Home Bibles ଦିତୀୟ ଶାମୁୟେଲ 14:16 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 14:16 · ଓଡ଼ିଆ ବାଇବେଲ

ରାଜା ମାରେକଥା ଶକ୍ସ୍ଟଣିବେ ଏବଂ ଯେଉଁମାନେ ମାେତେ ଏବଂ ମାରେ ପକ୍ସ୍ଟତ୍ରକକ୍ସ୍ଟ ମାରିବାକକ୍ସ୍ଟ ଗ୍ଭହକ୍ସ୍ଟଁଛନ୍ତି। ସମାନଙ୍କେ କବଳରକ୍ସ୍ଟ ମାେତେ ରକ୍ଷା କରିବେ।' ସେ ଆମ୍ଭମାନଙ୍କୁ ସଦାପ୍ରଭୁଙ୍କ ଦଇେଥିବା ଅଧିକାରରକ୍ସ୍ଟ ବଞ୍ଚିତ କରିବେ ନାହିଁ।

Cross references

ପ୍ରଥମ ଶାମୁୟେଲ 26:19

ମାରେ ପ୍ରଭକ୍ସ୍ଟ, ମହାରାଜ, ମୁ ତୁମ୍ଭର ସବେକ ମାେ କଥା ଶକ୍ସ୍ଟଣ, ଯଦି ସଦାପ୍ରଭୁ ମାେ ଉପରେ କୋରଧ କରିବାକୁ ତୁମ୍ଭକୁ ବାର୍ତ୍ତା ଦିଅନ୍ତି, ତା ହେଲ ତାଙ୍କୁ ତାହା ଗ୍ରହଣ କରିବାକୁ ଦିଅ। ଯଦି ମନକ୍ସ୍ଟଷ୍ଯ ସନ୍ତାନମାନେ ତାହା କରିଥାନ୍ତି, ତବେେ ସମାନେେ ସଦାପ୍ରଭୁଙ୍କ ନିକଟରେ ଅଭିଶାପ ପାଆନ୍ତକ୍ସ୍ଟ। କାରଣ ସମାନେେ ମାେତେ ସହେି ଦେଶରକ୍ସ୍ଟ ବାହାର କରି ଦଇେଛନ୍ତି। ଯେଉଁଟାକି ମାେତେ ଦେଲେ ଏବଂ କହିଲେ, 'ୟାଅ ଅନ୍ୟ ଦବଗେଣଙ୍କର ପୂଜା କର।'

ଗୀତସଂହିତା 72:12

ଆମ୍ଭର ରାଜା ସାହାୟ୍ଯ କରନ୍ତି, ଯେଉଁମାନେ ତାଙ୍କୁ ଡ଼ାକନ୍ତି, ସେ ଗରିବ ଏବଂ ନିଃସହାୟମାନଙ୍କୁ ରକ୍ଷା କରନ୍ତି।

ହିତୋପଦେଶ 16:10

ଯେତବେେଳେ ରାଜା ଯାହା କହନ୍ତି ତାହା ନିଯମ ହାଇୟୋଏ। ତେଣୁ ତା'ର ବିଚାର ସ୍ବଚ୍ଛ ହବୋ ଉଚିତ୍।

Interlinear

Choose Theme