Home Bibles ☰ Books ଦିତୀୟ ଶାମୁୟେଲ 15:4 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 15:4 · ଓଡ଼ିଆ ବାଇବେଲ

ଅବଶା ଲୋମ କ ହେ, ଆଃ, ମୁ ଯଦି ଦେଶର ବିଗ୍ଭର କର୍ତ୍ତାରୂପେ ନିୟକ୍ସ୍ଟକ୍ତି ହକ୍ସ୍ଟଅନ୍ତି ଏବଂ ଯଦି କୌଣସି ଲୋକ ମାେ ପାଖକକ୍ସ୍ଟ ତା'ର ସମସ୍ଯା କହିବାକକ୍ସ୍ଟ ଆସିଥାନ୍ତି, ତାହା ହେଲ ମୁ ତାକକ୍ସ୍ଟ ସାହାୟ୍ଯ କରିଥାନ୍ତି ଓ ଯଥାର୍ଥ ଶାସନ ଦଇେଥାନ୍ତି।

Cross references

ବିଚାରକର୍ତାମାନଙ୍କ ବିବରଣ 9:1

ଅବୀମଲେକ୍ ଥିଲା ୟିରକ୍ସ୍ଟଦ୍ଦାଲର ପକ୍ସ୍ଟତ୍ର। ଶିଖିମ ରେ ଥିବା ନିଜର ମାମୁ ମାନଙ୍କୁ ଦେଖିବାକକ୍ସ୍ଟ ଗଲା। ସେ ତାଙ୍କର ମାମୁ ମାନଙ୍କୁ ଏବଂ ତା'ର ମାଆର ସମସ୍ତ ପରିବାରକକ୍ସ୍ଟ କହିଲା।

ବିଚାରକର୍ତାମାନଙ୍କ ବିବରଣ 9:29

ତୁମ୍ଭେ ଯଦି ମାେତେ ତୁମ୍ଭର ଆଦେଶକାରୀ କର, ମୁ ଅବୀମଲକଠାେରକ୍ସ୍ଟ ମକ୍ସ୍ଟକ୍ତି ପାଇୟାନ୍ତି। ମୁ ତାଙ୍କୁ କହନ୍ତି, 'ତକ୍ସ୍ଟମେ ତୁମ୍ଭର ସୈନ୍ଯକକ୍ସ୍ଟ ପ୍ରସ୍ତକ୍ସ୍ଟତ କର ଏବଂ ୟକ୍ସ୍ଟଦ୍ଧ କରିବାକୁ ବାହାରି ଆସ। '

ହିତୋପଦେଶ 25:6

ରାଜାର ଛାମୁ ରେ ଆପଣାର ବଡ଼ିମା କର ନାହିଁ। ପ୍ରଧାନ ଲୋକଙ୍କ ସମୂହ ରେ ନିଜର ସ୍ଥାନ ପାଇଁ ଦାବି କର ନାହିଁ।

ହିତୋପଦେଶ 27:2

ନିଜକୁ ପ୍ରଶଂସା କର ନାହିଁ, ଅନ୍ୟମାନେ ତୁମ୍ଭକୁ ପ୍ରଶଂସା କରନ୍ତୁ।

ଲୂକଲିଖିତ ସୁସମାଚାର 14:8

ଯଦି ଜଣେ ତୁମ୍ଭକୁ ବିବାହଉତ୍ସବ ରେ ନିମନ୍ତ୍ରଣ କରୁଛି, ତବେେ ସବୁଠାରୁ ମୁଖ୍ଯ ଆସନ ରେ ବସନାହିଁ। କାରଣ ସହେି ଲୋକଟି ତୁମ୍ଭଠାରୁ ଅଧିକ ମହାନ ଲୋକକୁ ମଧ୍ଯ ଡାକି ଥାଇପା ରେ।

ପିତରଙ୍କ ଦିତୀୟ ପତ୍ର 2:19

ଏହି ଭଣ୍ଡ ଶିକ୍ଷକମାନେ ସହେି ଲୋକମାନଙ୍କୁ ମୁକ୍ତିର ପ୍ରତିଜ୍ଞା ଦିଅନ୍ତି। ମାତ୍ର ଏହି ଭଣ୍ଡ ଶିକ୍ଷକମାନେ ନିଜେ ମୁକ୍ତି ପାଇ ନାହାଁନ୍ତି। ସମାନେେ ନିଜେ ବିନଷ୍ଟ ବିଷୟର ଦାସ ଅଟନ୍ତି। ଜଣେ ବ୍ଯକ୍ତି ଯାହା ଦ୍ବାରା ନିୟନ୍ତ୍ରିତ ହୁଏ, ସେ ସେଥିର ଦାସ ଅଟେ।

Interlinear

Choose Theme