ଦିତୀୟ ଶାମୁୟେଲ 23:12 · ଓଡ଼ିଆ ବାଇବେଲ
କିନ୍ତୁ ଶମ୍ମ କ୍ଷେତ୍ର ମଧିଅରେ ଠିଆ ହାଇେ ତାହା ରକ୍ଷା କଲା ଓ ପଲେଷ୍ଟୀୟମାନଙ୍କୁ ବଧ କଲା। ତହିଁରେ ସଦାପ୍ରଭୁ ମହାଜଯ ସାଧନ କଲେ।
Cross references
ଦିତୀୟ ଶାମୁୟେଲ 23:10
ସେ ଉଠିଲେ ଏବଂ ତାଙ୍କର ହସ୍ତ କ୍ଲାନ୍ତ ହବୋ ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ଆକ୍ରମଣ କଲେ। କିନ୍ତୁ ସେ ଖଣ୍ତାଟିକକ୍ସ୍ଟ ଶକ୍ତ ଭାବରେ ଧରି ୟକ୍ସ୍ଟଦ୍ଧ କରିବା ଗ୍ଭଲକ୍ସ୍ଟ ରଖିଲେ। ପକ୍ସ୍ଟଣି ସହେିଦିନ ସଦାପ୍ରଭୁ ଏକ ବିରାଟ ଜଯ କରାଇଲେ ଏବଂ ଲୋକମାନେ ତାଙ୍କୁ ଲକ୍ସ୍ଟସ୍ଖନ କରିବାକୁ ଅନକ୍ସ୍ଟସରଣ କଲେ।
ଗୀତସଂହିତା 3:8
ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
ଗୀତସଂହିତା 44:2
ହେ ପରମେଶ୍ବର, ତୁମ୍ଭର ଅସୀମ ଶକ୍ତି ବଳରେ ଏହି ରାଜ୍ଯକୁ ସମାନଙ୍କେଠାରୁ ଛଡ଼ାଇ ନଇେ ତାହା ଆମ୍ଭମାନଙ୍କୁ ଦଇେଅଛ। ତୁମ୍ଭେ ସହେି ବିଦେଶୀ ଲୋକମାନଙ୍କୁ ନିଶ୍ଚିହ୍ନ କରିଛ। ତୁମ୍ଭେ ସମାନଙ୍କେୁ ବିଦେଶ ଭୂମି ଛାଡ଼ିବାକୁ ବାଧ୍ଯ କରିଛ।
ହିତୋପଦେଶ 21:31
ୟୁଦ୍ଧ ଦିନ ପାଇଁ ଅଶ୍ବ ସୁସଜ୍ଜିତ ହୁଏ। ମାତ୍ର ଜଯ ସଦାପ୍ରଭୁଙ୍କଠାରୁ ସର୍ବଦାଆ ସେ।