Home Bibles ☰ Books ଦିତୀୟ ଶାମୁୟେଲ 13:5 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 13:5 · ଓଡ଼ିଆ ବାଇବେଲ

ଯୋନାଦବ ତାହାକକ୍ସ୍ଟ କହିଲା, ତୁମ୍ଭେ ଶୟ୍ଯା ରେ ପଡି ରୋଗ ରେ ବାହାନା କର। ପକ୍ସ୍ଟଣି ତକ୍ସ୍ଟମ୍ଭ ପିତା ତୁମ୍ଭକୁ ଦେଖିବାକକ୍ସ୍ଟ ଆସିଲେ ତାଙ୍କୁ କକ୍ସ୍ଟହ, 'ଦୟାକରି ମାରେଭଉଣୀ ତାମରକକ୍ସ୍ଟ ମାେ ପାଖକକ୍ସ୍ଟ ଆସି ମାେତେ ଖାଦ୍ୟ ଦବୋକକ୍ସ୍ଟ ଅନକ୍ସ୍ଟମତି ଦିଅନ୍ତକ୍ସ୍ଟ। ସେ ମାେ ଆଗ ରେ ଖାଦ୍ୟ ରାନ୍ଧିବ, ତହିଁରେ ମୁ ତାହା ଦେଖି ତାହା ହାତରକ୍ସ୍ଟ ଭୋଜନ କରିବି।'

Cross references

ଦିତୀୟ ଶାମୁୟେଲ 16:21

ଅହୀଥୋଫଲ ଅବଶା ଲୋମକକ୍ସ୍ଟ କହିଲା, ତକ୍ସ୍ଟମ୍ଭ ପିତା ଗୃହ ଜଗିବା ନିମନ୍ତେ ନିଜର ଯେଉଁ ଉପପତ୍ନୀମାନଙ୍କୁ ଛାଡିୟାଇ ଅଛନ୍ତି, ତୁମ୍ଭେ ସମାନଙ୍କେ ସହିତ ସହବାସ କରିବାକୁ ୟାଅ। ଏହା ସମକ୍ସ୍ଟଦାଯ ଇଶ୍ରାୟେଲୀୟମାନେ ଶକ୍ସ୍ଟଣିବେ। ସମାନେେ ହୃଦ୍ବୋଧ କରିବେ ଯେ, ତୁମ୍ଭର ପିତା ବର୍ତ୍ତମାନ ତୁମ୍ଭରକ୍ସ୍ଟ ଘୃଣା କରନ୍ତି। ତା ହେଲେ ତୁମ୍ଭର ସମର୍ଥକମାନେ ତୁମ୍ଭକୁ ସମର୍ଥନ ଦବୋ ପାଇଁ ଅଧିକ ଉତ୍ସାହିତ ହବେେ।

ଗୀତସଂହିତା 50:18

ତୁମ୍ଭେ ଗୋଟିଏ ଚୋରକୁ ଦେଖ ଓ ତା'ସହ ଦୌଡ଼ିୟାଇ ମିଶିୟାଅ। ଯେତବେେଳେ ବ୍ଯଭିଚାରୀମାନେ ପାପ କରନ୍ତି, ତୁମ୍ଭେ ଆନନ୍ଦରେ ନାଚି ଉଠ।

ହିତୋପଦେଶ 19:27

ହେ ଆମ୍ଭର ପୁତ୍ର, ଯେଉଁ ଉପଦେଶ ଜ୍ଞାନର କଥାରୁ ତୁମ୍ଭକୁ ବିଚ୍ଯୁତ କରେ, ତାହା ଶୁଣିବାରୁ ନିବୃତ୍ତ ହୁଅ।

ମାର୍କଲିଖିତ ସୁସମାଚାର 6:24

ଝିଅଟି ତା ମାଆ ପାଖକୁ ଯାଇ ପଚାରିଲା, ରାଜା େ ହରୋଦଙ୍କୁ ମୁଁ କ'ଣ ମାଗିବି?

ରେରିତମାନଙ୍କ କାର୍ଯ୍ୟର ବିବରଣ 23:15

ତେଣୁ ତୁମ୍ଭେ ଆମ୍ଭ ପାଇଁ ଏହି କାମ କରିବ। ତୁମ୍ଭେ ନିଜ ତରଫରୁ ସନୋଧ୍ଯକ୍ଷ ଓ ସମସ୍ତ ଯିହୂଦୀୟ ନେତାମାନଙ୍କ ପାଖକୁ ସମ୍ବାଦ ଦବେ। ତୁମ୍ଭେ ସନୋଧ୍ଯକ୍ଷଙ୍କୁ କହିବ ଯେ ତୁମ୍ଭେ ପାଉଲଙ୍କୁ ବାହାରକୁ ଆଣିବା ପାଇଁ ଚ଼ାହଁ, କାରଣ ତୁମ୍ଭର ତାହାଙ୍କୁ ଅନକେ ପ୍ରଶ୍ନ ପଚ଼ାରିବାର ଅଛି। ଆମ୍ଭେ ତାହାଙ୍କୁ ଏଠା ରେ ପହଞ୍ଚିବା ପୂର୍ବରୁ ବାଟରେ ହତ୍ଯା କରିବା ପାଇଁ ପ୍ରସ୍ତୁତ ଅଛୁ।

Interlinear

Choose Theme