ମୁ ଫାନ୍ଦ ରେ ପଡି ସହାୟତା ପାଇଁ ମୁ ସଦାପ୍ରଭୁଙ୍କୁ ଡାକିବାକକ୍ସ୍ଟ ଲାଗିଲି। ହଁ ମୁ ମାରେ ପରମେଶଓରଙ୍କୁ ଡାକିଲି, ସେ ଆପଣା ମନ୍ଦିର ରେ ଥାଇ ମାରେ ଡାକ ଶୁଣିଲେ। ସେ ମାରେ ଆର୍ତ୍ତାନାଦ ଶୁଣିବାକୁ ଲାଗିଲେ।
Cross references
ଏହାପରେ ସଦାପ୍ରଭୁ କହିଲେ, ଆମ୍ଭେ ମିଶର ରେ ଆପଣା ଲୋକମାନଙ୍କର ଅସୁବିଧା ସବୁ ଦେଖିଛୁ ଏବଂ ମିଶରୀଯବାସୀ ସମାନଙ୍କେୁ ୟନ୍ତ୍ରଣା ଦବୋ ସମୟରେ ଆମ୍ଭେ ସମାନଙ୍କେର କ୍ରନ୍ଦନ ଶୁଣିଛୁ। ଆମ୍ଭେ ସମାନଙ୍କେର ୟନ୍ତ୍ରଣା ସବୁ ଜାଣିଛୁ।
ତଥାପି ହେ ସଦାପ୍ରଭୁ, ମାେ ପରମେଶ୍ବର, ତୁମ୍ଭ ଦାସ ଆଜି ତୁମ୍ଭ ନିକଟରେ କାକୂକ୍ତି କରି ନିବଦନେ କରୁଛି, ଯେ ହତେୁ, ମୁଁ ତୁମ୍ଭର ଦାସ, ତୁମ୍ଭେ ମାରେ ପ୍ରାର୍ଥନା ଓ ବିନତି ରେ ମନୋୟୋଗ କର।
ସହେି ୟନ୍ତାରେ ପଡ଼ି ସହାୟତା ପାଇଁ ମୁଁ ସଦାପ୍ରଭୁଙ୍କୁ ଡ଼ାକିବାକୁ ଲାଗିଲି। ହଁ, ମୁଁ ମାରେ ପରମେଶ୍ବରଙ୍କୁ ଡ଼ାକିଲି, ସେ ଆପଣା ମନ୍ଦିରରେ ଥାଇ ମାେ ଡ଼ାକ ଶୁଣିଲେ। ସେ ମାରେ ସହାୟତା ପାଇଁ ଆର୍ତ୍ତନାଦ ଶୁଣିବାକୁ ପାଇଲେ।
ମୁଁ ସଦାପ୍ରଭୁଙ୍କଠାରେ ଗୋଟିଏ ମାତ୍ର ବିଷଯ ପ୍ରାର୍ଥନା କରେ, ୟପରେି ମାରେ ଜୀବନସାରା ସଦାପ୍ରଭୁଙ୍କ ଉପାସନା ମନ୍ଦିରରେ ବସିବାକୁ ସୁଯୋଗ ପାଏ, ୟାହା ଫଳରେ କି ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ୟ୍ଯକୁ ଦେଖିପାରିବି ଓ ତାଙ୍କ ପ୍ରାସାଦକୁ ଦର୍ଶନ କରିପାରିବି।
ଏହି ଦୁଃଖୀ ଲୋକଟି ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ ପ୍ରାର୍ଥନା କଲା ଓ ସଦାପ୍ରଭୁ ତାହା ଶୁଣିଲେ ସେ ମାେତେ ମାରେ ସମସ୍ତ ବିପଦରୁ ଉଦ୍ଧାର କଲେ।
ସଦାପ୍ରଭୁ ଉତ୍ତମ ବ୍ଯକ୍ତିମାନଙ୍କୁ ରକ୍ଷା କରନ୍ତି। ସେ ସମାନଙ୍କେର ପ୍ରାର୍ଥନା ଶୁଣନ୍ତି।
ସମାନେେ ବିପଦରେ ଥିଲେ, ତଣେୁ ସମାନେେ ସଦାପ୍ରଭୁଙ୍କ ନିକଟରେ ସାହାୟ୍ଯ ପାଇଁ କାକୁକ୍ତି କଲେ। ଏବଂ ସେ ତାଙ୍କୁ ସହେି ବିପଦରୁ ମୁକ୍ତ କଲେ।
ଏହାପରେ ମୁଁ ସଦାପ୍ରଭୁଙ୍କ ନାମରେ ପ୍ରାର୍ଥନା କଲି, ମୁଁ କହିଲି, ହେ ସଦାପ୍ରଭୁ ମାେତେ ରକ୍ଷା କର!
ମୁଁ ଆପଣା ବିପଦ ସମଯରେ ସଦାପ୍ରଭୁଙ୍କଠାରେ ପ୍ରାର୍ଥନା କଲି ଏବଂ ସେ ମାେତେ ଉତ୍ତର ଦେଲେ।
ତା'ପ ରେ ମୁଁ ଭାବିଲି, 'ବର୍ତ୍ତମାନ ନିଶ୍ଚଯ ମାେତେ ତୁମ୍ଭ ଦୃଷ୍ଟିପାତରୁ ଦୂ ରଇେ ଦିଆୟାଇଛି।' କିନ୍ତୁ ମୁଁ ପୁଣିଥରେ ତୁମ୍ଭର ପବିତ୍ର ମନ୍ଦିର ଦେଖିବାକୁ ଗ୍ଭ ହେଁ।
ମୁଁ ଜୀବନର ସବୁ ଆଶା ଛାଡିଥିଲି କିନ୍ତୁ ତା'ପ ରେ ମୁଁ ସଦାପ୍ରଭୁଙ୍କୁ ସ୍ମରଣ କଲି। ହେ ସଦାପ୍ରଭୁ, ମୁଁ ତୁମ୍ଭକୁ ପ୍ରାର୍ଥନା କଲି ଏବଂ ତୁମ୍ଭେ ତୁମ୍ଭ ପବିତ୍ର ମନ୍ଦିର ରେ ମାରେ ପ୍ରାର୍ଥନା ଶୁଣିଲ।
ସଦାପ୍ରଭୁ ତାଙ୍କର ପବିତ୍ର ମନ୍ଦିର ରେ ଅଛନ୍ତି। ତେଣୁ ସମଗ୍ର ପୃଥିବୀ ନୀରବ ହବେ ଓ ସଦାପ୍ରଭୁଙ୍କ ସମ୍ମାନ ଜଣାଇବ।
ଯୀଶୁ ସମାନଙ୍କେୁ କହିଲେ, ମାରହେୃଦୟ ଏତେ ଦୁଃଖ ରେ ଭରି ଯାଇଛି ଯେ, ସତେ ଯେପରି ପ୍ରାଣ ବାହାରି ୟିବା ଉପରେ। ତୁମ୍ଭମାନେେ ମାେ ସହିତ ଏଠା ରେ ଚଇେଁ କରି ରୁହ ଓ ଅପେକ୍ଷା କର।
ଯୀଶୁ ମର୍ମାନ୍ତକ ପୀଡା ରେ ବୁଡି ରହି ଆହୁରି ଦୃଢ ଭାବରେ ପ୍ରାର୍ଥନା କରିବାକୁ ଲାଗିଲେ। ତାହାଙ୍କ ମୁହଁରୁ ଘନ ଘନ ରକ୍ତ ଟୋପା ଭଳି ଝାଳ ବାହାରି ଆସି ଭୂଇଁ ରେ ପଡିଲା।
ଖ୍ରୀଷ୍ଟ ଜଗତ ରେ ଥିଲା ବେଳେ ଯେ, ତାହାଙ୍କୁ ମୃତ୍ଯୁରୁ ରକ୍ଷା କରିବାକୁ ସମର୍ଥ, ସହେି ପରମେଶ୍ବରଙ୍କୁ ଆକୁଳ ଭାବରେ ଅଶ୍ରୁପାତ ସହ ପ୍ରାର୍ଥନା ଓ ବିନତି ଉତ୍ସର୍ଗ କରିଥିଲେ। ଯେ ହତେୁ ଯୀଶୁ ପରମେଶ୍ବରଙ୍କ ଇଚ୍ଛାନୁସା ରେ କାମ କରୁଥିଲେ ଓ ନମ୍ର ଥିଲେ, ତେଣୁ ପରମେଶ୍ବର ତାହାଙ୍କ ପ୍ରାର୍ଥନା ରେ ପ୍ରତ୍ଯୁତ୍ତର ଦଇେଥିଲେ।
ଲୋକେ ତୁମ୍ଭ କ୍ଷତମାନଙ୍କେ ରେ କାମ କଲେ, କିନ୍ତୁ ତୁମ୍ଭେ ତାହାଙ୍କୁ ସମାନଙ୍କେର ମଜୁରୀ ଦଲେ ନାହିଁ। ସମାନେେ ତୁମ୍ଭ ବିରୁଦ୍ଧ ରେ କ୍ରନ୍ଦନ କରୁଛନ୍ତି। ସମାନେେ ତୁମ୍ଭ ପାଇଁ ଶସ୍ଯ ଆମଦାନୀ କଲେ। ଏବେ ସ୍ବର୍ଗୀୟ ସନୋବାହିନୀ ରେ ପ୍ରଭୁ ସମାନଙ୍କେ ଚିତ୍କାର ଶୁଣିଛନ୍ତି।