Home Bibles ଦିତୀୟ ଶାମୁୟେଲ 18:22 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 18:22 · ଓଡ଼ିଆ ବାଇବେଲ

କିନ୍ତୁ ସାଦୋକର ପକ୍ସ୍ଟତ୍ର ଅହୀମାସ ପକ୍ସ୍ଟନର୍ବାର ଯୋୟାବକକ୍ସ୍ଟ ଅନକ୍ସ୍ଟ ରୋଧ କଲା, ଯାହା ହେଉନା ପେଛ, ମାେତେ ମଧ୍ଯ ସଇେ କୂସୀଯମାନଙ୍କ ପଛ ରେ ଦାଉଦଙ୍କ ଆଡକକ୍ସ୍ଟ ଧାଇଁବାକକ୍ସ୍ଟ ଦିଅ।

Cross references

ପ୍ରଥମ ରାଜାବଳୀ 11:22

କିନ୍ତୁ ଫାରୋ କହିଲେ, ମୁଁ ଏଠା ରେ ତୁମ୍ଭର ଗ୍ଭହିଁବା ଅନୁସାରେ ସମସ୍ତ ଦଇେଛି। ତୁମ୍ଭର କ'ଣ ଅଭାବ ହେଲା ଯେ ତୁମ୍ଭେ ସ୍ବଦେଶକୁ ୟିବାକୁ ଗ୍ଭହୁଁଛ?

ରୋମୀୟଙ୍କ ପ୍ରତି ପତ୍ର 1:28

ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

ଏଫିସୀୟଙ୍କ ପ୍ରତି ପତ୍ର 5:4

ତୁମ୍ଭ ଭିତ ରେ କୌଣସି ମନ୍ଦ କଥା, ମୂର୍ଖତାପୂର୍ଣ୍ଣ କଥାବାର୍ତ୍ତା ବା ଅସତ୍ ପରିହାସ ଯେପରି ନ ହୁଏ। ଏଗୁଡ଼ିକ ତୁମ୍ଭ ପାଇଁ ଅନୁଚିତ। କିନ୍ତୁ ତୁମ୍ଭେ ପରମେଶ୍ବରଙ୍କୁ ସର୍ବଦା ଧନ୍ଯବାଦ ଦେଉଥିବା ଉଚିତ୍।

Interlinear

Choose Theme