Home Bibles ଦିତୀୟ ଶାମୁୟେଲ 22:46 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 22:46 · ଓଡ଼ିଆ ବାଇବେଲ

ସମାନେେ ଭୟ ରେ ଦୁର୍ବଳ ହାଇଯେିବେ। ସମାନେେ ଲକ୍ସ୍ଟଚିଥିବା ଗକ୍ସ୍ଟଲ୍ଗ ସ୍ଥାନମାନଙ୍କରକ୍ସ୍ଟ ଭୟ ରେ ଥରହର ହାଇେ ବାହାରି ଆସିବେ।

Cross references

ଯିଶାଇୟ 2:19

ସେତବେେଳେ ଲୋକମାନେ ସଦାପ୍ରଭୁ ଓ ତାଙ୍କର ମହାନ୍ଶକ୍ତି ଦେଖି ଭୟଭୀତ ହବେେ। ସଦାପ୍ରଭୁ ପୃଥିବୀକୁ ଏପରି କିତ କରିବେ ଯେ ଲୋକମାନେ ଭୟଭୀତ ହାଇେ ପର୍ବତ ଗୁମ୍ଫା ରେ ଓ ପୃଥିବୀର ଗର୍ତ୍ତ ରେ ଲୁଚିବେ।

ଯିଶାଇୟ 2:21

ସଦାପ୍ରଭୁ ପୃଥିବୀ ରେ ଏପରି ଭାବରେ କମ୍ପନ ସୃଷ୍ଟି କରିବେ ଯେ ଲୋକମାନେ ସଦାପ୍ରଭୁଙ୍କ ଐଶ୍ଚର୍ୟ୍ଯ ପୂର୍ବକ ମହିମାକୁ ଭୟଭୀତ ହାଇେ ଗୁମ୍ଫା ରେ ସମାନଙ୍କେୁ ଲୁଚାଇ ରଖିବେ।

ଯିଶାଇୟ 64:6

ଆମ୍ଭମାନେେ ସମସ୍ତେ ପାପ ରେ ଅପବିତ୍ର ଓ ଆମ୍ଭମାନଙ୍କର ଧର୍ମକର୍ମ ସବୁ ଅଶୁଚି ବସ୍ତ୍ର ସଦୃଶ ଅଟେ। ଆମ୍ଭମାନେେ ଝଡ଼ିଲା ପତ୍ର ସଦୃଶ ଓ ଆମ୍ଭମାନଙ୍କର ପାପଗୁଡ଼ିକ ବାଯୁ ତୁଳ୍ଯ ଆମ୍ଭମାନଙ୍କୁ ଉଡ଼ାଇ ନିଏ।

ଆମୋଷ 9:3

ଯଦି ସମାନେେ ନିଜକୁ କର୍ମିଲ ଶୃଙ୍ଗ ରେ ଲୁଗ୍ଭନ୍ତି, ଆମ୍ଭେ ସମାନଙ୍କେୁ ଖାଜେି ସଠାରୁେ ମଧ୍ଯ ଧରି ଆଣିବା। ଯଦି ସମାନେେ ସମୁଦ୍ରର ନିମ୍ନ ଭାଗ ରେ ଲୁଚି ରହନ୍ତି, ତବେେ ଆମ୍ଭେ ସର୍ପକୁ ଆଦେଶ ଦବୋ ଓ ସହେି ସର୍ପ ସମାନଙ୍କେୁ ଦଂଶନ କରିବ।

ମୀଖା 7:17

ସମାନେେ ସର୍ପ ପରି ଧୂଳି ଗ୍ଭଟିବେ। ସମାନେେ ଭୟ ରେ କମ୍ପିତ ହବେେ। ଆଉ ସମାନେେ କୀଟମାନଙ୍କ ପରି ସମାନଙ୍କେର ଗର୍ତ୍ତରୁ ବାହାରି ଗୁରୁଣ୍ତି ଗୁରୁଣ୍ତି ଗ୍ଭଲିବେ। ଶଷେ ରେ ସଦାପ୍ରଭୁ ଆମ୍ଭର ପରମେଶ୍ବରଙ୍କ ନିକଟକୁ ଆସିବେ ଏବଂ ଭୟର ସହିତ ସମ୍ମାନ ଜଣାଇବେ।

ଯାକୁବଙ୍କ ପତ୍ 1:11

ସୂର୍ୟ୍ଯ ଉଦୟ ହାଇେ ଅଧିକ ଉତ୍ତପ୍ତ କରେ। ସୂର୍ୟ୍ଯର ଉତ୍ତାପ ଚାରା ଗଛଟିକୁ ଶୁଖଇେ ଦିଏ। ଫୁଲ ଝଡ଼ି ଯାଏ। ସହେି ଫୁଲ ଅତି ସୁନ୍ଦର ଥିଲା, କିନ୍ତୁ ଏବେ ତାହା ମୃତ ହେଲା। ଧନୀଲୋକର କଥା ମଧ୍ଯ ଠିକ୍ ସହେିଭଳି। ସେ ତାହାର ବ୍ଯବସାୟ ଲାଗି ଯୋଜନା କରୁଥିବା ବେଳେ ମରିୟିବ।

Interlinear

Choose Theme