Home Bibles ଦିତୀୟ ଶାମୁୟେଲ 16:12 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 16:12 · ଓଡ଼ିଆ ବାଇବେଲ

ଏହା ହାଇପୋ ରେ ଯେ, ସଦାପ୍ରଭୁ ମାେ ପ୍ରତି ଅନ୍ଯାଯ ହେଉଥିବାର ଦେଖିବେ ଏବଂ ଶିମିଯିର ଅଭିଶାପ ବଦଳ ରେ ସେ ମାେତେ ଆଶୀର୍ବାଦ କରିବେ।

Cross references

ଆଦି ପୁସ୍ତକ 29:32

ଲୟୋ ଏକ ପୁତ୍ର ସନ୍ତାନ ଜନ୍ମ ଦେଲେ। ସେ ତାହାର ନାମ ରୁବନ୍େ ଦେଲେ। ଲୟୋ ତାଙ୍କର ଏପରି ନାମ ଦେଲେ କାରଣ ସେ କହିଲେ, ସଦାପ୍ରଭୁ ମାରେ ଦୁଃଖ ଦେଖି ଅଛନ୍ତି। ମାରେ ସ୍ବାମୀ ମାେତେ ଭଲ ପାଇବେ।

ଯାତ୍ରା ପୁସ୍ତକ 2:24

ପରମେଶ୍ବର ସମାନଙ୍କେର ଆତୁର ଡାକ ଶୁଣିଲେ। ଅବ୍ରହାମ, ଇସ୍ହାକ ଓ ଯାକୁବଙ୍କ ସହିତ କରିଥିବା ଆପଣା ନିଯମ ସ୍ମରଣ କଲେ।

ଯାତ୍ରା ପୁସ୍ତକ 3:7

ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।

ଦିତୀୟ ବିବରଣ 23:5

ତଥାପି ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ବିଲିଯମର କଥା ଶୁଣିବାକୁ ସମ୍ମତ ହେଲେ ନାହିଁ। ମାତ୍ର ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବର ତୁମ୍ଭକୁ ପ୍ ରମେ କରିବାରକ୍ସ୍ଟ ସହେି ଶାପକକ୍ସ୍ଟ ଲେଉଟାଇ ଆଶୀର୍ବାଦ କଲେ।

ଦିତୀୟ ବିବରଣ 23:6

ତୁମ୍ଭେ ଜାବଜ୍ଜୀବନ ଅନନ୍ତକାଳ ପର୍ୟ୍ଯନ୍ତ ଅେମ୍ମାନୀୟ ଓ ମାୟୋବୀଯ ସନ୍ତାନମାନଙ୍କ ଶାନ୍ତି ଓ ମଙ୍ଗଳ ଲୋଡିବ ନାହିଁ।

ପ୍ରଥମ ଶାମୁୟେଲ 1:11

ସେ ଏହା କହି ପରମେଶ୍ବରଙ୍କ ନିକଟରେ ପ୍ରତିଜ୍ଞା କଲା, ସର୍ବଶକ୍ତିମାନ ସଦାପ୍ରଭୁ ଯଦି ତୁମ୍ଭେ ଦେଖକ୍ସ୍ଟଥାଅ ମୁ କେତେ ଦକ୍ସ୍ଟଃଖି, ଯଦି ତୁମ୍ଭେ ତୁମ୍ଭର ସବେକକକ୍ସ୍ଟ ମନେ ରଖିଥାଅ, ତବେେ ମାେତେ ଏକ ପକ୍ସ୍ଟତ୍ର ଦିଅ। ତା' ହେଲେ ମୁ ସହେି ପକ୍ସ୍ଟତ୍ରଟିକକ୍ସ୍ଟ ସଦାପ୍ରଭୁଙ୍କଠା ରେ ଉତ୍ସର୍ଗ କରିବି। ସେ ତା'ର ଜୀବନସାରା ତୁମ୍ଭର ସବୋ କରିବ। ସେ ଦ୍ରାକ୍ଷାରସ ଏବଂ ସକ୍ସ୍ଟରା ନାସରୀଯ ତକ୍ସ୍ଟଲ୍ଯ ପିଇବ ନାହିଁ ଏବଂ ତା'ର ବାଳ କାଟିବାପାଇଁ କୌଣସି କ୍ଷକ୍ସ୍ଟର ତା'ର ମକ୍ସ୍ଟଣ୍ତ ରେ ସ୍ପର୍ଶ କରିବ ନାହିଁ।

ଗୀତସଂହିତା 10:14

ହେ ସଦାପ୍ରଭୁ, ନିଶ୍ଚଯ ତୁମ୍ଭେ ସହେି ନଷ୍ଠୁର ଲୋକମାନଙ୍କ କାର୍ୟ୍ଯ ଦେଖୁଅଛ। ଥରେ ସହେି ମନ୍ଦକାର୍ୟ୍ଯକୁ ଚାହଁ, ଓ କିଛି କର। ଯେଉଁମାନେ ବିପଦରେ ପଡ଼ନ୍ତି, ନିଶ୍ଚଯ ତୁମ୍ଭ ନିକଟକୁ ସାହାୟ୍ଯ ପାଇଁ ଆସନ୍ତି। ହେ ସଦାପ୍ରଭୁ ତୁମ୍ଭେ ହେଉଛ ଏକମାତ୍ର, ୟିଏକି ସହେି ପିତୃହୀନ ମାନଙ୍କୁ ସାହାୟ୍ଯ କରିପାର।

ଗୀତସଂହିତା 25:18

ହେ ସଦାପ୍ରଭୁ ମାରେ ଦୁଃଖ ଓ କ୍ଲେଶ ପ୍ରତି ଦୃଷ୍ଟିପାତ କର। ମୁଁ ଯେଉଁ ପାପ କରିଛି, ସେଥିଲାଗି ମାେତେ କ୍ଷମା କର।

ଗୀତସଂହିତା 109:28

ସହେି ମନ୍ଦ ଲୋକମାନେ ମାେତେ ଅଭିଶାପ ଦିଅନ୍ତି। କିନ୍ତୁ ହେ ସଦାପ୍ରଭୁ, ତୁମ୍ଭେ ମାେତେ ଆଶୀର୍ବାଦ କରିବ। ଯେତବେେଳେ ସମାନେେ ମାେ ବିରୁଦ୍ଧରେ ଆକ୍ରମଣ କରିବେ, ସମାନେେ ଅପମାନିତ ହବେେ। ଏହାପରେ ମୁଁ ତୁମ୍ଭର ଦାସ, ଖୁସି ହବେି।

ଯିଶାଇୟ 27:7

ସଦାପ୍ରଭୁ କିପରି ତାଙ୍କ ଲୋକମାନଙ୍କୁ ଶାସ୍ତି ଦବେେ। ଯେପରି ଲୋକମାନଙ୍କୁ ଅତୀତ ରେ ଶତ୍ରୁଗଣ ପ୍ରହାର କରନ୍ତି ସଦାପ୍ରଭୁ ସହେିପରି ପ୍ରହାର କରିବେ। ସମାନେେ ଯେପରି ବହୁ ଲୋକଙ୍କୁ ନିହତ କରିଥିଲେ ସହେିପରି ସଦାପ୍ରଭୁ ନିହତ କରିବେ।

ଯୋୟେଲ 2:14

କିଏ ଜାଣେ ସଦାପ୍ରଭୁ ତାଙ୍କର ହୃଦଯ ପରିବର୍ତ୍ତନ କରିବେ, ଏବଂ ତୁମ୍ଭମାନଙ୍କ ପାଇଁ ଆଶୀର୍ବାଦ ରଖିଯିବେ। ତା'ପ ରେ ତୁମ୍ଭମାନେେ ତୁମ୍ଭ ପ୍ରିଯ ସଦାପ୍ରଭୁ ପରମେଶ୍ବରଙ୍କୁ ଭକ୍ଷ୍ଯ ନବୈେଦ୍ଯ ଓ ପଯେ ନବୈେଦ୍ଯ ଦଇେ ପାରିବ।

ମାଥିଉଲିଖିତ ସୁସମାଚାର 5:11

ତୁମ୍ଭମାନେେ ମାରେ ଅନୁଗାମୀ ହାଇେଥିବା ୟୋଗୁଁ ଲୋକେ ତୁମ୍ଭମାନଙ୍କୁ ଅପମାନ ଦବେେ, ତୁମ୍ଭମାନଙ୍କୁ ଯାତନା ଦବେେ ଓ ତୁମ୍ଭମାନଙ୍କ ବିରୁଦ୍ଧ ରେ ମିଛ ରେ ନାନା କଥା କହିବେ। କିନ୍ତୁ ତୁମ୍ଭମାନେେ ଧନ୍ଯ।

ରୋମୀୟଙ୍କ ପ୍ରତି ପତ୍ର 8:28

ଆମ୍ଭେ ଜାଣୁ ଯେ, ଯେଉଁ ମାନେ ତାହାଙ୍କୁ ପ୍ ରମେ କରନ୍ତି ସମାନଙ୍କେ ପାଇଁ ପରମେଶ୍ବର ପ୍ରତକେ ବିଷୟ ରେ ମଙ୍ଗଳ ଜନ୍ମାନ୍ତି।ପରମେଶ୍ବର ଏହି ଲୋକମାନଙ୍କୁ ବାଛିଛନ୍ତି, କାରଣ ଏହାହିଁ ତାଙ୍କର ଯୋଜନା ଥିଲା।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 4:17

ବର୍ତ୍ତମାନ ଆମ୍ଭେ ସମ୍ମୁଖୀନ ହେଉଥିବା େଛାଟ େଛାଟ କ୍ଷଣିକ ଅସୁବିଧାଗୁଡ଼ିକ ଆମ୍ଭ ପାଇଁ ଏକ ଅତୁଳନୀୟ, ଉତ୍କୃଷ୍ଟ ଓ ଅନନ୍ତ ମହିମା ଉତ୍ପନ୍ନ କରୁଛି। ଏହି ଅତୁଳନୀୟ ମହିମା ଅସୁବିଧାଗୁଡ଼ିକ ତୁଳନା ରେ ଅତି ମହାନ୍।

ଥେସଲନୀକୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 1:7

ଦୁଃଖ ପାଇଥିବା ତୁମ୍ଭ ସମସ୍ତଙ୍କୁ ପରମେଶ୍ବର ଶାନ୍ତି ପ୍ରଦାନ କରିବେ। ସେ ଆମ୍ଭକୁ ମଧ୍ଯ ଶାନ୍ତି ଦବେେ। ଯେତବେେଳେ ପ୍ରଭୁ ଯୀଶୁ ନିଜର ଶକ୍ତିଶାଳୀ ସ୍ବର୍ଗଦୂତମାନଙ୍କ ସହିତ ସ୍ବର୍ଗରୁ ଆସିବେ, ସେତବେେଳେ ପରମେଶ୍ବର ଆମ୍ଭର ଦୁଃଖ ଉପଶମ କରି ଦବେେ।

ଏବ୍ରୀ 12:10

ଆମ୍ଭର ପୃଥିବୀର ପିତାମାନେ ଆମ୍ଭକୁ ଅଳ୍ପ ସମୟ ଧରି ଦଣ୍ଡ ଦେଲେ। ସମାନେେ ଯେପରି ଭଲ ଭାବିଲେ, ସହେିପରି ଦଣ୍ଡ ଦେଲେ। କିନ୍ତୁ ପରମେଶ୍ବର, ତାହାଙ୍କ ନିଜଭଳି ଆମ୍ଭକୁ ପବିତ୍ର ହବୋପାଇଁ ସାହାୟ୍ଯ କରିବା ନିମନ୍ତେ ଆମ୍ଭକୁ ଦଣ୍ଡ ଦିଅନ୍ତି।

ପିତରଙ୍କ ପ୍ରଥମ ପତ୍ 4:12

ମାେ ମିତ୍ରଗଣ, ତୁମ୍ଭମାନେେ ବର୍ତ୍ତମାନର ଦୁଃଖ ସହୁଥିବାରୁ ଆଶ୍ଚର୍ୟ୍ଯ ମନକରେ ନାହିଁ। ଏହି ଦୁଃଖ ଭୋଗ ତୁମ୍ଭମାନଙ୍କର ବିଶ୍ବାସ ପରୀକ୍ଷା କରୁଛି। ଭାବ ନାହିଁ ଯେ ତୁମ୍ଭ ପ୍ରତି କିଛି ଆଶ୍ଚର୍ୟ୍ଯ କଥା ଘଟୁଛି।

Interlinear

Choose Theme