Home Bibles ଦିତୀୟ ଶାମୁୟେଲ 22:4 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 22:4 · ଓଡ଼ିଆ ବାଇବେଲ

ସମାନେେ ମାେତେ ପରିହାସ କଲେ, କିନ୍ତୁ ଯେତବେେଳେ ମୁ ସଦାପ୍ରଭୁଙ୍କୁ ଡାକିଲି, ସେ ମାେତେ ମାରେ ଶତୃମାନଙ୍କଠାରକ୍ସ୍ଟ ରକ୍ଷା କଲେ।

Cross references

ଦିତୀୟ ବଂଶାବଳୀ 20:22

ସହେି ଲୋକମାନେ ପରମେଶ୍ବରଙ୍କର ପ୍ରଶଂସା ଓ ଗାନ କରିବା ସମୟରେ ସଦାପ୍ରଭୁ ଅମ୍ମାନେ, ମାୟୋବ ଓ ସଯେୀର ପାର୍ବତ୍ଯାଞ୍ଚଳର ଲୋକମାନଙ୍କର ଉପରେ ଅତର୍କିତ ଆକ୍ରମଣ କରାଇଲେ। ଯେଉଁ ଲୋକମାନେ ଯିହୁଦାକୁ ଆକ୍ରମଣ କରିବାକୁ ଆସିଥିଲେ, ସମାନେେ ପ୍ରହାରିତ ହେଲେ।

ନିହିମିୟା 9:5

ଏହାପରେ ଲବେୀୟମାନେ: ଯଶୂେଯ, କଦମୀଯଲେ, ବାନି, ହଶବନିଯ, ଶେ ରବେିଯ, ହାଦେିୟ, ଶବନିଯ, ଓ ପଥାଦିଯ କହିଲେ, ଉଠ ଅନାଦିକାଳରୁ ଅନନ୍ତ କାଳସ୍ଥାଯୀ ସଦାପ୍ରଭୁ ତୁମ୍ଭ ପରମେଶ୍ବରଙ୍କର ଧନ୍ଯବାଦ କର।

ଗୀତସଂହିତା 18:3

ସମାନେେ ମାେତେ ପରିହାସ କଲେ, କିନ୍ତୁ ଯେତବେେଳେ ମୁଁ ସଦାପ୍ରଭୁଙ୍କୁ ଡ଼ାକିଲି, ସେ ମାେତେ ମାରେ ଶତ୍ରୁମାନଙ୍କଠାରୁ ରକ୍ଷା କଲେ।

ଗୀତସଂହିତା 34:6

ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।

ଗୀତସଂହିତା 48:1

ସଦାପ୍ରଭୁ ମହାନ୍ ଅଟନ୍ତି। ଆମ୍ଭର ପରମେଶ୍ବରଙ୍କ ସାରା ନଗରରେ ତାଙ୍କର ପବିତ୍ର ପର୍ବତରେ ସେ ପ୍ରଶଂସିତ ହୁଅନ୍ତି।

ଗୀତସଂହିତା 50:15

ପରମେଶ୍ବର କହନ୍ତି, ତୁମ୍ଭେ ବିପଦରେ ପଡ଼ିଥିବା ବେଳେ ଆମ୍ଭକୁ ଡ଼ାକ, ଆମ୍ଭେ ତୁମ୍ଭକୁ ସାହାୟ୍ଯ କରିବୁ ଓ ତା'ପରେ ତୁମ୍ଭେ ଆମ୍ଭର ମହିମା କରିବ।

ଗୀତସଂହିତା 55:16

ମୁଁ ପରମେଶ୍ବରଙ୍କଠାରେ ସାହାୟ୍ଯ ପାଇଁ ପ୍ରାର୍ଥନା କରିବି। ଏବଂ ସଦାପ୍ରଭୁ ମାେତେ ରକ୍ଷା କରିବେ।

ଗୀତସଂହିତା 56:9

ମୁଁ ଜାଣେ କେତବେେଳେ ମୁଁ ସାହାୟ୍ଯ ପାଇଁ ଡ଼ାକିବି, ମାରେ ଶତ୍ରୁଗଣ ବୁଲିପଡ଼ିବେ ଏବଂ ଦୌଡ଼ିବେ। ମୁଁ ତାହା ଜାଣେ କାରଣ ତୁମ୍ଭେ ମାରେ ପରମେଶ୍ବର।

ଗୀତସଂହିତା 57:1

ହେ ପରମେଶ୍ବର, ମାେ ଉପରେ ଦୟାକର। ମାେ ଉପରେ ଦୟାକର, କାରଣ ମୁଁ ସୁରକ୍ଷା ପାଇଁ ତୁମ୍ଭ ନିକଟକୁ ଆସେ। ବିପଦ ବହିୟିବା ପର୍ୟ୍ଯନ୍ତ ମୁଁ ତୁମ୍ଭ ପକ୍ଷର ଛାଯାରେ ଶରଣ ନବୋକୁ ଆସିଛି।

ଗୀତସଂହିତା 66:2

ତାହାଙ୍କ ନାମର ମହିମା ଗାନ କର। ସ୍ତୁତି ଗାନ କରି ଗୌରବାନ୍ବିତ କର।

ଗୀତସଂହିତା 96:4

ସଦାପ୍ରଭୁ ମହାନ୍ ଓ ଅତ୍ଯନ୍ତ ପ୍ରଶଂସନୀଯ। ସେ ସମସ୍ତ ଦବଗେଣଙ୍କ ଅପେକ୍ଷା ଭୟର ୟୋଗ୍ଯ।

ଗୀତସଂହିତା 106:2

ସଦାପ୍ରଭୁଙ୍କୁ କହେି ବର୍ଣ୍ଣନା କରିପାରିବେ ନାହିଁ। ତାଙ୍କର ପୂର୍ଣ୍ଣ ପ୍ରଶଂସା କହେି କରିପାରିବେ ନାହିଁ।

ଗୀତସଂହିତା 116:2

ମୁଁ ତାଙ୍କୁ ଭଲ ପାଏ ଯେତବେେଳେ ସେ ମାେ ପ୍ରାର୍ଥନା ଶୁଣିଲେ ଏବଂ ମୁଁ ମୃତ୍ଯୁବରଣ କଲା ପୂର୍ବରୁ ଉତ୍ତର ଦେଲେ।

ଗୀତସଂହିତା 116:4

ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!

ଗୀତସଂହିତା 116:13

ସେ ମାେତେ ରକ୍ଷା କଲେ। ତଣେୁ ମୁଁ ତାଙ୍କୁ ପଯେ ନବୈେଦ୍ଯ ଉତ୍ସର୍ଗ କରିବି। ଏବଂ ମୁଁ ସଦାପ୍ରଭୁଙ୍କ ନାମ ପ୍ରାର୍ଥନା କରିବି।

ଗୀତସଂହିତା 116:17

ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।

ଗୀତସଂହିତା 148:1

ତୁମ୍ଭମାନେେ ସଦାପ୍ରଭୁଙ୍କର ପ୍ରଶଂସା କର !ଆକାଶ ମଣ୍ଡଳରୁ ସଦାପ୍ରଭୁଙ୍କୁ ପ୍ରଶଂସା କର !ସ୍ବର୍ଗରୁ ତାଙ୍କର ପ୍ରଶଂସା କର !

ରୋମୀୟଙ୍କ ପ୍ରତି ପତ୍ର 10:13

ଶାସ୍ତ୍ର କୁ ହେ: ପ୍ରଭୁଙ୍କୁ ବିଶ୍ବାସ କରୁଥିବା ପ୍ରେତ୍ୟକକ ଲୋକ ପରିତ୍ରାଣ ପାଇବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:11

ହେ ପ୍ରଭୁ ! ଆମ୍ଭର ପରମେଶ୍ବର ! ତୁମ୍ଭେ ଗୌରବ, ସମ୍ମାନ ଓ କ୍ଷମତା ପାଇବା ପାଇଁ ଯୋଗ୍ଯ ତୁମ୍ଭେ ହିଁ ଏସବୁ ସୃଷ୍ଟି କରିଅଛ। ତୁମ୍ଭ ଇଚ୍ଛା ଅନୁସାରେ ସମସ୍ତ ବିଷୟର ସୃଷ୍ଟି ହାଇେଛି ଓ ଅସ୍ତିତ୍ବ ପାଇଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:12

ସମାନେେ ଉଚ୍ଚ ସ୍ବର ରେ ଏହା କହୁଥିଲେ :

Interlinear

Choose Theme