ସମକ୍ସ୍ଟଦାଯ ଇଶ୍ରାୟେଲ ମଧିଅରେ ଅବଶା ଲୋମ ପରି ଅତି ସକ୍ସ୍ଟନ୍ଦର ୟକ୍ସ୍ଟବକ କହେି ନଥିଲେ। ଲୋକମାନେ ତା'ର ସୌନ୍ଦର୍ୟ୍ଯକକ୍ସ୍ଟ ପ୍ରଶଂସା କରୁଥିଲେ। ତା'ର ପାଦରକ୍ସ୍ଟ ମସ୍ତକ ପର୍ୟ୍ଯନ୍ତ କେଉଁଠା ରେ ଗକ୍ସ୍ଟଣ ନ ଥିଲା।
Cross references
ସଦାପ୍ରଭୁ ତୁମ୍ଭର ଜନକ୍ସ୍ଟ ଓ ଜଙ୍ଘ ଓ ତଳିପାରକ୍ସ୍ଟ ମସ୍ତକ ୟାଏ ବ୍ଯଥାଦାଯୀ ବଥଦ୍ବାରା ତୁମ୍ଭକୁ ଆଘାତ କରିବେ। ତହିଁରକ୍ସ୍ଟ ତୁମ୍ଭେ ସକ୍ସ୍ଟସ୍ଥ ହାଇେ ପାରିବ ନାହିଁ।
କୀଶ୍ଙ୍କର ପକ୍ସ୍ଟଅଙ୍କର ନାମ ଶାଉଲ। ଶାଉଲ ଜଣେ ସକ୍ସ୍ଟନ୍ଦର ପୁରୁଷ ଥିଲେ। ଶାଉଲ ସମସ୍ତ ଇଶ୍ରାୟେଲୀୟଙ୍କ ମଧିଅରେ ସକ୍ସ୍ଟନ୍ଦର ଥିଲେ ଏବଂ ସେ ସମସ୍ତ ଲୋକଙ୍କ ଅପେକ୍ଷା ସ୍କନ୍ଧରକ୍ସ୍ଟ ଅଧିକ ଉଚ୍ଚ ଥିଲେ।
କିନ୍ତୁ ସଦାପ୍ରଭୁ ଶାମୁୟେଲଙ୍କୁ କହିଲେ, ଇଲୀଯାବ ଡେଙ୍ଗା ଓ ସକ୍ସ୍ଟନ୍ଦର ଅଟନ୍ତି। କିନ୍ତୁ ତୁମ୍ଭେ ଏପରି ଭାବନାହିଁ ମନକ୍ସ୍ଟଷ୍ଯ ଯେପରି ଦେଖେ ସଦାପ୍ରଭୁ ସପରେି ଦେଖନ୍ତି ନାହିଁ। ଲୋକମାନେ ସର୍ବଦା ଉପର ଦେଖନ୍ତି। କିନ୍ତୁ ସଦାପ୍ରଭୁ ତାହାର ଅନ୍ତର ଦେଖନ୍ତି। ଇଲୀଯାବ ଉପୟକ୍ସ୍ଟକ୍ତ ଲୋକ ନକ୍ସ୍ଟହଁ।
ସେ ଗୋଟିଏ ରଥ, ଅଶ୍ବାରୋହୀଗଣ ଓ ସମ୍ମୁଖ ରେ ଦୌଡିବା ପାଇଁ ପଗ୍ଭଶ ଜଣ ଲୋକ ପାଇଲେ। ମାତ୍ର ରାଜା ଦାଉଦ କବେେ ଅଦୋନିଯଙ୍କୁ ଠିକ୍ କରିବାକୁ ଚେଷ୍ଟା କରି ନ ଥିଲେ। ଏପରିକି ସେ ତାଙ୍କୁ ପଚାରିଲେ ନାହିଁ ଯେ କାହିଁକି ସେ ଏହିସବୁ କରୁଥିଲେ?
ତା'ପରେ ଶଯତାନ ସଦାପ୍ରଭୁଙ୍କଠାରୁ ବିଦାଯ ନଇେ ଚାଲିଗଲା। ସେ ଆୟୁବକୁ ୟନ୍ତ୍ରଣାଦାୟକ କ୍ଷତ ଦଲୋ। ଏହି କ୍ଷତଗୁଡ଼ିକ ସମଗ୍ର ଶରୀର ରେ ମୁଣ୍ଡଠାରୁ ପାଦ ପର୍ୟ୍ଯନ୍ତ ଥିଲା।
ଲାବଣ୍ଯ ପ୍ରବଞ୍ଚନା ଜନକ ଓ ସୌନ୍ଦର୍ୟ୍ଯ ଅସାର, ମାତ୍ର ଯେଉଁ ସ୍ତ୍ରୀ ସଦାପ୍ରଭୁଙ୍କୁ ଭୟ କରେ, ସେ ପ୍ରଶଂସିତା ହବେ।
ତୁମ୍ଭମାନଙ୍କର ଆପାଦମସ୍ତକ କ୍ଷତ ବିକ୍ଷତ ଓ ପୂଜ ଘା' ରେ ପରିପୂର୍ଣ୍ଣ। ତୁମ୍ଭମାନେେ ସେ କ୍ଷତର ଯତ୍ନ ନଲେ ନାହିଁ। ତୁମ୍ଭମାନଙ୍କର ସହେି କ୍ଷତଗୁଡ଼ିକ ପରିଷ୍କୃତ ହାଇେ ନାହିଁ କିମ୍ବା ଆବୃତ ହାଇେ ନାହିଁ।
ସମାନଙ୍କେ କଟୀ ରେ ଅଣ୍ଟାବିନ୍ଧା ଥିଲା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା। ସମାନେେ ସମସ୍ତେ କଲଦୀଯ ଦେଶଜାତ ବାବିଲୋନୀଯମାନଙ୍କ ରୂପ ବିଶିଷ୍ଟ ଅଧିପତିଗଣର ତୁଲ୍ଯ ଥିଲେ।
ରେ କପଟୀ ଧର୍ମଶାସ୍ତ୍ରୀମାନେ! ରେ ଫାରୂଶୀମାନେ? ତୁମ୍ଭକୁ ଧିକ୍! ତୁମ୍ଭେ ସବୁ ଧଳା ରଙ୍ଗ ବୋଳା ହାଇେଥିବା ସମାଧି ଭଳି। ଏହି ସମାଧିମାନଙ୍କର ବାହାର ପଟ ସୁନ୍ଦର ଦଖାଯାେଏ। କିନ୍ତୁ ସମାଧି ଭତର ମାଲା ଲୋକର କବଳେ କଙ୍କାଳ ଥାଏ। ସବୁ ପ୍ରକାର ଅପରିଷ୍କାର ଜିନିଷ ତା ଭିତ ରେ ଥାଏ।
ଯେପରି ସମ୍ପୂର୍ଣ୍ଣ ମହିମା(ସୌନ୍ଦର୍ୟ୍ଯ)ର ସହିତ ମଣ୍ଡଳୀକୁ ନିଜଠା ରେ ତାହାଙ୍କ କନ୍ଯା ରୂପେ ଉପସ୍ଥାପିତ କରାଇପାରନ୍ତି, ଏଥିନିମନ୍ତେ ଖ୍ରୀଷ୍ଟ ମୃତ୍ଯୁ ଭୋଗ କଲେ। ମଣ୍ଡଳୀ ମଧିଅରେ ଯେପରି କୌଣସି ମନ୍ଦ କର୍ମ, ପାପ କି ଭୁଲ କାର୍ୟ୍ଯ ଦଖାେ ନ ଯାଏ, ମାତ୍ର ତହା ପବିତ୍ର, ନିଖୁଣ ଓ ନିନ୍ଦାଶୂନ୍ଯ ହାଇପୋ ରେ, ଏଥିପାଇଁ ସେ ଆପଣାର ପ୍ରାଣ ଦେଲେ।