ଏଣୁ ଯୋୟାବ ତକୋଯକକ୍ସ୍ଟ ଲୋକ ପଠାଇ ସଠାେରକ୍ସ୍ଟ ଏକ ଜ୍ଞାନବତୀ ସ୍ତ୍ରୀ ଲୋକ ଆଣିବାକକ୍ସ୍ଟ କହିଲା। ଯୋୟାବ ସହେି ବକ୍ସ୍ଟଦ୍ଧିମତୀ ସ୍ତ୍ରୀ ଲୋକଟିକକ୍ସ୍ଟ କହିଲେ, ଦୟାକରି ବହକ୍ସ୍ଟତ ଦକ୍ସ୍ଟଃଖିତ ଥିବାର ଛଳନା କର। ଶାେକ ବସ୍ତ୍ର ପରିଧାନ କର। ତୁମ୍ଭର କେଶ ରେ ଓ ମକ୍ସ୍ଟଖ ରେ ତଲେିଆ ପ୍ରସାଧାନ ଲଗାଅନାହିଁ। ମାତ୍ର ମୃତ ଲୋକ ପାଇଁ ବହକ୍ସ୍ଟକାଳରକ୍ସ୍ଟ ଶାେକକାରିଣୀ ସ୍ତ୍ରୀ ପରି ବ୍ଯବହାର କର।
Cross references
ଏହାପରେ ତାମର ଗୃହକୁ ଗଲା ଓ ତା'ର ମୁହଁ ସର୍ବଦା ଲୁଚାଇ ରଖିଲାଏବଂ ଏହାପରେ ସେ ପୁନ୍ନର୍ବାର ବିଧବା ବସ୍ତ୍ର ପରିଧାନ କଲା।
ତୁମ୍ଭେ ସ୍ନାନ କରି ସକ୍ସ୍ଟନ୍ଦର ପୋଷାକ ପିନ୍ଧି ସହେି ଖଳାକକ୍ସ୍ଟ ୟାଅ। ମାତ୍ର ସହେି ମନକ୍ସ୍ଟଷ୍ଯ ଭୋଜନ ପାନ ନସାରିବା ପର୍ୟ୍ଯନ୍ତ ତାକକ୍ସ୍ଟ ଆପଣାର ପରିଚଯ ଦିଅନାହିଁ।
ଏହାପରେ ଊରିଯର ଭାର୍ୟ୍ଯା ତା'ର ସ୍ବାମୀର ମୃତକ୍ସ୍ଟ୍ଯ ସମ୍ବାଦ ପାଇ କାନ୍ଦିଲା ଓ ଶୋକ କଲା।
ତା'ପରେ ଦାଉଦ ଉଠିଲେ, ଗା ଧୋଇଲେ, ତାଙ୍କର ପୋଷାକ ପରିବର୍ତ୍ତନ କରି ପୋଷାକ ପିନ୍ଧିଲେ ଏବଂ ସଦାପ୍ରଭୁଙ୍କର ମନ୍ଦିରକକ୍ସ୍ଟ ଉପାସନା ପାଇଁ ଗଲେ। ତା'ପରେ ଘରକକ୍ସ୍ଟ ୟାଇ ଖାଇବାକକ୍ସ୍ଟ ଖାଦ୍ୟ ମାଗିଲେ। ତାଙ୍କର ଦାସମାନେ ତାଙ୍କୁ ଯାହା ଖାଦ୍ୟ ଦେଲେ ଓ ସେ ତାହା ଖାଇଲେ।
ପଲ୍ଟୀଯ ହେଲସ୍, ତକୋଯୀଯ ଇକ୍କୋଶର ପକ୍ସ୍ଟତ୍ର ଈରା,
ସେ ବୈଥ୍ଲେ ହେମ୍, ଐଟମ୍, ତକୋଯର ସମସ୍ତ ନଗରକୁ ସୁଦୃଢ଼ କଲେ।
ଯିହାଶାଫେଟ୍ଙ୍କ ସୈନ୍ଯଦଳ ପ୍ରଭାତ ରେ ତକୋଯର ମରୁଭୂମି ମଧ୍ଯକୁ ୟୁଦ୍ଧ ପାଇଁ ୟାତ୍ରା କଲେ। ସମାନେେ ୟାତ୍ରାରମ୍ଭ କରିବା ସମୟରେ ଯିହାଶାଫେଟ୍ ଉଠି ଠିଆ ହେଲେ ଓ କହିଲେ, ଯିହୁଦା ଓ ୟିରୁଶାଲମର ସମସ୍ତ ଲୋକ ମାେ' କଥା ଶୁଣ। ତୁମ୍ଭମାନଙ୍କ ସଦାପ୍ରଭୁ ପରମେଶ୍ବରଙ୍କଠା ରେ ବିଶ୍ବାସ ରଖ, ତବେେ ତୁମ୍ଭମାନେେ ଦୃଢ଼ ରୂପେ ଠିଆ ହାଇେ ପାରିବ। ସଦାପ୍ରଭୁଙ୍କର ଭବିଷ୍ଯତ୍ବକ୍ତାମାନଙ୍କଠା ରେ ବିଶ୍ବାସ ରଖ। ତୁମ୍ଭମାନେେ କୃତକାର୍ୟ୍ଯ ହବେ।
ତକୋଯୀଯ ଲୋକମାନେ ମରାମତି କଲେ। ସମାନଙ୍କେ କୁଳିନ ବର୍ଗ ଆପଣାମାନଙ୍କ ପ୍ରଭୁଙ୍କ କର୍ମ ରେ ହସ୍ତକ୍ଷପେ କଲେ ନାହିଁ।
ତା'ପରେ ତକୋଯୀଯମାନେ ବାହାରସ୍ଥ ବଡ ଦୁର୍ଗ ସମ୍ମୁଖରୁ ଓ ଫଲର ପ୍ରାଚୀର ପର୍ୟ୍ଯନ୍ତ ଅନ୍ୟ ଏକ ଅଂଶର ଭଗ୍ନ ଅଂଶ ଗଠନ କଲେ।
ହୃଦଯ ଚିତ୍ତ ଆନନ୍ଦକାରୀ ଦ୍ରାକ୍ଷାରସ ଦିଅ, ଆମ୍ଭମାନଙ୍କର ମୁହଁ ଚିକ୍କଣକାରୀ ତୈଳ ଓ ମନୁଷ୍ଯକୁ ଶକ୍ତିଶାଳୀ କରୁଥିବା ଖାଦ୍ୟ ଦିଅ।
ତୁମ୍ଭର ବସ୍ତ୍ର ସର୍ବଦା ଶୁଭ୍ର ଥାଉ ଓ ତୁମ୍ଭ ମସ୍ତକରେ ତୈଳର ଅଭାବ ନ ହେଉ।
ହେ ବିନ୍ଯାମୀନ ସନ୍ତାନଗଣ, ତୁମ୍ଭମାନେେ ରକ୍ଷା ପାଇବା ପାଇଁ ୟିରୁଶାଲମରୁ ପଳାଯନ କର। ତିକୋଯ ନଗର ରେ ତୂରୀ ବଜାଅ ଓ ବୈଥହକରମେ ରେ ଧ୍ବଜା ଟକେ। କାରଣ ଉତ୍ତର ଦିଗରୁ ଅମଙ୍ଗଳ ଓ ମହାବିନାଶ ଆସୁଅଛି।
ଆମାଷଙ୍କେ ବାର୍ତ୍ତା: ତକୋଯ ନଗରର ମଷେପାଳକମାନଙ୍କ ମଧ୍ଯରୁ ଆମାଷେ ଥିଲେ ଅନ୍ୟତମ।
ତେଣୁ ତୁମ୍ଭେ ଉପବାସ କଲା ବେଳେ ମୁଣ୍ଡ ରେ ତଲେ ଲଗାଇ ବାଳ ସଜାଡ ଓ ମୁହଁ ଧୁଅ।