Home Bibles ଦିତୀୟ ଶାମୁୟେଲ 18:11 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 18:11 · ଓଡ଼ିଆ ବାଇବେଲ

ଯୋୟାବ ସେ ଲୋକକୁ କହିଲେ, ଦେଖ, ତୁମ୍ଭେ ଏସବୁ ଦେଖିଲ ମାତ୍ର ତୁମ୍ଭେ କାହିଁକି ତାକକ୍ସ୍ଟ ମାରି ଭୂମିରେ ପକାଇ ନ ଦଲେ? ତାହା କରିଥିଲେ ମୁ ତୁମ୍ଭକୁ ଦଶ ଖଣ୍ତ ରୂପା ଓ ଏକ କଟିବନ୍ଧନ ଦଇେଥାନ୍ତି।

Cross references

ଦିତୀୟ ଶାମୁୟେଲ 19:13

ପକ୍ସ୍ଟଣି ତୁମ୍ଲଭ ୟାଅ ଅମାସାକକ୍ସ୍ଟ କକ୍ସ୍ଟହ, 'ତୁମ୍ଲଭସହଉଛସମାର ପରିବାର ଅଂଶ ସଦସ୍ଯ, ଯଦି ମୁସଯାୟାବଙ୍କ ସ୍ଥାନସର ତୁମ୍ଭକୁସସନାପତି ନ କଲର ପରଲମଶ୍ବରସମାଲତ ଦଣ୍ତସଦଲବ।'

ଗୀତସଂହିତା 143:3

ଶତ୍ରୁଗଣ ମାେ ପଛରେ ଗୋଡ଼ାଉଛନ୍ତି। ସମାନେେ ମାେ ଜୀବନକୁ ଭୂମିରେ ଚୂର୍ଣ୍ଣ କରିଅଛନ୍ତି। ସମାନେେ ବହୁକାଳରୁ ମୃତ ଲୋକମାନଙ୍କ ତୁଲ୍ଯ ମାେତେ ଅନ୍ଧକାର ସ୍ଥାନରେ ବାସ କରିବା ପାଇଁ ବାଧ୍ଯ କରୁଛନ୍ତି।

ହିତୋପଦେଶ 1:19

ସମସ୍ତ ଧନ ଲୋଭୀର ଗତି ଏହିପରି। ତାହା ଧନର ଅଧିକାରୀମାନଙ୍କର ପ୍ରାଣ ନାଶ କରେ।

Interlinear

Choose Theme