Home Bibles ଦିତୀୟ ଶାମୁୟେଲ 18:10 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 18:10 · ଓଡ଼ିଆ ବାଇବେଲ

ସହେି ସମୟରେ ଜଣେ ଲୋକ ତାହା ଦେଖି ଯୋୟାବକକ୍ସ୍ଟ ଜଣାଇ ଦଲୋ, ମୁ ଅବଶା ଲୋମକକ୍ସ୍ଟ ଆଲୋନ ବୃକ୍ଷ ରେ ଟଙ୍ଗା ହାଇେଥିବାର ଦେଖିଲି।

Cross references

ଦିତୀୟ ଶାମୁୟେଲ 21:6

ତାହାରି ସନ୍ତାନମାନଙ୍କ ମଧ୍ଯରକ୍ସ୍ଟ ସାତଜଣ ପୁରୁଷ ଆମ୍ଭମାନଙ୍କ ହସ୍ତ ରେ ସମର୍ପିତ ହକ୍ସ୍ଟଅନ୍ତକ୍ସ୍ଟ। ତହିଁରେ ଆମ୍ଭମାନେେ ସଦାପ୍ରଭୁଙ୍କ ମନୋନୀତ ଶାଉଲର ଗିବିଯୋନ ରେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ସମାନଙ୍କେୁ ଟଙ୍ଗାଇ ଦବୋ।

ଆୟୁବ ପୁସ୍ତକ 31:3

ପରମେଶ୍ବର ଦୁଷ୍ଟ ଲୋକଙ୍କ ପ୍ରତି ବିପଦ ଓ ଦୁର୍ଗତି ସୃଷ୍ଟି କରନ୍ତି। ଯେଉଁ ଲୋକମାନେ ଭଲ କାମ ନ କରନ୍ତି ସମାନଙ୍କେ ପ୍ରତି ପରମେଶ୍ବର ବିପତ୍ତି ସୃଷ୍ଟି କରନ୍ତି।

ଗାଲାତୀୟଙ୍କ ପ୍ରତି ପତ୍ର 3:13

ଖ୍ରୀଷ୍ଟ ଆମ୍ଭ ନିମନ୍ତେ ଅଭିଶାପ ନିଜେ ଗ୍ରହଣ କଲେ ଏବଂ ଆମ୍ଭକୁ ବ୍ଯବସ୍ଥାର ଅଭିଶାପରୁ ମୁକ୍ତ କଲେ। ଶାସ୍ତ୍ର କୁ ହେ: ଯେଉଁ ଲୋକର ଶରୀରକୁ ଗଛ ରେ ଟାଙ୍ଗି ଦିଆ ଯାଏ,276 ସେ ଲୋକଟି ଅଭିଶାପଗ୍ରସ୍ତ।277

Interlinear

Choose Theme