ଆପଣ ଜାଣନ୍ତି ଅବ୍ନର ହେଉଛି ନରର ପକ୍ସ୍ଟତ୍ର, ଆପଣ ଜାଣନ୍ତି ଯେ, ସେ ଆପଣଙ୍କ ପାଖକକ୍ସ୍ଟ ଛଳନା କରିବାକୁ ଆସିଥିଲା ଓ ଆପଣ କ'ଣ କରୁଥିଲେ ତାହା ଖାଜେିବାକକ୍ସ୍ଟ ସେ ଆସିଥିଲା।
Cross references
ଏବଂ ଯୋଷଫେ ପୂର୍ବରୁ ସମାନଙ୍କେର ଭାଇମାନଙ୍କ ବିଷଯ ରେ ଯେଉଁ ସ୍ବପ୍ନ ଦେଖିଥିଲେ ତାହା ମନେ କଲେ।
ତା'ପରେ ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭମାନେେ ଆମ୍ଭର ଦୂର୍ବଳତା ଜାଣିବା ପାଇଁ ଏଠାକୁ ଆସିଅଛ।
ମୁଁ ତୁମ୍ଭମାନଙ୍କ ମଧ୍ଯରୁ ଜଣକୁ ଛାଡ଼ିବି ସେ ୟାଇ ତୁମ୍ଭର ସାନ ଭାଇକୁ ଏଠାକୁ ନଇେ ଆସିବ। ସେ ଆସିବା ପର୍ୟ୍ଯନ୍ତ ତୁମ୍ଭମାନେେ ବନ୍ଦୀଶାଳା ରେ ରହିବ। ମୁଁ ଦେଖିବି ତୁମ୍ଭମାନେେ ସତ କହୁଛ ନା ତୁମ୍ଭମାନେେ ଚର, ଆମ୍ଭେ ଫାରୋଙ୍କ ଜୀବନ ଦଇେ ଶପଥ କରୁଛୁ।
ମୁଁ ତୁମ୍ଭଙ୍କୁ ବିନଯ କରୁଛ ଏକ ପ୍ରତିନିଧି ବାଛିବାକୁ, ୟିଏ ସମାନଙ୍କେୁ ଆଗଇେ ନବେ ଏବଂ ନୂତନ ଭୂମିକୁ ଆଣି ପାରିବ। ଏହିପ୍ରକା ରେ ସଦାପ୍ରଭୁଙ୍କର ଲୋକମାନେ ବିନା ପାଳକରେ ମଷେପଲ ତୁଲ୍ଯ ହବେେ ନାହିଁ।
ଯେତବେେଳେ ତୁମ୍ଭମାନେେ ଆସିବ ଓ ବାହାରକକ୍ସ୍ଟ ୟିବ, ତୁମ୍ଭମାନେେ ଆଶୀର୍ବାଦ ପ୍ରାଲ୍ଗ ହବେ।
କିନ୍ତୁ ପଲେଷ୍ଟୀୟ ଶାସକଗଣ ଅଖୀଶ ଉପରେ ରାଗିଲେ। ସମାନେେ କହିଲେ, ଦାଉଦକକ୍ସ୍ଟ ଫରୋଇ ଦିଅ। ତୁମ୍ଭେ ତା ପାଇଁ ଯେଉଁ ସ୍ଥାନ ନିରକ୍ସ୍ଟପଣ କରିଅଛ, ସେ ନିଜର ସହେି ସ୍ଥାନକକ୍ସ୍ଟ ଫରେି ଯାଉ। ସେ ଆମ୍ଭ ସହିତ ୟକ୍ସ୍ଟଦ୍ଧକକ୍ସ୍ଟ ୟାଇପାରିବ ନାହିଁ। ସେ ଯଦି ଆମ୍ଭ ସହିତ ରହେ, ତବେେ ସେ ଆମ୍ଭ ନିଜ ଛାଉଣୀ ମଧିଅରେ ଜଣେ ଶତୃ ହାଇେ ରହିବ। ସେ ତା'ର ରାଜା ଶାଉଲଙ୍କକ୍ସ୍ଟ ସନ୍ତକ୍ସ୍ଟଷ୍ଟ କରିବା ପାଇଁ ଆମ୍ଭ ନିଜର ଲୋକଙ୍କକ୍ସ୍ଟ ମାରିବ।
ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।
କିନ୍ତୁ ଅେମ୍ମାନୀୟ ଅଧିକାରୀଗଣ ହାନୂନ୍କକ୍ସ୍ଟ କହିଲେ, ତୁମ୍ଭେ ଭାବକ୍ସ୍ଟଛ କି ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଓ ତୁମ୍ଭର ପକ୍ସ୍ଟତାଙ୍କୁ ସମ୍ମାନ ଦବୋ ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ସମାନଙ୍କେୁ ନଗରକକ୍ସ୍ଟ ଆକ୍ରମଣ କରିବା ପୂର୍ବରକ୍ସ୍ଟ ସମାନଙ୍କେୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।
ଶଷେ ରେ ମୁଁ ଆସି ତୁମ୍ଭମାନଙ୍କର ସ୍ବଦେଶ ତୁଲ୍ଯ ଏକ ଦେଶକୁ ନଇୟିବେି ଯେଉଁଠା ରେ ଶସ୍ଯ, ଦ୍ରାକ୍ଷାରସ, ରୋଟୀ, ଦ୍ରାକ୍ଷାକ୍ଷେତ୍ର, ଜିତତୈଳ ଓ ମଧୂ ବିପୁଳ ପରିମାଣ ରେ ଅଛି, ସଠାେରେ ତୁମ୍ଭମାନେେ ବଞ୍ଚିବ ଓ ମରିବ ନାହିଁ। ମାତ୍ର ରାଜା ହିଜକିଯ କଥା ଶୁଣ ନାହିଁ। ତୁମ୍ଭମାନଙ୍କର ମନକୁ ବଦଳାଇବା ପାଇଁ ସେ ସବୁବେଳେ କହିବ, 'ସଦାପ୍ରଭୁ ଆମ୍ଭମାନଙ୍କୁ ଉଦ୍ଧାର କରିବେ।'
ବର୍ତ୍ତମାନ ଏବଂ ସବୁଦିନ ପାଇଁ ୟିବା ଆସିବା ବେଳେ ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ।
ମାତ୍ର ତୁମ୍ଭେ କବେେ ଉଠିବ, ବସିବ, ବାହାରକୁ ୟିବ, ଭିତରକୁ ଆସିବ, ପୁଣି ଆମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବ, ଏସବୁ ଆମ୍ଭେ ଜାଣୁ।
ସଠାେରେ ବହୁତ ଲୋକ ଥିଲେ। ସମାନଙ୍କେ ମଧ୍ଯରୁ ଅନକେେ ଗୋପନ ରେ ନିଜ ନିଜ ଭିତ ରେ ଯୀଶୁଙ୍କ ବିଷୟ ରେ କଥାବାର୍ତ୍ତା ହେଉଥିଲେ। କେତକେ ଲୋକ କହିଲେ, ସେ ଜଣେ ଉତ୍ତମ ଲୋକ। କିନ୍ତୁ ଅନ୍ୟମାନେ କହୁଥିଲେ, ନା, ସେ ଲୋକମାନଙ୍କୁ ପ୍ରତାରଣା କରୁଛି।
ଫାରୂଶୀମାନେ କହିଲେ, ତାହା ହେଲେ ଯୀଶୁ ତୁମ୍ଭମାନଙ୍କୁ ମଧ୍ଯ ବୋକା ବନଇେଛନ୍ତି।
ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।