Home Bibles ଦିତୀୟ ଶାମୁୟେଲ 18:27 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 18:27 · ଓଡ଼ିଆ ବାଇବେଲ

ପ୍ରହରୀ ଜଣକ କହିଲା, ମୁ ଭାବକ୍ସ୍ଟଛି ପ୍ରଥମ ଲୋକଟି ସାଦୋକର ପକ୍ସ୍ଟତ୍ର ଅହୀମାସ୍।

Cross references

ପ୍ରଥମ ରାଜାବଳୀ 1:42

ଯୋୟାବ ଏହିକଥା କହୁଥିବା ବେଳେ ଯାଜକ ଅବିଯାଥର ପୁତ୍ର ଯୋନାଥନ ସଠାେରେ ପହଞ୍ଚିଲା। ଅଦୋନିଯ, ଭିତରକୁ ଡାକିଲା, ତୁମ୍ଭେ ଯୋଗ୍ଯ ପୁରୁଷ, ତୁମ୍ଭେ ନିଶ୍ଚିତ ସୁସମାଗ୍ଭର ଆଣିଥିବ।

ଦିତୀୟ ରାଜାବଳୀ 9:20

ପ୍ରହରୀ ଯୋରାମଙ୍କୁ କହିଲା, ଦ୍ବିତୀୟ ଦୂତ ସହେି ଦଳ ନିକଟକୁ ଗଲେ କିନ୍ତୁ ଏପର୍ୟ୍ଯନ୍ତ ଫରେିଲେ ନାହିଁ। କିନ୍ତୁ ମୁଁ ଦେଖେ ଜଣେ ଲୋକ ଯହେୂପରି ନିମ୍ଶିର ନାତି ଗୋଟିଏ ରଥରେ ଦୂତଗୁଡିକୁ ଚଳାଉଛନ୍ତି। ସେ ପାଗଳ ମନୁଷ୍ଯ ପରି ଅତି ପ୍ରଚଣ୍ତ ବଗେ ରେ ରଥ ଚଳାଉଛନ୍ତି।

ହିତୋପଦେଶ 25:13

ଫସଲ ସମୟରେ ହିମର ଶୀଥିଳତା ଯେପରି, ପ୍ ରରକଗେଣ ପ୍ରତି ବିଶ୍ବସ୍ତ ଦୂତ ସପରେି। କାରଣ ସେ ଆପଣା କର୍ତ୍ତାମାନଙ୍କ ପ୍ରାଣ ରେ ଆଶ୍ବାସ ଦିଏ।

ହିତୋପଦେଶ 25:25

ତୃଷିତ ପ୍ରାଣକୁ ଶୀତଳ ଜଳ ଯେପରି, ଦୂର ଦେଶରୁ ଆସିଥିବା ସୁସମାଚାର ସହେିପରି ଅଟେ।

ଯିଶାଇୟ 52:7

ଯେଉଁ ବ୍ଯକ୍ତି ସୁସମାଚାର ଆଣୁଛନ୍ତି, ୟିଏ ଶାନ୍ତି ପ୍ରଚାର କରୁଅଛି, ୟିଏ ମଙ୍ଗଳ ସୁସମାଚାର ଆଣୁଛନ୍ତି, ୟିଏ ପରିତ୍ରାଣ ପ୍ରଚାର କରୁଅଛି ଓ ୟିଏ ସିୟୋନକୁ ତୁମ୍ଭ ପରମେଶ୍ବର ରାଜ୍ଯ କରନ୍ତି ବୋଲି କହୁଅଛି, ସହେି ଶାନ୍ତିଦୂତର ଚରଣ ପର୍ବତଗଣ ଉପ ରେ ସ୍ବାଗତ ଯୋଗ୍ଯ।'

ରୋମୀୟଙ୍କ ପ୍ରତି ପତ୍ର 10:15

ଏହି ଉପଦସେ ଦବୋ ଲୋକ ଜଣକୁ କାହା ଦ୍ବାରା ନ ପଠାଗଲେ ବା ସେ କିପରି ଉପଦେଶ ଦବେ? ଶାସ୍ତ୍ର ରେ ଲଖାେ ଅଛି: ସୁସମାଗ୍ଭର ଦବୋ ପାଇଁ ଆସିବା ଲୋକର ପାଦ କେତେ ସୁନ୍ଦର ଅଟେ।

Interlinear

Choose Theme