ଏହାପରେ ଜଣେ ଦୂତ ଦାଉଦଙ୍କ ନିକଟକକ୍ସ୍ଟ ଆସି କହିଲା, ଇଶ୍ରାୟେଲ ଲୋକମାନଙ୍କର ମନ ଅବଶା ଲୋମଙ୍କ ଉପରେ ଅଛି।
Cross references
ତାଙ୍କ ମାତାର ଭାଇମାନେ ଶିଖିମର ଲୋକମାନଙ୍କୁ ଏକଥା ଜଣାଇଲା ପରେ ତାଙ୍କ ପକ୍ଷ ରେ ଏସବୁ କଥା କହନ୍ତେ ଅବୀମଲକରେ ପାଶ୍ଚାତ୍ଗାମି ହବୋକକ୍ସ୍ଟ ସମାନେେ ସମ୍ମତି ପ୍ରଦାନ କଲେ। କାରଣ ସମାନେେ କହିଲେ, ଯାହା ହେଲେ ବି ସେ ଆମର ଭାଇ।
ସମସ୍ତ ଲୋକ ଏକଥା ବକ୍ସ୍ଟଝିଲେ, ରାଜା ଯାହା କରୁଛନ୍ତି ସମସ୍ତଙ୍କ ଦୃଷ୍ଟି ରେ ତାହା ଭଲ ଥିଲା ବୋଲି ସମସ୍ତେ ତାହା ହୃଦଯଙ୍ଗମ କଲେ।
ଇଶ୍ରାୟେଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକକ୍ସ୍ଟ ଆସନ୍ତି, ଅବଶା ଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ଯବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇଶ୍ରାୟେଲ ଲୋକମାନଙ୍କର ହୃଦଯକକ୍ସ୍ଟ ଜଯ କଲେ।
ପ୍ରକୃତରେ, ଲୋକମାନେ ସାହାୟ୍ଯ କରିପାରିବେ ନାହିଁ। ତୁମ୍ଭେ ସମାନଙ୍କେ ଉପରେ ଭରସା କରିପାରିବ ନାହିଁ। ଯେତବେେଳେ ସମାନେେ ନିକିତିରେ ଓଜନ ହୁଅନ୍ତି, ସମାନଙ୍କେ ସମସ୍ତଙ୍କୁ ଏକାଠି ପକାଇଲେ ପବନଠାରୁ ହାଲୁକା ହୁଅନ୍ତି।
ଯୀଶୁଙ୍କ ଆଗେ ଆଗେ କେତକେ ଲୋକ ଯାଉଥିଲେ। ତାହାଙ୍କ ପେଛ ପେଛ ମଧ୍ଯ କେତକେ ଲୋକ ଯାଉଥିଲେ। ସେ ସମସ୍ତେ ପାଟି କରି କହୁଥିଲେ:
ତା'ପରେ ପୀଲାତ ସମାନଙ୍କେୁ ପଚ଼ାରିଲେ, ତବେେ ଯେଉଁ ଯୀଶୁଙ୍କୁ ଖ୍ରୀଷ୍ଟ କୁହାୟାଏ ତାହାଙ୍କ ପ୍ରତି ମୁଁ କ'ଣ କରିବି?