Home Bibles ଦିତୀୟ ଶାମୁୟେଲ 22:44 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 22:44 · ଓଡ଼ିଆ ବାଇବେଲ

ଯେଉଁମାନେ ମାେ ବିରକ୍ସ୍ଟଦ୍ଧ ରେ ଲାଗିଛନ୍ତି, ସମାନଙ୍କେଠାରକ୍ସ୍ଟ ମାେତେ ରକ୍ଷା କର। ମାେତେ ସହେିସବୁ ରାଜ୍ଯର ନେତା କର। ଯେଉଁ ଲୋକମାନଙ୍କୁ ମୁ ଜାଣି ନାହିଁ, ସମାନେେ ମାରେ ସବୋ କରିବେ।

Cross references

ଦିତୀୟ ବିବରଣ 28:13

ସଦାପ୍ରଭୁ ତୁମ୍ଭକୁ ସର୍ବଦା ସମସ୍ତଙ୍କ ଉପରେ ସ୍ଥାପନ କରିବେ କେଉଁଥି ରେ ପଛ କରିବେ ନାହିଁ। ସେ ତୁମ୍ଭକୁ ସର୍ବଦା ମସ୍ତକ କରିବେ ଲାଙ୍ଗକ୍ସ୍ଟଳ କରିବେ ନାହିଁ। ଏହିପରି ସବୁ ହବେ, ଯଦି ତୁମ୍ଭମାନେେ ସଦାପ୍ରଭୁଙ୍କର ସମସ୍ତ ବିଧି ଓ ନିଯମ ମାନି ଚଳିବ। ଯାହା ଆଜି ମୁ ତୁମ୍ଭମାନଙ୍କୁ କହକ୍ସ୍ଟଅଛ।

ଦିତୀୟ ଶାମୁୟେଲ 3:1

ଏହିପରି ଭାବରେ, ଦୀର୍ଘଦିନ ଧରି ଦାଉଦ ଓ ଶାଉଲଙ୍କ ପରିବାର ମଧିଅରେ କ୍ରମାଗତ ୟକ୍ସ୍ଟଦ୍ଧ ଗ୍ଭଲିଲା। ଦାଉଦ ଧି ରେ ଧି ରେ ଶକ୍ତିଶାଳୀ ହବୋକକ୍ସ୍ଟ ଲାଗିଲେ ଏବଂ ଶାଉଲର ପରିବାର, ଦିନକକ୍ସ୍ଟ ଦିନ ଦୁର୍ବଳ ହବୋକକ୍ସ୍ଟ ଲାଗିଲା।

ଦିତୀୟ ଶାମୁୟେଲ 5:1

ତା'ପରେ ଇଶ୍ରାୟେଲର ସମସ୍ତ ପରିବାରବର୍ଗ ହିବ୍ରୋଣଠାରେ ଦାଉଦଙ୍କ ନିକଟକକ୍ସ୍ଟ ଆସିଲେ। ସମାନେେ କହିଲେ, ଆମ୍ଭମାନେେ ତୁମ୍ଭର ନିଜ ପରିବାର।

ଦିତୀୟ ଶାମୁୟେଲ 8:1

ଏହାପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେଠାରକ୍ସ୍ଟ ତାଙ୍କ ରାଜଧାନୀର କତ୍ତର୍କ୍ସ୍ଟତ୍ବ ନେଲେ।

ଦିତୀୟ ଶାମୁୟେଲ 18:6

ଏହିପରି ଦାଉଦଙ୍କର ଲୋକମାନେ ଇଶ୍ରାୟେଲୀୟ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କ୍ଷେତ୍ରକକ୍ସ୍ଟ ଗଲେ ଓ ଇଫ୍ରଯିମ ବଣ ରେ ୟକ୍ସ୍ଟଦ୍ଧ ହେଲା।

ଦିତୀୟ ଶାମୁୟେଲ 19:9

ବର୍ତ୍ତମାନ ଇଶ୍ରାଲୟଲର ପରିବାରବର୍ଗର ସମସ୍ତସଲାକ ୟକ୍ସ୍ଟକ୍ତି କରିବାକୁ ଲାଗିଲଲ ଏବଂସସମାଲନ କହିଲଲ, ରାଜା ଦାଉଦ ଆମ୍ଭମାନଙ୍କୁ ପଲଲଷ୍ଟୀୟମାନଙ୍କ ହସ୍ତରକ୍ସ୍ଟ ରକ୍ଷା କଲଲ, ଏବଂ ଅନ୍ୟ ଶତୃମାନଙ୍କଠାରକ୍ସ୍ଟ ମଧ୍ଯ ଆମକକ୍ସ୍ଟସସ ରକ୍ଷା କଲଲ। ଦାଉଦ ଅବଶାସଲାମସଯାଗକ୍ସ୍ଟଁ ରାଜ୍ଯ ଛାଡି ପଳାଇଛନ୍ତି।

ଦିତୀୟ ଶାମୁୟେଲ 19:14

ଦାଉଦ ଏହିପରି ଭାବଲର ୟିହକ୍ସ୍ଟଦାର ସମସ୍ତସଲାକମାନଙ୍କର ହୃଦଯକକ୍ସ୍ଟ ଛକ୍ସ୍ଟଇଁ ଥିଲଲ।ସତଣୁସସମାଲନ ସମସ୍ଲତସଗାଟିଏସଲାକପରି ଏ କଥାସର ସମ୍ମତି ପ୍ରକାଶ କଲଲ। ୟିହକ୍ସ୍ଟଦାରସଲାକମାଲନ ରାଜା ଦାଉଦଙ୍କ ନିକଟକକ୍ସ୍ଟ ଦୂତ ପଠାଇଲଲ,ସସମାଲନ କହିଲଲ, ଆପଣ ଓ ଆପଣଙ୍କର ସମସ୍ତ ଦାସସଫରି ଆସନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 20:1

ସେ ସମୟରେ ବିନ୍ଯାମୀନୀଯ ବିଖ୍ରିର ପକ୍ସ୍ଟତ୍ର ଶବେଃ ନାମ ରେ ଜଣେ ପାପଧମ ଲୋକ ସଠାେରେ ଥିଲା, ପକ୍ସ୍ଟଣି ସେ ତୂରୀ ବଜାଇ କହିଲା,

ଦିତୀୟ ଶାମୁୟେଲ 20:22

ତା'ପରେ ସେ ନଗରର ସମସ୍ତ ଲୋକମାନଙ୍କୁ ବିଜ୍ଞତାର ସହିତ କହିଲା। ଲୋକମାନେ ବିଖ୍ରିର ପକ୍ସ୍ଟତ୍ର ଶବେଃର ମକ୍ସ୍ଟଣ୍ତ କାଟି ପ୍ରାଚୀର ଉପର ଦଇେ ଯୋୟାବ ନିକଟକକ୍ସ୍ଟ ଫୋପାଡି ଦେଲେ।

ଗୀତସଂହିତା 2:1

କାହିଁକି ଅନ୍ୟ ଦେଶରେ ଲୋକମାନେ କଳହ କରନ୍ତି, କାହିଁକି ସମାନେେ ମନ୍ଦ ଯୋଜନା କରନ୍ତି ?

ଗୀତସଂହିତା 2:8

ୟଦି ତୁମ୍ଭେ ମାେତେ ମାଗିବ, ମୁଁ ତୁମ୍ଭକୁ ସମସ୍ତ ରାଜ୍ଯ ଦାନ କରିବି। ପୃଥିବୀରେ ବାସ କରୁଥିବା ସମସ୍ତ ଲୋକ ତୁମ୍ଭର ହବେେ।

ଗୀତସଂହିତା 18:43

ଯେଉଁମାନେ ମାେ ବିରୁଦ୍ଧରେ ଲାଗିଛନ୍ତି, ସମାନଙ୍କେଠାରୁ ମାେତେ ରକ୍ଷା କର। ମାେତେ ସହେି ସବୁ ରାଜ୍ଯର ନେତା କର। ଯେଉଁ ଲୋକମାନଙ୍କୁ ମୁଁ ଜାଣି ନାହିଁ, ସମାନେେ ମାରେ ସବୋ କରିବେ।

ଗୀତସଂହିତା 60:8

ମାୟୋବ ମାରେ ପାଦ ଧୋଇବା ପାଇଁ ପ୍ରକ୍ଷାଳନ ପାତ୍ର। ଇଦୋମ ମାରେ ପାଦୁକା ବହନ କରିବ। ମୁଁ ପଲେଷ୍ଟୀୟମାନଙ୍କୁ ପରାସ୍ତ କରିବି। ତୁମ୍ଭେ ବିଜଯ ସକାଶେ ଜଯଧ୍ବନି କର।

ଗୀତସଂହିତା 72:8

ତାଙ୍କର ରାଜ୍ଯ ସମୁଦ୍ରରୁ ସମୁଦ୍ର ପର୍ୟ୍ଯନ୍ତ ଏବଂ ଫରାତ୍ ନଦୀଠାରୁ ଶଷେ ଧରଣୀକୁ ବ୍ଯାପି ଯାଉ।

ଗୀତସଂହିତା 110:6

ପରମେଶ୍ବର ଦେଶଗୁଡ଼ିକର ବିଚାର କରିବେ। ଏହି ଭୂମିସବୁ ମୃତ ଦହରେେ ଆଚ୍ଛାଦିତ ହବେ। ସେ ପୃଥିବୀର ଶକ୍ତିଶାଳୀ ନେତାମାନଙ୍କୁ ଧ୍ବଂସ କରିବେ।

ଯିଶାଇୟ 55:4

ଦେଖ, ଆମ୍ଭେ ତାଙ୍କୁ ଗୋଷ୍ଠୀବର୍ଗର ସାକ୍ଷୀରୂପେ, ଗୋଷ୍ଠୀବର୍ଗ ରେ ଶାସକ ଓ ଆଜ୍ଞାଦାତା ରୂପେ ନିୟୁକ୍ତ କରିଅଛୁ।

ଯିଶାଇୟ 55:5

ଅଜ୍ଞାତ ଗୋଷ୍ଠୀକୁ ତୁମ୍ଭେ ଆହ୍ବାନ କରିବ ଓ ତୁମ୍ଭକୁ ନ ଜାଣିଥିବା ଗୋଷ୍ଠୀ ତୁମ୍ଭ ନିକଟକୁ ଦୌଡ଼ିବେ। ସଦାପ୍ରଭୁ ତୁମ୍ଭ ପରମେଶ୍ବର ଓ ଇଶ୍ରାୟେଲର ଧର୍ମସ୍ବରୂପଙ୍କ ପାଇଁ ଏହା ଘଟିବ। କାରଣ ସେ ତୁମ୍ଭକୁ ଗୌରବାନ୍ବିତ କରିଅଛନ୍ତି।

ଯିଶାଇୟ 60:12

କାରଣ ଯେଉଁ ଦେଶ ଓ ରାଜା ତୁମ୍ଭର ସବୋ କରିବ ନାହିଁ, ସେ ବିନଷ୍ଟ ହବେ। ସହେି ଦେଶଗୁଡ଼ିକ ସୂର୍ଣ୍ଣରୂପେ ଧ୍ବଂସ ପ୍ରାପ୍ତ ହବେେ।

ଯିଶାଇୟ 65:1

ସଦାପ୍ରଭୁ କହିଲେ, ଯେଉଁମାନେ ଆମ୍ଭ ବିଷଯ ରେ ପଚାରିଲେ ନାହିଁ, ସମାନଙ୍କେ ଦ୍ବାରା ଆମ୍ଭେ ଅନ୍ବଷେିତ ହେଲୁ, ଯେଉଁମାନେ ଆମ୍ଭକୁ ଖାଜେିଲେ ନାହିଁ, ଆମ୍ଭେ ସମାନଙ୍କେୁ ପ୍ରାପ୍ତ ହେଲୁ। ପୁଣି ଯେଉଁ ଦେଶୀଯମାନେ ଆମ୍ଭର ନାମ ଉଚ୍ଚାରଣ କରି ନ ଥିଲେ, ଆମ୍ଭେ ସମାନଙ୍କେୁ 'ଆମ୍ଭକୁ ଦେଖ, ଆମ୍ଭକୁ ଦେଖ' ବୋଲି କହିଲୁ।

ଦାନିଏଲ 7:14

ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।

ହୋଶେୟ 2:23

ଆମ୍ଭେ ଇଶ୍ରାୟେଲ ଭୂମିରେ ବହୁ ମଞ୍ଜି ବୁଣିବା। ଲୋ-ରୁହାମାଙ୍କୁ ଆମ୍ଭେ ଦୟା କରିବା। ଲୋ-ଆମୀକୁ କହିବା, 'ତୁମ୍ଭେ ଆମ୍ଭ ଲୋକ' ଏବଂ ସମାନେେ ମାେତେ କହିବେ, 'ତୁମ୍ଭେ ଆମ୍ଭର ପରମେଶ୍ବର।'

ରେରିତମାନଙ୍କ କାର୍ଯ୍ୟର ବିବରଣ 4:25

ଆମ୍ଭମାନଙ୍କର ପୂର୍ବପୁରୁଷ ଦାଉଦ ତୁମ୍ଭର ସବେକ ଥିଲେ। ସେ ପବିତ୍ର ଆତ୍ମାଙ୍କ ଦ୍ବାରା ଚ଼ାଳିତ ହାଇେ ଏହି କଥା ଲେଖିଛନ୍ତି,

ରେରିତମାନଙ୍କ କାର୍ଯ୍ୟର ବିବରଣ 5:30

ତୁମ୍ଭମାନେେ ଯେଉଁ ଯୀଶୁଙ୍କୁ କୃଶ ରେ ଝୁଲଇେ ହତ୍ଯା କରିଛ ତାହାଙ୍କୁ ଆମ୍ଭ ପିତୃପୁରୁଷମାନଙ୍କର ପରମେଶ୍ବର ମୃତ୍ଯୁରୁ ଉଠାଇଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 9:25

ଆମ୍ଭେ ମାନେ ସହେି ଲୋକ। ପରମେଶ୍ବର କବଳେ ଯିହୂଦୀମାନଙ୍କ ଭିତରୁ ନୁହେଁ, କିନ୍ତୁ ଅଣ ଯିହୂଦୀମାନଙ୍କ ଭିତରୁ ମଧ୍ଯ ଆମ୍ଭ ମାନଙ୍କୁ ଡାକିଲେ। ହାେେଶୟ ପୁସ୍ତକରେ ଏହିପରି ଲଖାେ ଅଛି:

ରୋମୀୟଙ୍କ ପ୍ରତି ପତ୍ର 15:12

ୟିଶାଇୟ ମଧ୍ଯ କୁହନ୍ତି,

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 11:15

ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,

Interlinear

Choose Theme