କବରର ରଶି ମାରେ ଗ୍ଭରିପଟେ ଥିଲା। ମୃତକ୍ସ୍ଟ୍ଯର ଫାନ୍ଦ ମାହେର ସମ୍ମକ୍ସ୍ଟଖ ରେ ପଡିଥିଲା।
Cross references
ତେଣୁ ଯଦି ଲୋକମାନେ ଦଣ୍ଡ ପାଆନ୍ତି, ସମାନେେ ରସି ଓ ଜଞ୍ଜିର ରେ ବନ୍ଧା ହୁଅନ୍ତି।
କବରର ରାଶି ମାରେ ଚାରିଆଡ଼େ ଥିଲା, ମୃତ୍ଯୁର ୟନ୍ତା ମାେ ସମ୍ମୁଖରେ ଥିଲା।
ମୃତ୍ଯୁର ରଜ୍ଜୁ ଚତୁଃପାଶର୍ବରେ ପ୍ରାଯ ମାେତେ ବାନ୍ଧି ଦଲୋ। କବର ତା'ର ଫାନ୍ଦ ସହିତ ମାରେ ପାଖାପାଖି ହାଇେଥିଲା। ମୁଁ ସଙ୍କଟ ଓ ଦୁଃଖରେ ଥିଲି।
ସହେି ଗର୍ବୀ ଲୋକମାନେ ମାେ ପାଇଁ ଫାନ୍ଦ ବିଛାଇଛନ୍ତି। ସମାନେେ ମାେତେ ଧରିବା ପାଇଁ ଜାଲ ବିଛାଇଛନ୍ତି। ସମାନେେ ମାେ ପଥରେ ୟନ୍ତା ବିଛାଇଛନ୍ତି।
ଦୁଷ୍ଟ ଲୋକର ନିଜ ଅପରାଧ ତାହାକୁ ଧରିବ। ସେ ତା'ର ନିଜ ପାପ ରୂପକ ଦୌଡ଼ି ରେ ବନ୍ଧା ହବେ।
ଜ୍ଞାନୀ ଲୋକର ଶିକ୍ଷା ଜୀବନ ରେ ଝର ସ୍ବରୂପ ଅଟେ, ସେ ମୃତ୍ଯୁ ଫାନ୍ଦରୁ ଅନ୍ୟକୁ ରକ୍ଷା କରେ।
ସଦାପ୍ରଭୁଙ୍କର ସମ୍ମାନ ଜୀବନର ଝର ସ୍ବରୂପ। ଏହା ମୃତ୍ଯୁର ଫାନ୍ଦରୁ ଲୋକଙ୍କୁ ରକ୍ଷା କରେ।
ୟୂନସ କହିଲେ, ମୁଁ ଅତି ଦୁଖ ରେ ଥିଲି। ମୁଁ ସଦାପ୍ରଭୁଙ୍କୁ ସାହାୟ୍ଯ ଭିକ୍ଷା ପାଇଁ ଡାକିଲି ଏବଂ ସେ ମାେତେ ଉତ୍ତର ଦେଲେ। ମୁଁ କବରର ବହୁ ଗଭୀରତମ ସ୍ଥାନ ରେ ଥାଇ ସଦାପ୍ରଭୁଙ୍କୁ ଡାକିଲି ଏବଂ ପ୍ରଭୁ ମାରେ ସ୍ବର ଶୁଣିଲେ।
କିନ୍ତୁ ଇଶ୍ବର ଏସବୁ ଘଟିବ ବୋଲି ଆଗରୁ ଜାଣିଥିଲେ। ସେଥିପାଇଁ ସେ ଯୀଶୁଙ୍କୁ ମୃତ୍ଯୁର ବନ୍ଧନରୁ ମୁକ୍ତ କରି ତାହାଙ୍କୁ ପୁଣି ଉଠାଇଅଛନ୍ତି। ମୃତ୍ଯୁ ତାହାଙ୍କୁ ବାନ୍ଧି ରଖିପାରିଲା ନାହିଁ।