ଇଶ୍ରାୟେଲୀୟ ଯେତେ ଲୋକ ବିଗ୍ଭର ପାଇଁ ରାଜାଙ୍କ ନିକଟକକ୍ସ୍ଟ ଆସନ୍ତି, ଅବଶା ଲୋମ ସେ ସମସ୍ତଙ୍କ ପ୍ରତି ଏହି ପ୍ରକାର ବ୍ଯବହାର ପ୍ରଦର୍ଶନ କରନ୍ତି। ଏହିପରି ଭାବରେ ସେ ଇଶ୍ରାୟେଲ ଲୋକମାନଙ୍କର ହୃଦଯକକ୍ସ୍ଟ ଜଯ କଲେ।
Cross references
ଜଣେ ଦୁଷ୍ଟ ମନୁଷ୍ଯ ତା'ର କୁବାକ୍ଯଗୁଡ଼ିକରେ ତା'ର କୁମୁଖ ରେ ପ୍ରତିବେଶୀକୁ ନାଶ କରେ। କିନ୍ତୁ ଧାର୍ମିକ ଲୋକମାନେ ସମାନଙ୍କେର ଜ୍ଞାନର ସହିତ ସମାନଙ୍କେୁ ରକ୍ଷା କରନ୍ତି।
ମୁଁ ଦେଖିପାରୁଛି ଯେ, ପୃଥିବୀ ରେ ସୂର୍ୟ୍ଯତଳେ ଯେଉଁ ସମସ୍ତ ଲୋକମାନେ ବାସ କରୁଛନ୍ତି ଓ ୟାତାଯତ କରୁଛନ୍ତି, ସମାନେେ ପରବର୍ତ୍ତୀ ୟୁବକକୁ ଅନୁସରଣ କଲେ, ୟିଏକି ତା'ର ସାଙ୍ଗ, ତାଙ୍କର ସ୍ଥାନ ନବେେ।
ଜଣେ ନିଷ୍ଠୁର ଓ ଘୃଣ୍ଯ ବ୍ଯକ୍ତି ତାଙ୍କ ପ ରେ ରାଜ୍ଯ ପ୍ରାପ୍ତ ହବେ। ମାତ୍ର ସେ ନିରାପଦ ସମୟରେ ଆସିବ ଓ ଗ୍ଭଟବାକ୍ଯଦ୍ବାରା ରାଜ୍ଯ ପାଇବ।
ଏହି ଲୋକମାନଙ୍କ ଠାରୁ ଦୂର ରେ ରୁହ। ଏଭଳି ଲୋକେ ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ସବୋ ନକରି କବଳେ ନିଜ ସୁଖ ରେ ମାତି ଥାନ୍ତି। ସମାନେେ ଆକର୍ଷଣୀୟ ଓ ସୁନ୍ଦର କଥା କହି ଲୋକମାନଙ୍କୁ ବୋକା କରନ୍ତି ଓ ଯେଉଁ ମାନେ ମନ୍ଦ ବିଷୟ ରେ ଜାଣି ନାହାଁନ୍ତି, ସମାନଙ୍କେୁ ଭୁଲାନ୍ତି।
ସହେି ଭଣ୍ଡ ଶିକ୍ଷକମାନେ କବଳେ ତୁମ୍ଭର ଧନ ଚାହାଁନ୍ତି। ସମାନେେ ଖାଲି ମିଛ କଥା କହି ତୁମ୍ଭର ମନ ନବେେ। ଏହି ଭଣ୍ଡ ଶିକ୍ଷକଙ୍କର ନ୍ଯାୟ ବିଚାର ବହୁ ପୂର୍ବରୁ ପ୍ରସ୍ତୁତ ହାଇେ ରହିଛି। ପରମେଶ୍ବର ସମାନଙ୍କେୁ ନଷ୍ଟ କରି ଦବେେ। ସମାନେେ ତାହାଙ୍କଠାରୁ ରକ୍ଷା ପାଇବେ ନାହିଁ।