Home Bibles ☰ Books ଦିତୀୟ ଶାମୁୟେଲ 13:36 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 13:36 · ଓଡ଼ିଆ ବାଇବେଲ

ଏହା କହି ସାରିବାପରେ ରାଜକକ୍ସ୍ଟମାରଗଣ ଆସି ସଠାେରେ ପହଁଞ୍ଚି ଗଲେ ଏବଂ ସମାନେେ କ୍ରନ୍ଦନ କରୁଥିଲେ। ଦାଉଦ ଏବଂ ତାଙ୍କର ଦାସୀମାନେ ମଧ୍ଯ କାନ୍ଦିବାକକ୍ସ୍ଟ ଲାଗିଲେ ଓ ଚିତ୍କାର କରି କାନ୍ଦିଲେ।

Cross references

ଦିତୀୟ ଶାମୁୟେଲ 12:21

ଦାଉଦଙ୍କକ୍ସ୍ଟ ତାଙ୍କର ଦାସମାନେ ପଚାରିଲେ, ଆପଣ ଏପରି ବ୍ଯବହାର କାହିଁକି କଲେ? ଯେତବେେଳେ ପିଲାଟି ବଞ୍ଚିଥିଲା ଆପଣ ଖାଇବାକକ୍ସ୍ଟ ମନା କଲେ ଓ କାନ୍ଦିଲେ କିନ୍ତୁ ପିଲାଟି ମରିୟିବା ପରେ ଉଠିଲେ ଓ ଖାଦ୍ୟ ଖାଇଲେ।

ଦିତୀୟ ଶାମୁୟେଲ 13:15

ତା'ପରେ ଅମ୍ମାନେ ତାକକ୍ସ୍ଟ ଅତି ଘୃଣା କଲା, ସେ ତାକକ୍ସ୍ଟ ଯେପରି ପ୍ ରମେ କରିଥିଲା, ତା' ଅପେକ୍ଷା ଅଧିକ ଘୃଣା କଲା। ଏଣୁ ଅମ୍ ନୋନ ତାହାକକ୍ସ୍ଟ କହିଲା, ଉଠ ଏଠାରକ୍ସ୍ଟ ଗ୍ଭଲିୟାଅ।

ଦିତୀୟ ଶାମୁୟେଲ 18:33

ଏହାପରେ ରାଜା ଜାଣିଗଲେ ଯେ ଅବଶାଲୋମ ମୃତ। ରାଜା ଦକ୍ସ୍ଟଃଖ ରେ ଭାଙ୍ଗି ପଡିଲେ, ସେ ନଗର ଦ୍ବାର ଉପରିସ୍ଥ କୋଠରୀକକ୍ସ୍ଟ ୟାଇ କ୍ରନ୍ଦନ କଲେ। ସେ କଠାେରୀ ରେ ଏପଟରକ୍ସ୍ଟ ସପଟେ କ୍ରନ୍ଦନ କରି କରି ବକ୍ସ୍ଟଲକ୍ସ୍ଟଥାନ୍ତି। ସେ କହକ୍ସ୍ଟଥିଲେ, ହେ ମାରେ ପକ୍ସ୍ଟତ୍ର ଅବଶା ଲୋମ, ମାରେ ପକ୍ସ୍ଟତ୍ର ଅବଶା ଲୋମ, ମୁ ଆଶା କରୁଥିଲି ମୁ ତକ୍ସ୍ଟମ୍ଭ ବଦଳ ରେ ମରିଥାନ୍ତି କି! ହାୟ ମାରେ ପକ୍ସ୍ଟତ୍ର ଅବଶା ଲୋମ ମାରେ ପକ୍ସ୍ଟତ୍ର, ଅବଶାଲୋମ।

Interlinear

Choose Theme