Home Bibles ଦିତୀୟ ଶାମୁୟେଲ 24:5 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 24:5 · ଓଡ଼ିଆ ବାଇବେଲ

ସମାନେେ ୟର୍ଦ୍ଦନ ନଦୀ ପାର ହାଇେ ଗଲେ। ସମାନେେ ଅରୋଯରେ ରେ ସନୋ ଛାଉଣୀ ପକାଇଲେ। ସମାନଙ୍କେର ଛାଉଣୀ ସହରର ଦକ୍ଷିଣ ପାଶର୍‌ବ ରେ ରହିଲା। ସହରଟି ଗାଦ ଉପତ୍ୟକାର ମଧିଅରେ ଅବସ୍ଥିତ ଥିଲା, ଯାହାକି ୟା ସରେ ପର୍ୟ୍ଯନ୍ତ ବିସ୍ତୃତ ଥିଲା।

Cross references

ଗଣନା ପୁସ୍ତକ 21:32

ମାଶାେ ୟା ସରେ ଅନୁସନ୍ଧାନ କରିବାପାଇଁ ତାଙ୍କର ଲୋକ ପଠାଇଲେ ଏବଂ ତାଙ୍କର ଲୋକମାନେ ତହିଁର ସମସ୍ତ େଛାଟ ନଗରଗୁଡିକୁ ଅକ୍ତିଆର କଲେ ଓ ସଠାେରେ ବାସ କରୁଥିବା ଇ ମାରେୀଯମାନଙ୍କୁ ତଡି ଦେଲେ।

ଗଣନା ପୁସ୍ତକ 32:1

ରୁବନେ ସନ୍ତାନଗଣର ଓ ଗାଦ-ସନ୍ତାନଗଣର ଅନକେ ପଶୁ ପଲ ଥିଲା। ଏଣୁ ସମାନେେ ୟା ସରେ ଓ ଗିଲିଯଦ ଦେଶଗୁଡିକୁ ଦେଖିଲେ, ସେ ସ୍ଥାନଗୁଡିକ ପଶୁପଲ ପାଇଁ ଉପୟୁକ୍ତ।

ଗଣନା ପୁସ୍ତକ 32:3

ସମାନେେ କହିଲେ, ତୁମ୍ଭର ଏହି ସବେକମାନଙ୍କର ବହୁ ମଷେ ଓ ଗୋରୁଗାଈ ଅଛନ୍ତି। ଯେଉଁ ସବୁ ଦେଶକୁ ସଦାପ୍ରଭୁ ଇଶ୍ରାୟେଲର ପାଇଁ ପରାସ୍ତ କରିଅଛନ୍ତି, ତାହା ଆମ୍ଭର ମଷଗେୁଡିକ ନିମନ୍ତେ ଓ ଗୋରୁଗାଈ ନିମନ୍ତେ ଉତ୍ତମ ଅଟେ।

ଗଣନା ପୁସ୍ତକ 32:35

ଅଟରୋତ୍-ଶୋଫନ, ୟା ସରେ ଓ ଜଗବିହ,

ଦିତୀୟ ବିବରଣ 2:36

ଅର୍ନୋନ ଉପତ୍ୟକା ନିକଟସ୍ଥ ଆରୋଯରଠାେରକ୍ସ୍ଟ ଏବଂ ଉପତ୍ୟକାର ମଧ୍ଯବତ୍ତୀଠାରକ୍ସ୍ଟ ଗୀଲିଯଦ ପର୍ୟ୍ଯନ୍ତ, ଏହି ନଗର ହିଁ ଆମ୍ଭମାନଙ୍କର ଶକ୍ତିର ଅତିରିକ୍ତ ନଥିଲା। ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ବର ଆମ୍ଭ ସମ୍ମକ୍ସ୍ଟଖ ରେ ସବୁ ସମର୍ପଣ କଲେ।

ଯିହୋଶୂୟ 13:9

ଅର୍ଣ୍ଣୋନ୍ ଉପତ୍ୟକା ନିକଟସ୍ଥ ଅରୋଯରଠାରକ୍ସ୍ଟ ଓ ଉପତ୍ୟକାର ମଧ୍ଯବର୍ତ୍ତୀ ନଗର ଓ ଦୀବୋନ୍ ପର୍ୟ୍ଯନ୍ତ ମଦବୋର ସମସ୍ତ ସମଭୂମି।

ଯିହୋଶୂୟ 13:16

ଅର୍ନୋନ ଉପତ୍ୟକା ନିକଟସ୍ଥ ଅରୋଯରଠାେରକ୍ସ୍ଟ ଉପତ୍ୟକା ମଧ୍ଯବର୍ତ୍ତୀ ନଗର ଓ ମଦବୋ ନିକଟସ୍ଥ ସମସ୍ତ ସମତଳ ଭୂମି ସମାନଙ୍କେର ସୀମା ଥିଲା।

ଯିହୋଶୂୟ 13:25

ୟା ସରମାନଙ୍କେର ଭୂମି ଏବଂ ଗିଲିଯଦର ସମସ୍ତ ସହର ମାଶାେ ସମାନଙ୍କେୁ ଦେଲେ। ସେ ମଧ୍ଯ ଅମ୍ମାନେ ସନ୍ତାନଗଣମାନଙ୍କ ଅର୍ଦ୍ଧକେ ଜମିକକ୍ସ୍ଟ ଦାନ କରିଥିଲେ। ତାହା ଅରୋଯରେ ପୂର୍ବସ୍ଥିତ ରଦ୍ଦାରଠା ରେ ଥିଲା।

ପ୍ରଥମ ଶାମୁୟେଲ 30:28

ଅରୋଯର, ଶିଫମାେତ୍ ଓ ଇଷ୍ଟିମାେଯମାନଙ୍କ ନିକଟକକ୍ସ୍ଟ କିଛି ପଠାଇଲେ।

ଯିଶାଇୟ 16:8

ଲୋକମାନେ ଦୁଃଖିତ ହବେେ କାରଣ ହିଶବୋନର କ୍ଷତେସବୁ ଓ ଶବ୍ମାର ଦ୍ରାକ୍ଷାଲତା ଆଉ ଦ୍ରାକ୍ଷା ଉତ୍ପନ୍ନ କରିବ ନାହିଁ। ଦ୍ରାକ୍ଷା ରାଷ୍ଟ୍ରର ପ୍ରଭୁଙ୍କ ପାନୀଯ ପାଇଁ ତିଆରି କରାୟାଏ, ମରୁଭୂମିରେ ପହଞ୍ଚିବା ପାଇଁ ବ୍ଯବହାର କରାୟାଏ, ଯାହାର ମୂଳ ସମୁଦ୍ର ପର୍ୟ୍ଯନ୍ତ ବିସ୍ତୃତ ହାଇେଛି।

ଯିଶାଇୟ 17:2

ଅରୋଯର ନଗରକୁ ଲୋକମାନେ ପରିତ୍ଯାଗ କରିବେ। ସହେି ଶୂନ୍ଯ ସହରର ମଷେବଲ ସ୍ବାଧୀନ ଭାବରେ ବିଚରଣ କରିବେ। ଭୟ ଦଖାଇବୋକୁ ସଠାେ ରେ କହେି ନ ଥିବେ।

Interlinear

Choose Theme