Home Bibles ଦିତୀୟ ଶାମୁୟେଲ 14:19 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 14:19 · ଓଡ଼ିଆ ବାଇବେଲ

ରାଜା କହିଲେ, ଯୋୟାବ କ'ଣ ତୁମ୍ଭକୁ ଏପରି କହିବାକକ୍ସ୍ଟ କହିଥିଲେ?

Cross references

ଯାତ୍ରା ପୁସ୍ତକ 4:15

ତୁମ୍ଭେ ହାରୋଣକୁ କହିବ ଏବଂ ତା'ର ପାଟି ରେ ବାକ୍ଯ ଦବେ। ମୁଁ ତୁମ୍ଭର ଜିହ୍ବା ସହିତ ଓ ତା'ର ଜିହ୍ବା ସହିତ ଥିବିଏବଂ ମୁଁ ତୁମ୍ଭମାନଙ୍କୁ କହିବି, ଯାହା ତୁମ୍ଭମାନଙ୍କୁ କହିବାକୁ ହବେ।

ଗଣନା ପୁସ୍ତକ 20:17

ଆମ୍ଭେ ବିନଯ କରୁ ଅଛୁ, ଦୟାକରି ତୁମ୍ଭ ଦେଶ ଦଇେ ଆମ୍ଭମାନଙ୍କୁ ୟିବାକୁ ଦିଅ। ଆମ୍ଭମାନେେ ତୁମ୍ଭ ଶସ୍ଯକ୍ଷେତ୍ର କି ଦ୍ରାକ୍ଷାକ୍ଷେତ୍ର ଦଇେ ୟିବୁ ନାହିଁ, କିମ୍ବା ତୁମ୍ଭର କୂଅରୁ ଜଳପାନ କରିବୁ ନାହିଁ। ଆମ୍ଭମାନେେ କବଳେ ରାଜପଥ ଦଇେ ଗମନ କରିବୁ। ତୁମ୍ଭ ଦେଶର ସୀମା ଅତିକ୍ରମ କରିବା ପର୍ୟ୍ଯନ୍ତ ଦକ୍ଷିଣ କିମ୍ବା ବାମକୁ ୟିବୁ ନାହିଁ।

ଦିତୀୟ ବିବରଣ 5:32

ଏଥିପାଇଁ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବର ଯେପରି ଆଜ୍ଞା ଦଇେଛନ୍ତି, ସହେିପରି ଭାବରେ ପାଳନ କରିବାପାଇଁ ମନୋୟୋଗ କରିବେ। ତୁମ୍ଭମାନେେ ତହିଁର ଦକ୍ଷିଣା ରେ କି ବାମ ରେ ଫରେିବ ନାହିଁ।

ଦିତୀୟ ବିବରଣ 28:14

ଆଜି ମୁ ତୁମ୍ଭକୁ ସଦାପ୍ରଭୁଙ୍କର ଯେଉଁ ଶିକ୍ଷା ଦେଉଅଛି ସେଥିରକ୍ସ୍ଟ କବେେ ବିମକ୍ସ୍ଟଖ ହକ୍ସ୍ଟଅ ନାହିଁ। ତୁମ୍ଭେ ଦକ୍ଷିଣ କି ବାମକକ୍ସ୍ଟ ଫରେିବ ନାହିଁ। ତୁମ୍ଭମାନେେ ଅନ୍ୟ ଦବେତାମାନଙ୍କୁ ଅନକ୍ସ୍ଟସରଣ କିଅବା ଉପାସନା କରିବ ନାହିଁ।

ଯିହୋଶୂୟ 1:7

କିନ୍ତୁ ତୁମ୍ଭେ ବଳବାନ ଓ ସାହାସୀ ହକ୍ସ୍ଟଅ। ଅନ୍ୟ କଥା ମାନିବାକକ୍ସ୍ଟ ତୁମ୍ଭେ ନିଶ୍ଚିତ ମାରେ ଦାସ ମାଶାଙ୍କେର ଆଦେଶ ପାଳନ କରିବ। ଯଦି ତୁମ୍ଭେ ତାଙ୍କର ଉପଦେଶ ଠିକ୍ ଭାବରେ ପାଳନ କରିବ, ତବେେ ତୁମ୍ଭେ ଯେଉଁ କର୍ମ କରିବ ସେଥି ରେ ଉତ୍ତିର୍ଣ୍ଣ ହବେ।

ପ୍ରଥମ ଶାମୁୟେଲ 1:26

ତା'ପରେ ହାନ୍ନା ଏଲିଯକକ୍ସ୍ଟ କହିଲା, ମହାଶୟ ମୁ ବାସ୍ତବ ରେ ସହେି ସ୍ତ୍ରୀ ଲୋକ ୟିଏକି ତକ୍ସ୍ଟମ୍ଭ ଆଗ ରେ ଛିଡା ହେଉଥିଲା ଓ ସଦାପ୍ରଭୁଙ୍କୁ ପ୍ରାର୍ଥନା କରୁଥିଲା।

ପ୍ରଥମ ଶାମୁୟେଲ 17:55

ସହେି ପଲେଷ୍ଟୀୟ ବିରକ୍ସ୍ଟଦ୍ଧ ରେ ଦାଉଦଙ୍କକ୍ସ୍ଟ ବାହାରିବାର ଦେଖି ଶାଉଲ ସୈନ୍ଯର ସନୋପତି ଅବନ୍ରକକ୍ସ୍ଟ କହିଲେ, ଅବନର ଏ ୟକ୍ସ୍ଟବକ କାହାର ପକ୍ସ୍ଟତ୍ର?

ପ୍ରଥମ ଶାମୁୟେଲ 20:3

କିନ୍ତୁ ଦାଉଦ ଦେଲେ, ତକ୍ସ୍ଟମ୍ଭ ବାପା ଭଲଭାବରେ ଜାଣନ୍ତି ଯେ ମୁ ତୁମ୍ଭର ସାଙ୍ଗ। ତକ୍ସ୍ଟମ୍ଭ ବାପା ନିଜକକ୍ସ୍ଟ କହିଲେ, 'ଯୋନାଥନ ନିଶ୍ଚଯ ଏହା ଜାଣି ନଥିବ। ଯଦି ସେ ଜାଣେ ତା'ର ହୃଦଯ ଦକ୍ସ୍ଟଃଖ ରେ ପୂର୍ଣ୍ଣ ହାଇଯେିବ, ସେ ମଧ୍ଯ ଦାଉଦଙ୍କକ୍ସ୍ଟ କହିପାରି ଥାନ୍ତେ।' କିନ୍ତୁ ତୁମ୍ଭେ ଏବଂ ପ୍ରଭକ୍ସ୍ଟ ଜୀବିତ ଥିବା ବେଳେ ମୁ ମୃତକ୍ସ୍ଟ୍ଯର ନିକଟତର ହେଉଅଛି।

ପ୍ରଥମ ଶାମୁୟେଲ 25:26

ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 3:27

ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।

ଦିତୀୟ ଶାମୁୟେଲ 3:29

ଯୋୟାବ ଏବଂ ତାଙ୍କର ପରିବାର ଏଥିପାଇଁ ଦାଯୀ ଏବଂ ମୁ ଭାବକ୍ସ୍ଟଛି ତାଙ୍କର ସମସ୍ତ ପରିବାରବର୍ଗ ଦୋଷୀ। ତାଙ୍କ ପରିବାରବର୍ଗ ସମସ୍ତେ କକ୍ସ୍ଟଷ୍ଠରୋଗ ରେ ଆକ୍ରାନ୍ତ ହବେ, ଅଭାବରେ ରହିବେ ଓ ୟକ୍ସ୍ଟଦ୍ଧ ରେ ହତ ହବେ।

ଦିତୀୟ ଶାମୁୟେଲ 3:34

ଅବ୍ନର ତକ୍ସ୍ଟମ୍ଭ ହାତ ବନ୍ଧା ନ ଥିଲା କି? ତକ୍ସ୍ଟମ୍ଭ ପାଦ ରେ ଶିଙ୍କକ୍ସ୍ଟଳି ନ ଥିଲା, ତଥାପି, ତୁମ୍ଭକୁ ଦକ୍ସ୍ଟଷ୍ଟ ଲୋକମାନେ ମାରି ଦେଲେ।

ଦିତୀୟ ଶାମୁୟେଲ 11:11

ଊରିଯ ଦାଉଦଙ୍କକ୍ସ୍ଟ କହିଲେ, ପବିତ୍ର ସିନ୍ଦକ୍ସ୍ଟକ, ଇଶ୍ରାୟେଲ ଓ ୟିହକ୍ସ୍ଟଦାର ସୈନ୍ଯବାହୀନି ଏବଂ ମାରେ ରାଜାଙ୍କର ଅଧିକାରୀଗଣ ଖାେଲା ପଦା ରେ ତମ୍ବୁ କରଛନ୍ତି। ତେଣୁ ମୁ କିପରି ଭୋଜନ କରିବାକୁ ଘରକକ୍ସ୍ଟ ୟିବି ଏବଂ ତା'ପରେ ମାରେ ସ୍ତ୍ରୀଙ୍କ ସହିତ ଶଯନ କରିବି? ତୁମ୍ଭେ ଓ ମୁ ବଞ୍ଚିଥିବା ୟାଏ ସପରେି କରିବି ନାହିଁ।

ଦିତୀୟ ଶାମୁୟେଲ 11:14

ତା'ପରେ ସକାଳେ ଯୋୟାବଙ୍କ ନିକଟକକ୍ସ୍ଟ ଏକ ପତ୍ର ଲେଖିଲେ। ଦାଉଦ ସହେି ଚିଠିକକ୍ସ୍ଟ ଊରିଯଙ୍କ ହାତ ରେ ପଠାଇଲେ।

ଦିତୀୟ ଶାମୁୟେଲ 14:3

ରାଜାଙ୍କ ନିକଟକକ୍ସ୍ଟ ୟାଇ ମୁ ତୁମ୍ଭକୁ ଯାହା କକ୍ସ୍ଟ ହେ ସହେି ବାକ୍ଯ ତାଙ୍କୁ କକ୍ସ୍ଟହ, ତା'ପରେ ଯୋୟାବ ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ ଯାହା କହିବା ପାଇଁ ହବେ କହିଲେ।

ପ୍ରଥମ ରାଜାବଳୀ 2:5

ଦାଉଦ ପୁଣି କହିଲେ, ସରୁଯାର ପୁତ୍ର ଯୋୟାବ ମାେ ବିରୁଦ୍ଧ ରେ ଯାହା କରିଅଛି, ତୁମ୍ଭେ ଭଲଭାବରେ ଜାଣ। ସେ ଇଶ୍ରାୟେଲର ଦୁଇ ସନୋପତିଙ୍କୁ ହତ୍ଯା କରିଛି, ନରର ପୁତ୍ର ଅବନର ଓ ଯେଥରର ପୁତ୍ର ଅମାସାଙ୍କୁ ଶାନ୍ତି ସମୟରେ ଇର୍ଷାନ୍ବିତ ହାଇେ ହତ୍ଯା କଲା। ସହେି ରକ୍ତ ରେ ତା'ର କଟିବନ୍ଧନୀ ଓ ପାଦୁକାକୁ ସିକ୍ତ କଲା। ମାରେ ଦଣ୍ତ ଦବୋର ଉଚିତ୍ ଥିଲା।

ଦିତୀୟ ରାଜାବଳୀ 2:2

ଏଲିଯ ଇଲୀଶାୟକୁ କହିଲେ, ମୁଁ ବିନଯ କରୁଛି ଏଠା ରେ ରୁହନ୍ତୁ, କାରଣ ସଦାପ୍ରଭୁ ମାେତେ ବୈଥଲକେୁ ୟିବାକୁ କହିଛନ୍ତି।

ହିତୋପଦେଶ 4:27

ସଳଖପଥ ପରିତ୍ଯାଗ କର ନାହିଁ, ଯେଉଁ ପଥ ଉତ୍ତମ ଏବଂ ଠିକ୍। କିନ୍ତୁ ସର୍ବଦା ଅଧର୍ମଠାରୁ ଦୂର ରେ ରୁହ।

ହିତୋପଦେଶ 25:2

ବିଷଯ ଗୋପନ କରିବା ପରମେଶ୍ବରଙ୍କ ଗୌରବ। ଏହି ବିଷଯ ଅନୁସନ୍ଧାନ କରିବା ରାଜାଙ୍କର ଗୌରବ।

ଲୂକଲିଖିତ ସୁସମାଚାର 21:15

ମୁଁ ତୁମ୍ଭକୁ କହିବାକୁ ଜ୍ଞାନ ପ୍ରଦାନ କରିବି। ତୁମ୍ଭମାନେେ ଯାହା କହିବ, ତୁମ୍ଭର କୌଣସି ଶତୃ ତାର ଉତ୍ତର ଦଇେ ପାରିବ ନାହିଁ।

Interlinear

Choose Theme