Home Bibles ଦିତୀୟ ଶାମୁୟେଲ 23:13 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 23:13 · ଓଡ଼ିଆ ବାଇବେଲ

ତା'ପରେ ରାଜାଙ୍କର ବିଶଷେ ଦଳର ତିନିଜଣ ଲୋକ ଶସ୍ଯ ଅମଳ ସମୟରେ ଗଲେ ଓ ଅଦକ୍ସ୍ଟଲ୍ଲମ ଦାଉଦଙ୍କ ନିକଟକକ୍ସ୍ଟ ଗଲେ। ସେତବେେଳେ ପଲେଷ୍ଟୀୟମାନଙ୍କ ସୈନ୍ଯ ରଫାଯୀମ ତଳ ଭୂମିରେ ଛାଉଣୀ ସ୍ଥାପନ କରିଥିଲେ।

Cross references

ଯିହୋଶୂୟ 12:15

ଲି‌‌ବ୍‌‌ନାର ରାଜା 1, ଅଦୁଲ୍ଲମର ରାଜା 1

ଯିହୋଶୂୟ 15:35

ୟମୂର୍ତ୍, ଅଦକ୍ସ୍ଟଲ୍ଲମ୍, ସୋଖୋ, ଅ ସକୋ,

ପ୍ରଥମ ଶାମୁୟେଲ 22:1

ଦାଉଦ ଗାଥ ପରିତ୍ଯାଗ କଲେ। ସେ ସଠାେରକ୍ସ୍ଟ ଅଦକ୍ସ୍ଟଲ୍ଲମ ଗକ୍ସ୍ଟମ୍ଫାକକ୍ସ୍ଟ ପଳାଇଲେ। ଦାଉଦର ଭାଇମାନେ ଓ ସଐର୍କୀଯମାନେ ମଧ୍ଯ ଜାଣିଲେ ଯେ ସେ ଅଦକ୍ସ୍ଟଲ୍ଲମ ରେ ଅଛନ୍ତି। ସମାନେେ ସଠାେକକ୍ସ୍ଟ ଦାଉଦକକ୍ସ୍ଟ ଦଖାେ କରିବାକୁ ଗଲେ।

ଦିତୀୟ ଶାମୁୟେଲ 5:18

ପଲେଷ୍ଟୀୟମାନେ ଫରେି ରଫାଯିମ୍ ଉପତ୍ୟକା ରେ ସନୋଛାଉଣୀ ପକାଇଲେ।

ଦିତୀୟ ଶାମୁୟେଲ 5:22

ଆଉଥରେ ପଲେଷ୍ଟୀୟମାନେ ରଫାଯିମ ଉପତ୍ୟକା ରେ ଛାଉଣୀ ପକାଇଲେ।

ପ୍ରଥମ ବଂଶାବଳୀ 11:15

ଥରେ, ଦାଉଦ ଅଦୁଲ୍ଲମ ଗୁମ୍ଫା ରେ ଥିଲା ବେଳେ, ଯେତବେେଳେ ପଲେଷ୍ଟୀୟ ସୈନ୍ଯମାନେ ରଫାଯୀମ ଉପତ୍ୟକା ରେ ଛାଉଣୀ ପକାଇ ଥିଲେ, ତିରିଶ ଜଣ ବୀରଙ୍କ ମଧ୍ଯରୁ ତିନି ଜଣ ଭୂମିରେ ସମ୍ପୂର୍ଣ୍ଣ ପଟଇେେ ପଟଇେେ ଦାଉଦଙ୍କ ନିକଟରେ ପହନ୍ଚିଲେ।

ପ୍ରଥମ ବଂଶାବଳୀ 14:9

ପଲେଷ୍ଟୀୟମାନେ ରଫଯୀମ ଉପତ୍ୟକା ରେ ବାସ କରୁଥିବା ଲୋକମାନଙ୍କୁ ଆକ୍ରମଣ କରି ସମାନଙ୍କେର ଜିନିଷପତ୍ର ଚୋରି କରି ନଇଗେଲେ।

ଯିଶାଇୟ 17:5

ରଫାଲଯିମ ଉପତ୍ୟକା ରେ ଶସ୍ଯ ଅମଳ ବେଳେ ଯେପରି ଘଟିବ ସହେିପରି ଘଟିବ। ଶସ୍ଯ କ୍ଷେତ୍ର ରେ ଶସ୍ଯ ସଂଗ୍ରହ କଲା ବେଳେ ଶସ୍ଯର ସୀସା ଶସ୍ଯରୁ କାଟିଲା ବେଳେ ଓ ସୀସା ଗୁଡ଼ିକୁ ସଂଗ୍ରହ କଲା ବେଳେ ସହେିପରି ଘଟିବ।

ମୀଖା 1:15

ହେ ମା ରଶାେ ନିବାସୀ, ତୁମ୍ଭମାନଙ୍କ ବିରୁଦ୍ଧ ରେ ଏକ ବ୍ଯକ୍ତିକୁ ଆଣିବି, ୟିଏକି ତୁମ୍ଭମାନଙ୍କର ସମସ୍ତ ଅଧିକାର କରିବ। ଇଶ୍ରାୟେଲର ଗୌରବ ଅଦୁଲ୍ଲମକୁ ଆସିବ।

Interlinear

Choose Theme