ଯୋୟାବ ରାଜାଙ୍କ ସମ୍ମକ୍ସ୍ଟଖକକ୍ସ୍ଟ ଆସିଲେ ଏବଂ ପଚାରିଲେ, ତୁମ୍ଭେ କ'ଣ କଲ? ଅବ୍ନର ଆପଣଙ୍କ ନିକଟକକ୍ସ୍ଟ ଆସିଥିଲା, କିନ୍ତୁ ଆପଣ ତାକକ୍ସ୍ଟ ଆଘାତ ନ କରି ପଠାଇ ଦେଲେ।
Cross references
ତେଣୁ ଫାରୋ ଅବ୍ରାମଙ୍କୁ ଡ଼ାକି କହିଲେ, ତୁମ୍ଭେ କାହିଁକି ମାେ ପ୍ରତି ଏପରି ମନ୍ଦ ଆଚ଼ରଣ କଲ? ସାରୀ ତୁମ୍ଭର ସ୍ତ୍ରୀ ବୋଲି ତୁମ୍ଭେ କହି ନଥିଲ! କାହିଁକି?
ଏଥି ରେ ବାଲାକ୍ ବିଲିଯମକୁ କହିଲେ, ତୁମ୍ଭେ ଆମ୍ଭ ପ୍ରତି ଏ କ'ଣ କଲ? ଆମ୍ଭେ ଶତୃମାନଙ୍କୁ ଶାପ ଦବୋପାଇଁ ତୁମ୍ଭକୁ ଡାକିଥିଲୁ। ମାତ୍ର ତୁମ୍ଭେ ସମାନଙ୍କେୁ ଆଶୀର୍ବାଦ କଲ।
ଅବନର ଇଶ୍ବୋଶତର କଥା ଶକ୍ସ୍ଟଣି ଅତି ରାଗ ରେ କହିଲା, ମୁ ତ ତକ୍ସ୍ଟମ୍ଭ ପିତା ଶାଉଲ ବଂଶକକ୍ସ୍ଟ ଓ ତାଙ୍କର ଭାଇ ବନ୍ଧକ୍ସ୍ଟମାନଙ୍କୁ ଦୟା କରୁଅଛି। ମୁ ମଧ୍ଯ ତୁମ୍ଭକୁ ଦାଉଦ ହସ୍ତ ରେ ସମର୍ପଣ କରିନାହିଁ। ତଥାପି ତୁମ୍ଭେ ଆଜି ଏହି ସ୍ତ୍ରୀ ବିଷଯ ରେ ଅପରାଧ ମାେ ଉପରେ ଆରୋପ କରୁଅଛ।
ମୁ ରାଜା ରୂପେ ଅଭିଷିକ୍ତ ହେଲେ ହେଁ ତଥାପି ମୁ ଆଜି ଦୁର୍ବଳ। ଏହି ସରକ୍ସ୍ଟଯାର ପକ୍ସ୍ଟତ୍ରମାନେ ମାେତେ ଅତି ଦକ୍ସ୍ଟଃଖର କାରଣ ଦେଲେ। ସଦାପ୍ରଭୁ ଏହି କକ୍ସ୍ଟକାର୍ୟ୍ଯ କରିଥିବା ଲୋକମାନଙ୍କୁ ତାଙ୍କର କକ୍ସ୍ଟକର୍ମ ଅନକ୍ସ୍ଟସା ରେ ଦଣ୍ତ ଦିଅନ୍ତକ୍ସ୍ଟ।
ସଯାୟାବ ରାଜ ଗୃହସର ପ୍ରଲବଶ କରି ରାଜାଙ୍କକ୍ସ୍ଟ କହିଲା, ଆପଣ ଆଜି ଆପଣଙ୍କର ପଦସ୍ଥ କର୍ମଗ୍ଭରୀମାନଙ୍କୁ ଲଜ୍ଜିତ କରିଛନ୍ତି। ଆପଣସସଇ ପଦସ୍ଥ କର୍ମଗ୍ଭରୀମାନଙ୍କୁ ଅପମାନିତ କରିଛନ୍ତି,ସଯଉଁମାଲନ ଆଜି ଆପଣଙ୍କର ପକ୍ସ୍ଟତ୍ର, କନ୍ଯା, ସ୍ତ୍ରୀ ଓ ଆପଣଙ୍କର ଉପପତ୍ନୀମାନଙ୍କର ଜୀବନ ରକ୍ଷା କରିଛନ୍ତି।
ପୀଲାତ କହିଲେ, ମୁଁ ଜଣେ ଯିହୂଦୀ ନୁହେଁ। ତୁମ୍ଭ ନିଜର ଲୋକମାନେ ଓ ସମାନଙ୍କେର ପ୍ରଧାନଯାଜକମାନେ ତୁମ୍ଭକୁ ମାେ ପାଖକୁ ଆଣିଛନ୍ତି। ତୁମ୍ଭେ କ'ଣ ଦୋଷ କରିଛ?