Home Bibles ଦିତୀୟ ଶାମୁୟେଲ 14:21 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 14:21 · ଓଡ଼ିଆ ବାଇବେଲ

ରାଜା ଯୋୟାବକକ୍ସ୍ଟ କହିଲେ, ଦେଖ, ମୁ ସହେି କଥା କଲି। ଏଣୁ ୟାଅ ସହେି ୟକ୍ସ୍ଟବକ ଅବଶା ଲୋମକକ୍ସ୍ଟ ପକ୍ସ୍ଟନର୍ବାର ଆଣ।

Cross references

ପ୍ରଥମ ଶାମୁୟେଲ 14:39

ମୁ ସଦାପ୍ରଭୁଙ୍କ ପାଖ ରେ ପ୍ରତିଜ୍ଞା କରୁଛି ୟିଏ ପାପ କରିଛି, ଏପରିକି ମାେ ପକ୍ସ୍ଟଅ ହାଇେଥିଲେ ବି ମୃତକ୍ସ୍ଟ୍ଯଦଣ୍ତ ରେ ଦଣ୍ତିତ ହବେ। ସମସ୍ତେ ନୀରବଦ୍ରଷ୍ଟା ରହିଲେ।

ଦିତୀୟ ଶାମୁୟେଲ 14:11

ସ୍ତ୍ରୀ ଲୋକଟି କହିଲେ, ଆପଣ ସଦାପ୍ରଭୁ ପରମେଶ୍ବରଙ୍କ ନାମ ରେ ଶପଥ ନଇେ କହନ୍ତକ୍ସ୍ଟ, ଆପଣ ସମାନଙ୍କେୁ ଅଟକାଇବେ, ଯେଉଁମାନେ ତା'ର ଭାଇର ହତ୍ଯା ୟୋଗକ୍ସ୍ଟଁ ମାରେ ପକ୍ସ୍ଟତ୍ରକକ୍ସ୍ଟ ହତ୍ଯା କରିବାକୁ ଗ୍ଭହାଁନ୍ତି। ଶପଥ କରନ୍ତକ୍ସ୍ଟ ଯେ, ଆପମ ସମାନଙ୍କେୁ ମାରେ ପକ୍ସ୍ଟତ୍ରକକ୍ସ୍ଟ ଧ୍ବଂସ କରିବା ପାଇଁ ଦବେେ ନାହିଁ।

ମାର୍କଲିଖିତ ସୁସମାଚାର 6:26

ରାଜା େ ହରୋଦ ବହୁତ ଦୁଃଖ କଲେ। କିନ୍ତୁ ସେ ଝିଅର ଇଚ୍ଛା ଅନୁସାରେ ଦାନ ଦବୋକୁ ଶପଥ କି ସାରିଥିଲେ। ସଠାେରେ େ ହରୋଦଙ୍କ ସହିତ ଖାଉଥିବା ଅତିଥିମାନେ ମଧ୍ଯ ହରେୋଦଙ୍କ ଶପଥ ବିଷୟ ରେ ଶୁଣି ସାରିଥିଲେ। ତେଣୁ ଝିଅ ଯାହା ମାଗିଥିଲା, ତାହା ଦବୋ ପାଇଁ ହରେୋଦ ମନା କରିବାକୁ ଇଚ୍ଛା କଲେ ନାହିଁ।

Interlinear

Choose Theme