Home Bibles ଦିତୀୟ ଶାମୁୟେଲ 24:11 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 24:11 · ଓଡ଼ିଆ ବାଇବେଲ

ଯେତବେେଳେ ଦାଉଦ ପ୍ରଭାତ ରେ ଶୟ୍ଯା ତ୍ଯାଗ କଲେ ସେତବେେଳେ ଦାଉଦଙ୍କ ଦର୍ଶକ ଗାଦ ଭବିଷ୍ଯଦ୍ବକ୍ତା ନିକଟରେ ସଦାପ୍ରଭୁଙ୍କର ବାକ୍ଯ ଉପସ୍ଥିତ ହେଲା।

Cross references

ପ୍ରଥମ ଶାମୁୟେଲ 9:9

ଶାଉଲ ଗ୍ଭକରକକ୍ସ୍ଟ କହିଲେ,

ପ୍ରଥମ ଶାମୁୟେଲ 22:5

କିନ୍ତୁ ଭବିଷ୍ଯଦ୍ବକ୍ତା ଗାଦ ଦାଉଦଙ୍କକ୍ସ୍ଟ କହିଲେ, ତୁମ୍ଭେ ଏହି ଦକ୍ସ୍ଟର୍ଗ ରେ ରକ୍ସ୍ଟହ ନାହିଁ। ତୁମ୍ଭେ ୟିହକ୍ସ୍ଟଦାକକ୍ସ୍ଟ ୟାଅ। ତେଣୁ ଦାଉଦ ସେସ୍ଥାନ ପରିତ୍ଯାଗ କରି ହରେତ୍ ବଣକକ୍ସ୍ଟ ଗଲେ।

ଦିତୀୟ ଶାମୁୟେଲ 12:1

ସଦାପ୍ରଭୁ ଦାଉଦଙ୍କ ନିକଟକକ୍ସ୍ଟ ନାଥନକକ୍ସ୍ଟ ପଠାଇଲେ। ନାଥନ ୟାଇ ଦାଉଦଙ୍କକ୍ସ୍ଟ କହିଲେ, ଏକ ନଗର ରେ ଦକ୍ସ୍ଟଇଜଣ ଲୋକ ଥିଲେ। ସେଥି ମଧ୍ଯରକ୍ସ୍ଟ ଜଣେ ଥିଲେ ଧନୀ ଓ ଅନ୍ୟ ଜଣକ ଥିଲେ ଗରିବ।

ପ୍ରଥମ ବଂଶାବଳୀ 2:19

ଅସୁବାରଙ୍କର ମୃତ୍ଯୁ ପରେ କାଲବେ ଇଫ୍ରାଥାଙ୍କୁ ବିବାହ କଲେ। କାଲବେ ଓ ଇଫ୍ରାଥାଙ୍କର ଗୋଟିଏ ପୁତ୍ର ହେଲା। ସମାନେେ ତାହାର ନାମ ହୂର ଦେଲେ।

ପ୍ରଥମ ବଂଶାବଳୀ 29:29

ରାଜା ଦାଉଦଙ୍କର କୃତ ସମସ୍ତ ବିଷଯ, ଆରମ୍ଭରୁ ଶଷେ ପର୍ୟ୍ଯନ୍ତ ଶାମୁଯଲେ ଭବିଷ୍ଯତବକ୍ତା, ନାଥନ ଭବିଷ୍ଯତବକ୍ତା ଓ ଗାଦ୍ ଭବିଷ୍ଯତବକ୍ତାମାନଙ୍କର ପୁସ୍ତକଗୁଡ଼ିକରେ ଲଖାୟୋଇଅଛି।

Interlinear

Choose Theme