ଦିତୀୟ ଶାମୁୟେଲ 13:30 · ଓଡ଼ିଆ ବାଇବେଲ
ତଥାପି ସମାନେେ ବାଟରେ ଥିଲେ। ଦାଉଦ ନିକଟରେ ସମ୍ବାଦ ଉପସ୍ଥିତ ହେଲା ଯେ, ଅବଶାଲୋମ ସମସ୍ତ ରାଜପୁତ୍ରଙ୍କୁ ବଧ କରିଅଛି, ସମାନଙ୍କେ ମଧ୍ଯରକ୍ସ୍ଟ ଜଣେ ଅବଶିଷ୍ଟ ନାହିଁ।
Cross references
ବିଚାରକର୍ତାମାନଙ୍କ ବିବରଣ 11:35
ଯେତବେେଳେ ୟିଲ୍ଗହ ଦେଖିଲେ ତାଙ୍କର କନ୍ଯା ଯେ କି ପ୍ରଥମେ ଗୃହରକ୍ସ୍ଟ ବାହାର ହାଇେ ତାଙ୍କୁ ଦଖାେ ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, ହେ ମାରେ କନ୍ଯା! ତୁମ୍ଭେ ମାେତେ ଧ୍ବଂସ କରିଦଲେ। ତୁମ୍ଭେ ମାରେ ଦକ୍ସ୍ଟଃଖର କାରଣ ହେଲ, କାରଣ ମୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଆପଣା ମକ୍ସ୍ଟଖ ରେ ପ୍ରତିଜ୍ଞା କରିଛି ଏବଂ ମୁ ପ୍ରତିଜ୍ଞା ଫରୋଇ ନଇେପାରିବି ନାହିଁ।