲା, ତା' ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ ନୋନ ତାହାକକ୍ସ୍ଟ କହିଲା, ଉଠ ଏଠାରକ୍ସ୍ଟ ଗ୍ଭଲିୟାଅ।
ଅବଶା ଲୋମର ତିନି ପକ୍ସ୍ଟତ୍ର ଓ ଗୋଟିଏ ଝିଅ ଥିଲା। ସେ ଝିଅର ନାମ ତାମର ଥିଲା। ତାମର ମଧ୍ଯ ଭାରୀ ସକ୍ସ୍ଟନ୍ଦରୀ ଥିଲେ।
ଶ ଲୋମନ ବହୁ ରମଣୀଙ୍କୁ ପ୍ ରମେ କଲେ, ସମାନେେ ଇଶ୍ରାୟେଲ ଦେଶରୁ ନଥିଲେ। ସେ ରାଜା ଫାରୋର କନ୍ଯା ବ୍ଯତୀତ ହିତ୍ତୀଯ, ମାୟୋବୀଯ, ଅେମ୍ମାନୀୟ, ଇଦୋମୀଯ ଓ ସୀଦୋନୀଯ ସ୍ତ୍ରୀମାନଙ୍କୁ ଭଲ ପାଇଲେ।
ତୃତୀୟ ପୁତ୍ର ଥିଲେ ଅବଶା ଲୋମ୍। ତାଙ୍କର ମାତା ମାଖା ତଲମଯଙ୍କର ଝିଅ ଥିଲେ। ଏହି ତଲ୍ମଗଯ ଗଶୂରର ରାଜା ଥିଲେ।
ଏମାନେ ସମସ୍ତେ ଦାଉଦଙ୍କ ପୁତ୍ରଗଣ ଥିଲେ। ଏହାଛଡ଼ା ତାଙ୍କର ଉପପତ୍ନୀମାନଙ୍କର ମଧ୍ଯ ପୁତ୍ରଗଣ ଥିଲେ। ତାମର ସମାନଙ୍କେର ଭଉଣୀ ଥିଲେ।
ତୁମ୍ଭ ହୃଦଯ ରେ ସହେି ସୁନ୍ଦର ସ୍ତ୍ରୀର ସୌନ୍ଦର୍ୟ୍ଯକୁ ଲୋଭ କର ନାହିଁ। ତା'ର ଚକ୍ଷୁ ତୁମ୍ଭକୁ ପ୍ରତାରିତ ନ କରୁ।
ଲାବଣ୍ଯ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ୟ୍ଯ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହବେ।