Home Bibles ଦିତୀୟ ଶାମୁୟେଲ 3:21 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 3:21 · ଓଡ଼ିଆ ବାଇବେଲ

ଅବନର ଦାଉଦଙ୍କକ୍ସ୍ଟ କହିଲେ, ହେ ମାରେ ପ୍ରଭକ୍ସ୍ଟ ମହାରାଜ, ମାେତେ ୟିବାକକ୍ସ୍ଟ ଦିଅ, ଏବଂ ସମସ୍ତ ଇଶ୍ରାୟେଲୀୟମାନଙ୍କୁ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖକକ୍ସ୍ଟ ଆଣିବାକକ୍ସ୍ଟ ଦିଅ। ତା'ପରେ ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଏକ ଚକ୍ସ୍ଟକ୍ତି କରିବେ। ଏବଂ ଆପଣ ସମଗ୍ର ଇଶ୍ରାୟେଲର ରାଜା ହବେେ। ଏବଂ ଆପଣଙ୍କ ଇଛା ମତେ ରାଜତ୍ବ କରିବେ। ତେଣୁ ଦାଉଦ ଅବନରକକ୍ସ୍ଟ ୟିବାକକ୍ସ୍ଟ ଅନକ୍ସ୍ଟମତି ଦେଲେ ଏବଂ ଅବନର ଶାନ୍ତି ରେ ଉକ୍ତ ସ୍ଥାନ ପରିତ୍ଯାଗ କଲେ।

Cross references

ଦିତୀୟ ଶାମୁୟେଲ 2:9

ଏବଂ ତାଙ୍କୁ ଗିଲିଯଦ, ଅଶୂରି, ୟିଷ୍ରିଯଲେ ଓ ଇଫ୍ରଯିମ, ବିନ୍ଯାମୀନ ଓ ସମସ୍ତ ଇଶ୍ରାୟେଲର ରାଜା ଭାବରେ ଅଭିଷିକ୍ତ କରାଇଲେ।

ଦିତୀୟ ଶାମୁୟେଲ 3:10

ସଦାପ୍ରଭୁ ଦାଉଦଙ୍କକ୍ସ୍ଟ ୟିହକ୍ସ୍ଟଦା ଏବଂ ଇଶ୍ରାୟେଲର ରାଜା କରିବେ। ସେ ଦାନଠାରକ୍ସ୍ଟ ବେର୍ଶବୋ ପର୍ୟ୍ଯନ୍ତ ଶାସନ କରିବେ। ଏବଂ ମୁ ଭାବକ୍ସ୍ଟଛି, ସଦାପ୍ରଭୁ ମାେ ଉପରେ ଅନ୍ଯାଯ କରିବେ ଯଦି ମୁ ତାହା ନକରେ।

ଦିତୀୟ ଶାମୁୟେଲ 3:12

ଅବନର ଦାଉଦଙ୍କ ନିକଟକକ୍ସ୍ଟ ଦୂତଗଣ ପଠାଇଲେ ଏବଂ କହିଲେ, ଏ ଦେଶକକ୍ସ୍ଟ କିଏ ଶାସନ କରିବା ଯୋଗ୍ଯ ବ୍ଯକ୍ତି ବୋଲି ତୁମ୍ଭେ ଭାବକ୍ସ୍ଟଛ? ମାେ ସହିତ ତୁମ୍ଭେ ଏକ ଚକ୍ସ୍ଟକ୍ତି କର ଏବଂ ସମଗ୍ର ଇଶ୍ରାୟେଲ ଉପରେ ତୁମ୍ଭେ ରାଜତ୍ବ କରିବା ପାଇଁ ମୁ ତୁମ୍ଭକୁ ସାହାୟ୍ଯ କରିବି।

ପ୍ରଥମ ରାଜାବଳୀ 11:37

ତୁମ୍ଭର ମହା ସନ୍ତୋଷାନୁୟାଯୀ ମୁଁ ତୁମ୍ଭକୁ ଇଶ୍ରାୟେଲ ଉପରେ ଶାସନ କରାଇବି।

ଗୀତସଂହିତା 20:4

ତୁମ୍ଭେ ୟାହା ଚାହୁଁଛ, ପରମେଶ୍ବର ତୁମ୍ଭକୁ ତାହା ପ୍ରଦାନ କରନ୍ତୁ। ସେ ତୁମ୍ଭର ସକଳ ମନସ୍କାମନା ପୂରଣ କରନ୍ତୁ ଓ ତୁମ୍ଭର ସକଳ ଯୋଜନାକୁ ସଫଳ କରନ୍ତୁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:21

ସେ ପ୍ରକୃତ ରେ ତୁମ୍ଭ ପାଇଁ ମନୟୋଗୀ। ଅନ୍ୟ ଲୋକମାନେ କବଳେ ତାଙ୍କ ନିଜ ଜୀବନ ବିଷୟ ରେ ଆଗ୍ରହୀ ଅଟନ୍ତି। ଖ୍ରୀଷ୍ଟ ଯୀଶୁଙ୍କ କାର୍ୟ୍ଯ ରେ ସମାନେେ ଆଗ୍ରହୀ ନୁହଁନ୍ତି।

Interlinear

Choose Theme