Home Bibles ଦିତୀୟ ଶାମୁୟେଲ 21:4 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 21:4 · ଓଡ଼ିଆ ବାଇବେଲ

ତହିଁରେ ଗିବିଯୋନୀଯମାନେ ରାଜାଙ୍କକ୍ସ୍ଟ କହିଲେ, ଆମ୍ଭମାନଙ୍କୁ କ୍ଷତି ପୂରଣ ଦବୋ ପାଇଁ କିମ୍ବା ତାଙ୍କ ବଂଶ ରେ ୟଥେଷ୍ଟ ସକ୍ସ୍ଟନା କି ରୂପା ନାହିଁ। କିନ୍ତୁ ଇଶ୍ରାୟେଲ ରେ କାହାକକ୍ସ୍ଟ ହତ୍ଯା କରିବାର ଅଧିକାର ଆମ୍ଭମାନଙ୍କର ନାହିଁ।

Cross references

ଆଦି ପୁସ୍ତକ 30:31

ଲାବନ କହିଲା, ତବେେ ମାେତେ ତୁମ୍ଭକୁ କ'ଣ ଦବୋ ଉଚିତ୍?

ଗୀତସଂହିତା 49:6

ଅନକେ ଲୋକ ଭାବନ୍ତି ସମାନଙ୍କେର ଧନ ଓ ବଳ ସମାନଙ୍କେୁ ରକ୍ଷା କରିବ କିନ୍ତୁ ସହେି ଲୋକମାନେ ମୂର୍ଖ ଅଟନ୍ତି।

ପିତରଙ୍କ ପ୍ରଥମ ପତ୍ 1:18

ତୁମ୍ଭେ ଜାଣିଛ ଯେ ଅତୀତ ରେ ତୁମ୍ଭେ ନିରର୍ଥକ ଜୀବନଯାପନ କରୁଥିଲ। ତୁମ୍ଭ ପୂର୍ବ ବଂଶଧରମାନଙ୍କଠାରୁ ତୁମ୍ଭେ ସହେିପରି ଜୀବନ କାଟିବାକୁ ଶିଖିଥିଲ। କିନ୍ତୁ ତୁମ୍ଭେ ବର୍ତ୍ତମାନ ସପରେି ଜୀବନ କାଟିବାରୁ ରକ୍ଷା ପାଇଛ। ସୁନା ଓ ରୂପା ଭଳି କ୍ଷଣସ୍ଥାଯୀ ଜିନିଷ ବଦଳ ରେ ନୁହେଁ,

Interlinear

Choose Theme