Home Bibles ଦିତୀୟ ଶାମୁୟେଲ 18:32 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 18:32 · ଓଡ଼ିଆ ବାଇବେଲ

ରାଜା କୂଶୀଯକକ୍ସ୍ଟ ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?

Cross references

ବିଚାରକର୍ତାମାନଙ୍କ ବିବରଣ 5:31

ହେ ସଦାପ୍ରଭୁ ତୁମ୍ଭର ସମସ୍ତ ଶତୃ ଏହିପରି ବିନଷ୍ଠ ହକ୍ସ୍ଟଅନ୍ତକ୍ସ୍ଟ। ମାତ୍ର, ତାଙ୍କର ପ୍ ରମେକାରୀମାନେ ସ୍ବପରାକ୍ରମ ରେ ଗତିକାରି ସୂର୍ୟ୍ଯ ତକ୍ସ୍ଟଲ୍ଯ ହକ୍ସ୍ଟଅନ୍ତକ୍ସ୍ଟ।

ପ୍ରଥମ ଶାମୁୟେଲ 25:26

ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 18:29

ରାଜା ପଚାରିଲେ, ୟକ୍ସ୍ଟବକ ଅବଶା ଲୋମର ମଙ୍ଗଳ ତ?

ଗୀତସଂହିତା 68:1

ପରମେଶ୍ବର ଉଠନ୍ତୁ ଏବଂ ତାଙ୍କର ଶତ୍ରୁଗଣଙ୍କୁ ଛିନ୍ନଭିନ୍ନ କରନ୍ତୁ। ସମସ୍ତ ଶତ୍ରୁ ତାଙ୍କଠାରୁ ପଳାଇ ୟାଆନ୍ତୁ।

ଗୀତସଂହିତା 109:20

ଏହା ମାରେ ଶତ୍ରୁଗଣ ମାେ ବିଷଯରେ କହନ୍ତି, ମୁଁ ଆଶାକରେ ମାେ ବିରୁଦ୍ଧରେ ୟିଏ ଦୁଷ୍ଟକତା କୁ ହେ ସଦାପ୍ରଭୁ ଏହିସବୁ ବିଷଯ ସହେି ଲୋକମାନଙ୍କ ପ୍ରତି କରନ୍ତୁ।

ଦାନିଏଲ 4:16

ତାହା ମାନବ ହୃଦଯ ନ ହେଉ ଓ ସେ ପଶୁ ହୃଦଯ ପ୍ରାପ୍ତ ହେଉ। ଆଉ ତାହା ଉପ ରେ ସାତବର୍ଷ ଅତିବାହିତ ହାଇେ ଯାଉ।'

ଦାନିଏଲ 4:19

ତହିଁରେ ବେଲ୍ଟଶତ୍ସର ନାମକ ଦାନିୟେଲ କିଛିକ୍ଷଣ ଅବାକ୍ ହାଇେ ରହିଲେ। ତାଙ୍କର ଭାବନା ତାଙ୍କୁ ବ୍ଯାକୁଳିତ କଲା। ରାଜା ଉତ୍ତର କରି କହିଲା, ହେ ବେଲ୍ଟଶତ୍ସର ସହେି ସ୍ବପ୍ନ କିମ୍ବା ତାହାର ଅର୍ଥ ତୁମ୍ଭକୁ ବ୍ଯାକୁଳିତ ନକରୁ।

Interlinear

Choose Theme