ତା'ପରେ ଯୋୟାବ କହିଲା, ତୁମ୍ଭେ ଗୋଟିଏ ଭଲ କଥା କହିଲ, ପରମେଶ୍ବର ଜୀବିତ ଥିବା ପ୍ରମାଣେ, ଯଦି ତୁମ୍ଭେ ଏହାପରି କହି ନଥାନ୍ତ, ଲୋକମାନେ ସମାନଙ୍କେର ନିଜର ଭାଇମାନଙ୍କ ପଛ ରେ ପ୍ରଭାତ ପର୍ୟ୍ଯନ୍ତ ଗୋଡାଉ ଥାନ୍ତେ।
Cross references
ହେ ମାରେ ପ୍ରଭକ୍ସ୍ଟ, ସଦାପ୍ରଭୁ ତ ଆପଣଙ୍କକ୍ସ୍ଟ ନିରୀହ ଲୋକମାନଙ୍କର ରକ୍ତପାତ ବାରଣ କଲେ। ତେଣୁ ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଓ ତୁମ୍ଭେ ଜୀବିତ ଥିବା ୟାଏଁ ତୁମ୍ଭର ଶତୃମାନେ ଯେଉଁମାନେ ତୁମ୍ଭର କ୍ଷତି କରିବାପାଇଁ ଗ୍ଭହାନ୍ତି, ସମାନେେ ନାବଲ୍ ପରି ହକ୍ସ୍ଟଅନ୍ତକ୍ସ୍ଟ।
ଅବ୍ନର ଯୋୟାବକକ୍ସ୍ଟ କହିଲେ, ୟକ୍ସ୍ଟବକ ସୈନ୍ଯମାନେ ଆମ୍ଭମାନଙ୍କ ସମ୍ମକ୍ସ୍ଟଖ ରେ ପ୍ରତିୟୋଗିତା କରନ୍ତକ୍ସ୍ଟ।
ପ୍ରକୃତ ରେ ପରମେଶ୍ବର ଜୀବିତ ଏବଂ ଯେତେ ସତ୍ଯ ଭାବରେ ସେ ଅଛନ୍ତି, ସେ ସତ ରେ ମାେ ପ୍ରତି ଅନ୍ଯାଯ କରିଛନ୍ତି। ପରମେଶ୍ବର, ସର୍ବଶକ୍ତିମାନ ମାେ ଜୀବନ ତିକ୍ତ କରିଛନ୍ତି।
କୋମଳ ପୂର୍ଣ୍ଣ ଉତ୍ତର କୋରଧକୁ ଦମନ କରେ। ମାତ୍ର କଟୁବାକ୍ଯ କୋପ ଜନ୍ମାଏ।
ଗୋଟିଏ ୟୁକ୍ତିର ଆରମ୍ଭ ଗୋଟିଏ ବନ୍ଧ ରେ ଭାଙ୍ଗି ଗୋଟିଏ ଗାତ କଲାପରି। ତେଣୁ ବିବାଦ ହବୋପୂର୍ବରୁ ୟୁକ୍ତ ବନ୍ଦ କର। ତବେେ ଅକ୍ତିଆର ବାହାର ହାଇୟୋଏ।
ମନ୍ତ୍ରଣା ଦ୍ବାରା ପ୍ରେତ୍ୟକକ ସଂକଳ୍ପ ସ୍ଥିର ହବେ। ମାତ୍ର ଯଦି ତୁମ୍ଭେ ୟୁଦ୍ଧ କରିବାକୁ ୟାଅ ଭଲ ପରାମର୍ଶ ଗ୍ରହଣ କର।
ବିବାଦ କରିବାକୁ ହଠାତ୍ ବାହାରକୁ ୟାଅ ନାହିଁ। ଯଦି କହେି ତୁମ୍ଭକୁ ଭୁଲ୍ ବୋଲି ପ୍ରମାଣିତ କରେ, ତବେେ ତୁମ୍ଭେ ଲଜ୍ଜିତ ହବେ।
ତୁମ୍ଭେ କହିଲ, ଆମ୍ଭେ ଚିରଦିନ ବଞ୍ଚିଲୁ ଓ ସଦାକାଳ ସାଆନ୍ତାଣୀ ହାଇେ ରହିବୁ।' ଏଣୁ ତୁମ୍ଭେ ଏସବୁ ବିଷଯ ରେ ମନୋୟୋଗ କର ନାହିଁ କିମ୍ବା ତା'ର ଶଷଫେଳ କ'ଣ ହବେ ସ୍ମରଣ କଲ ନାହିଁ।
ଯଦି ଜଣେ ରାଜା ଅନ୍ୟ ଜଣେ ରାଜାଙ୍କ ସହିତ ୟୁଦ୍ଧ କରିବାକୁ ବାହାରନ୍ତି, ତବେେ ସେ ଆଗ ବସି ଯୋଜନା କରନ୍ତି। ଯଦି ସହେି ରାଜାଙ୍କର କବଳେ ଦଶ ହଜାର ସୈନ୍ଯ ଥାଆନ୍ତି, ତବେେ ସେ କୋଡିଏ ହଜାର ସୈନ୍ଯ ଧରି ଆସୁଥିବା ଜଣେ ବିରୋଧୀ ରାଜାଙ୍କୁ ପରାସ୍ତ କରିପାରିବେ ନାହିଁ।