Home Bibles ଦିତୀୟ ଶାମୁୟେଲ 24:22 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 24:22 · ଓଡ଼ିଆ ବାଇବେଲ

ତହକ୍ସ୍ଟଁ ଅରୌଣା ଦାଉଦଙ୍କକ୍ସ୍ଟ କହିଲା, ମାେ ପ୍ରଭକ୍ସ୍ଟ ମହାରାଜା ଆପଣଙ୍କକ୍ସ୍ଟ ଯାହା ଭଲ ଲାଗେ ତାହା ଦଇେ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ନବୈେଦ୍ଯ ଉତ୍ସର୍ଗ କରନ୍ତକ୍ସ୍ଟ। ଦେଖନ୍ତକ୍ସ୍ଟ ହାମବେଳି ନିମନ୍ତେ ଏହି ବୃଷକକ୍ସ୍ଟ ଓ କାଠ ନିମନ୍ତେ ଏହି ଶସ୍ଯ ମର୍ଦ୍ଦନ ୟନ୍ତ୍ର ସଜ୍ଜ ଅଛି।

Cross references

ଆଦି ପୁସ୍ତକ 23:11

ନା ମୁନିବ, ସପରେି ହବେ ନାହିଁ। ମାେ କଥା ଶୁଣନ୍ତୁ ମୁଁ ଆପଣଙ୍କୁ ସହେି ସ୍ଥାନ ଓ ତନ୍ମଧ୍ଯସ୍ଥିତ ଗୁହା ଦଲେି। ମୁଁ ସ୍ବବଂଶୀଯ ସନ୍ତାନମାନଙ୍କ ସାକ୍ଷାତ ରେ ତାହା ଆପଣଙ୍କୁ ଦଲେି। ଆପଣ ନିଜ ସ୍ତ୍ରୀର ମୃତ ଦହକେୁ କବର ଦିଅନ୍ତୁ।

ବିଚାରକର୍ତାମାନଙ୍କ ବିବରଣ 6:26

ଏହାପରେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ନିମନ୍ତେ ଗୋଟିଏ ଯଥାର୍ଥ ପ୍ରକାର ୟଜ୍ଞବଦେୀ ନିର୍ମାଣ କର। ଏହି ୟଜ୍ଞବଦେୀକକ୍ସ୍ଟ ଉଚ୍ଚାସ୍ଥାନ ରେ ନିର୍ମାଣ କର। ସହେି ଷଣ୍ତଟିକକ୍ସ୍ଟ ହୋମବଳୀରୂପେ ସହେି ୟଜ୍ଞବଦେୀ ଉପରେ ଉତ୍ସର୍ଗ କର, ତୁମ୍ଭମାନଙ୍କର ହାମବେଳି ଦଗ୍ଧ କରିବା ପାଇଁ ସହେି ୟଜ୍ଞବଦେୀ ନିକଟରେ ଥିବା ଆଶରୋ ସ୍ତମ୍ବର କାଠକକ୍ସ୍ଟ ବ୍ଯବହାର କର।

ପ୍ରଥମ ଶାମୁୟେଲ 6:14

ଏବଂ ବୈଥ୍-ଶମେଶ ରେ ୟିହୋଶୂଯ ନାମକ ଜଣେ ଲୋକର କ୍ଷେତ୍ର ରେ ଶଗଡଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା।

ପ୍ରଥମ ରାଜାବଳୀ 19:21

ତା'ପରେ ଇଲୀଶାୟ ତାଙ୍କ ପରିବାର ସହିତ ଉତ୍ତମ ଭୋଜନ କଲେ। ସେ ବଳଦ ହଳକ ନଇେ ବଧ କଲେ ଓ ୟୁଆଳି କାଠ ରେ ମାଂସ ରାନ୍ଧି ଲୋକମାନଙ୍କୁ ଭୋଜନ ଦେଲେ। ତା'ପରେ ସେ ଏଲିଯଙ୍କ ପଶ୍ଚାଦ୍ଗମନ କରି ତାଙ୍କର ସାହାୟ୍ଯ କାରୀ ହେଲେ।

ପ୍ରଥମ ବଂଶାବଳୀ 21:22

ଦାଉଦ ଅରଣନ୍ଙ୍କୁ କହିଲେ, ତୁମ୍ଭର ଶସ୍ଯଦଳିବା ସ୍ଥାନକୁ ମାେତେ ବିକ୍ରୀ କର। ମୁଁ ତୁମ୍ଭକୁ ତାହାର ସମ୍ପୂର୍ଣ୍ଣ ମୂଲ୍ଯ ଦବେି। ତବେେ ମୁଁ ସଦାପ୍ରଭୁଙ୍କ ନିମନ୍ତେ ଏକ ୟଜ୍ଞବଦେୀ ନିର୍ମାଣ କରିବି। ଆଉ ତା'ପରେ ଏହି ମହାମାରୀ ଦୂର ହବେ।

Interlinear

Choose Theme