Home Bibles ଦିତୀୟ ଶାମୁୟେଲ 15:24 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 15:24 · ଓଡ଼ିଆ ବାଇବେଲ

ସାଦୋକ ଓ ସମସ୍ତ ଲବେୀୟ ପରମେଶ୍ବରଙ୍କ ନିଯମ-ସିନ୍ଦକ୍ସ୍ଟକ ନଇେ ଆସିଲେ। ୟିରକ୍ସ୍ଟଶାଲମ ନଗର ରେ ସମାନେେ ପରମେଶ୍ବରଙ୍କର ପବିତ୍ର ନିଯମ-ସିନ୍ଦକ୍ସ୍ଟକ ସ୍ଥାପନ କଲେ। ସମସ୍ତ ଲୋକ ବାହାର ହାଇେ ଆସିବା ପର୍ୟ୍ଯନ୍ତ ଅବିଯାଥର ପ୍ରାର୍ଥନା କଲେ

Cross references

ଗଣନା ପୁସ୍ତକ 4:15

ଏହି ରୂପେ ଯେତବେେଳେ ଛାଉଣୀ ଅଗ୍ରସର ହବୋ ବେଳେ ହାରୋଣ ଓ ତାଙ୍କର ପୁତ୍ରଗଣ ପବିତ୍ରସ୍ଥାନ ଓ ପବିତ୍ର ସମସ୍ତ ଆସବାବ ଦ୍ରବ୍ଯ ଢାଙ୍କି ଦବେେ। ତାହାପରେ କହାତ ପୁତ୍ରଗଣ ତାହା ବହନ କରିବା ପାଇଁ ଆସିବା ଉଚିତ୍। ସେଥିପାଇଁ ସମାନେେ ନିଶ୍ଚଯ କୌଣସି ପବିତ୍ର ବସ୍ତ୍ର ସ୍ପର୍ଶ କରିବେ ନାହିଁ ନ ହେଲେ ସମାନେ ମୁତ୍ଯୁବରଣ କରିବେ। ପବିତ୍ର ତମ୍ବୁ ରେ ଏହାହିଁ କହାତ ପୁତ୍ରଗଣର କର୍ତ୍ତବ୍ଯ ହବେ।

ଗଣନା ପୁସ୍ତକ 7:9

ମାତ୍ର ସେ କହାତ ସନ୍ତାନଗଣଙ୍କୁ କିଛି ଦେଲେ ନାହିଁ, କାରଣ ସମାନଙ୍କେର ପବିତ୍ର କାର୍ୟ୍ଯ ଥିଲା କାନ୍ଧ ରେ ଜିନିଷ ବହନ କରିବା।

ଯିହୋଶୂୟ 3:3

ନତେୃବର୍ଗଗଣ ଲୋକମାନଙ୍କୁ ନିର୍ଦ୍ଦେଶ ଦେଲେ, ଯେ ତବେଳେ ଲବେୀୟ ଯାଜକମାନେ ସଦାପ୍ରଭୁ ତୁମ୍ଭମାନଙ୍କ ପରମେଶ୍ବରଙ୍କର ନିଯମ ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଯିବେ, ତୁମ୍ଭମାନେେ ସମସ୍ତେ ସମାନଙ୍କେୁ ଅନକ୍ସ୍ଟସରଣ କରିବା ଉଚିତ୍।

ଯିହୋଶୂୟ 3:6

ତା'ପରେ ୟିହୋଶୂଯ ଯାଜକମାନଙ୍କୁ କହିଲେ, ନିଯମ ସିନ୍ଦକ୍ସ୍ଟକ ଉଠାଅ ଏବଂ ଲୋକମାନଙ୍କର ସମ୍ମକ୍ସ୍ଟଖ ରେ ନଦୀ ମଧିଅରେ ଏହା ବହି ନିଅ। ତେଣୁ ଯାଜକମାନେ ନିଯମ ସିନ୍ଦକ୍ସ୍ଟକ ବହନ କରି ଲୋକମାନଙ୍କର ଆଗେ ଆଗେ ଚାଲିଲେ।

ଯିହୋଶୂୟ 3:15

ଯଦିଓ ଶସ୍ଯ ଅମଳ ସମୟରେ ୟର୍ଦ୍ଦନ ନଦୀ ସର୍ବଦା କୂଳ ଲଙ୍ଘନ କରୁଥାଏ, ଯାଜକମାନେ ନଦୀ ଶର୍ୟ୍ଯା ରେ ପ୍ରବେଶ କଲା ମାତ୍ ରେ ହଠାତ୍ ତା'ର ପ୍ରବାହ ବନ୍ଦ ହାଇଗେଲା।

ଯିହୋଶୂୟ 4:16

ତୁମ୍ଭେ ଯାଜକମାନଙ୍କୁ ନିର୍ଦ୍ଦେଶ ଦିଅ ୟର୍ଦ୍ଦନ ନଦୀ ମଧ୍ଯରକ୍ସ୍ଟ ବାହାରକକ୍ସ୍ଟ ଆସିବା ପାଇଁ।

ଯିହୋଶୂୟ 6:4

ସାତାଟେି ମଷେଶିଙ୍ଗା ସହିତ ସାତଜଣ ଯାଜକ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖକକ୍ସ୍ଟ ଯିବେ। ଆଉ ସଲ୍ଗମ ଦିନ ରେ ତୁମ୍ଭମାନେେ ସାତଥର ନଗର ପ୍ରଦକ୍ଷିଣ କରବା ଉଚିତ୍ ଓ ଯାଜକମାନେ ମଷେର ଶିଙ୍ଗା ବଜାଇବା ଉଚିତ୍।

ଯିହୋଶୂୟ 6:6

ତେଣୁ ନୂନର ପକ୍ସ୍ଟତ୍ର ଯିହାଶୂେୟ ସମସ୍ତ ଯାଜକମାନଙ୍କୁ ଏକତ୍ରୀତ କଲେ। ଯିହାଶୂେୟ ସମାନଙ୍କେୁ କହିଲେ, ତୁମ୍ଭମାନେେ ପବିତ୍ର ନିଯମ ସିନ୍ଦକ୍ସ୍ଟକ ଆଣ ଓ ସାତଜଣ ଯାଜକ ସଦାପ୍ରଭୁଙ୍କର ପବିତ୍ର ସିନ୍ଦକ୍ସ୍ଟକ ଆଗ ରେ ମଷେଶିଙ୍ଗା ବଜାଇବେ।

ପ୍ରଥମ ଶାମୁୟେଲ 4:3

ତା'ପରେ ଇଶ୍ରାୟେଲୀୟ ସୈନ୍ଯଗଣ ଛାଉଣୀ ନିକଟକକ୍ସ୍ଟ ଫରେି ଆସିଲେ। ତା'ପରେ ପ୍ରାଚୀନଗଣ ପଚାରିଲେ, ସଦାପ୍ରଭୁ କାହିଁକି ଇଶ୍ରାୟେଲୀମାନଙ୍କୁ ପଲେଷ୍ଟୀୟମାନଙ୍କ ଦ୍ବାରା ପରାସ୍ତ କଲେ? ଆସ, ଆମ୍ଭମାନେେ ଶିଲୋଠାରକ୍ସ୍ଟ ସଦାପ୍ରଭୁଙ୍କର ନିଯମ-ସିନ୍ଦକ୍ସ୍ଟକକକ୍ସ୍ଟ ଆଣିବା। ଏହିପରି ଭାବରେ, ସେ ଆମ୍ଭମାନଙ୍କ ସହିତ ଆସିବେ ଓ ଆମ୍ଭମାନଙ୍କୁ ଶତୃମାନଙ୍କଠାରକ୍ସ୍ଟ ରକ୍ଷା କରିବେ।

ପ୍ରଥମ ଶାମୁୟେଲ 4:11

ପକ୍ସ୍ଟଣି ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରିଲେ। ଆଉ ଏଲିଙ୍କର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନ ଓ ପୀନହସ୍ ହତ ହେଲେ।

ପ୍ରଥମ ଶାମୁୟେଲ 22:20

କିନ୍ତୁ ଅହିଟୂବର ପକ୍ସ୍ଟତ୍ର ଅହୀମଲକରେ ପକ୍ସ୍ଟତ୍ରମାନଙ୍କ ମଧ୍ଯରକ୍ସ୍ଟ ଅବିଯାଥର ନାମ ରେ ଜଣେ ରକ୍ଷା ପାଇ ଦାଉଦଙ୍କ ଆଡକକ୍ସ୍ଟ ପଳାଇଲା।

ଦିତୀୟ ଶାମୁୟେଲ 6:13

ଯେଉଁ ଲୋକମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହିଥିଲେ ସମାନେେ ଛଅ ପାହକ୍ସ୍ଟଣ୍ତ ଆସିଲା ପରେ ସଠାେରେ ଅଟକିଲେ ଓ ଦାଉଦ ସଠାେରେ ଏକ ଗୋରୁ ବଳି ଦେଲେ ଓ ଏକ ମାଟୋ ବାଛକ୍ସ୍ଟରୀ ମଧ୍ଯ ବଳି ଦେଲେ।

ଦିତୀୟ ଶାମୁୟେଲ 8:17

ଅହୀଟକ୍ସ୍ଟବର ପକ୍ସ୍ଟତ୍ର ସାଦୋକ୍ ଓ ଅବିଯାଥରର ପକ୍ସ୍ଟତ୍ର ଅହୀମଲକେ ଯାଜକ ଥିଲେ। ସରାଯ ଲେଖକ ଥିଲେ।

ଦିତୀୟ ଶାମୁୟେଲ 15:27

ରାଜା ଯାଜକ ସାଦୋକକକ୍ସ୍ଟ କହିଲେ, ତୁମ୍ଭେ ଜଣେ ସିଦ୍ଧ ପୁରୁଷ। ତୁମ୍ଭେ ଓ ତକ୍ସ୍ଟମ୍ଭ ସହିତ ତୁମ୍ଭର ପକ୍ସ୍ଟତ୍ର ଅହୀମାସ୍ ଓ ଅବିଯାଥରର ପକ୍ସ୍ଟତ୍ର ଯୋନାଥନ ନିରାପଦ ରେ ନଗରକକ୍ସ୍ଟ ଫରେିୟାଅ।

ଦିତୀୟ ଶାମୁୟେଲ 15:35

ସଠାେରେ ତକ୍ସ୍ଟମ୍ଭ ସହିତ ଯାଜକ ସାଦୋକ ଓ ଅବିଯାଥର ଅଛନ୍ତି। ଏଣୁ ତୁମ୍ଭେ ରାଜଗୃହରକ୍ସ୍ଟ ଯାହା ସବୁ ଶକ୍ସ୍ଟଣିବ, ତାହା ସାଦୋକ ଓ ଅବିଯାଥର ଯାଜକକକ୍ସ୍ଟ ଜଣାଇବ।

ଦିତୀୟ ଶାମୁୟେଲ 20:25

ଶିବା ଥିଲା ଲେଖକ, ପକ୍ସ୍ଟଣି ସାଦୋକ୍ ଓ ଅବିଯାଥର ଯାଜକ ଥିଲେ।

ପ୍ରଥମ ରାଜାବଳୀ 1:8

ମାତ୍ର ସାଦୋକ ଯାଜକ, ଯିହାୟୋଦାରଦାର ପୁତ୍ର ବନାଯ, ନାଥନ ଭବିଷ୍ଯଦ୍ବକ୍ତା, ଶିମିଯି, ରଯେି ଓ ଦାଉଦଙ୍କର ସ୍ବତନ୍ତ୍ର ପ୍ରହପୀଗଣ ଅଦୋନିଯଙ୍କୁ ସମର୍ଥନ କରି ନ ଥିଲେ। ସମାନେେ ଦାଉଦଙ୍କର ବିଶ୍ବସ୍ତ ଥିଲେ।

ପ୍ରଥମ ରାଜାବଳୀ 2:26

ତା'ପରେ ରାଜା ଯାଜକ ଅବିଯାଥରକୁ କହିଲେ, ତୁମ୍ଭେ ଅନାେଥାତ ସ୍ଥିତ ତୁମ୍ଭର ଗୃହକୁ ୟାଅ। କାରଣ ତୁମ୍ଭେ ଯଦିଓ ମୃତ୍ଯୁ ଯୋଗ୍ଯ, ମୁଁ ତୁମ୍ଭକୁ ବର୍ତ୍ତମାନ ବଧ କରିବାକୁ ଯାଉନାହିଁ, କାରଣ ତୁମ୍ଭେ ମାରେ ପିତା ଦାଉଦଙ୍କ ସମ୍ମୁଖ ରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହନ କରିଥିଲ ଓ ତୁମ୍ଭେ ମାେ ପିତାଙ୍କର କଠିନ ସମୟରେ ସହେି ପ୍ରକାର ବିପଦଗୁଡିକରେ ଭାଗୀ ହାଇେଥିଲା।

ପ୍ରଥମ ରାଜାବଳୀ 2:35

ପୁଣି ରାଜା ତାହାର ସ୍ଥାନ ରେ ଯିହାୟୋଦାର ପୁତ୍ର ବନାଯକୁ ସନୋପତି ପଦ ରେ ନିୟୁକ୍ତ କଲେ ଓ ଅବିଯାଥର ପଦ ରେ ସାଦୋକକୁ ଯାଜକ କରି ନିୟୁକ୍ତ କଲେ।

ପ୍ରଥମ ରାଜାବଳୀ 4:2

ଏହିମାନେ ଥିଲେ ତାଙ୍କର ଅଧିପତି ଯେ କି ତାଙ୍କୁ ରାଜ୍ଯ ଶାସନ ରେ ସାହାୟ୍ଯ କରୁଥିଲେ। ସମାନେେ ସାଦୋକର ପୁତ୍ର ଯାଜକ ଅସରିଯ ପୁତ୍ରଗଣ ଥିଲେ।

ପ୍ରଥମ ବଂଶାବଳୀ 6:8

ଅହୀଟୂବ୍ ସାଦୋକ୍ଙ୍କ ପିତା ଥିଲେ। ସାଦୋକ୍ ଅହୀମାସ୍ଙ୍କ ପିତା ଥିଲେ।

ପ୍ରଥମ ବଂଶାବଳୀ 15:2

ଏହାପରେ ଦାଉଦ କହିଲେ, କବଳେ ଲବେୀୟମାନେ ନିଯମସିନ୍ଦୁକକୁ ବହି ନଇେ ପାରିବେ। କାରଣ ସଦାପ୍ରଭୁ ସମାନଙ୍କେୁ ନିଯମସିନ୍ଦୁକ ବହିନବୋ ନିମନ୍ତେ ଓ ଚିରକାଳ ତାଙ୍କର ସବୋ କରିବା ନିମନ୍ତେ ମନୋନୀତ କରିଅଛନ୍ତି।

ଯିହିଜିକଲ 48:11

ତାହା ସାଦୋକର ସନ୍ତାନଗଣ ମଧ୍ଯରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହବେ। ଯେଉଁମାନେ ମାେତେ ବିଶ୍ବସ୍ତ ଭାବରେ ସବୋ କରିଛନ୍ତି, କାରଣ ସମାନେେ ଆମର ରକ୍ଷଣୀଯ। ଇଶ୍ରାୟେଲର ପରିବାରବର୍ଗ ବିପଥଗାମୀ ହବୋ ସମୟର ଲବେୀୟମାନେ ଯେପରି ବିପଥଗାମୀ ହେଲେ, ସମାନେେ ସପରେି ବିପଥଗାମୀ ହେଲେ ନାହିଁ।

Interlinear

Choose Theme