Home Bibles ☰ Books ଦିତୀୟ ଶାମୁୟେଲ 3:30 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 3:30 · ଓଡ଼ିଆ ବାଇବେଲ

ଯୋୟାବ ଓ ତା'ର ଭାଇ ଅବୀଶଯ ଅବ୍ନରକକ୍ସ୍ଟ ହତ୍ଯା କଲେ, କାରଣ ଅବ୍ନର ସମାନଙ୍କେର ଭାଇ ଅସା ହେଲକକ୍ସ୍ଟ ଗିବିଯା ୟକ୍ସ୍ଟଦ୍ଧ ରେ ହତ୍ଯା କରିଥିଲେ।

Cross references

ଗଣନା ପୁସ୍ତକ 35:19

ଜଣେ ମୃତ ପରିବାରର ଲୋକ, ହତ୍ଯାକାରୀକୁ ହତ୍ଯା କରିପାରିବ। ସେ ତାକୁ ଦେଖିଲା ମାତ୍ରକେ ହତ୍ଯା କରିପାରିବ।

ଦିତୀୟ ଶାମୁୟେଲ 2:19

ଅସା ହେଲ ଅବନର ପେଛ ପେଛ ଦୌଡିଗଲା। ଏବଂ ତାଙ୍କ ପେଛ ପେଛ ୟିବା ଆରମ୍ଭ କଲା।

ହିତୋପଦେଶ 28:17

ଯେଉଁ ଲୋକ କୌଣସି ଲୋକର ରକ୍ତ ରେ ଭାରଗ୍ରସ୍ତ ହୁଏ, ସେ ଗର୍ତ୍ତ ପର୍ୟ୍ଯନ୍ତ ପଳାଇବ। ତାକୁ କହେି ଅଟକାଇବେ ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 28:4

ସଠାେର ବାସିନ୍ଦାମାନେ ତାହାଙ୍କ ହାତ ରେ ସାପ ଝୁଲୁ ଥିବାର ଦେଖିଲେ। ସମାନେେ ନିଜ ନିଜ ଭିତ ରେ କୁହା କୁହି ହେଲେ, ଏ ଲୋକଟିର ନିଶ୍ଚୟ ମୃତ୍ଯୁ ହବେ। ଯଦିଓ ଏ ଲୋକ ସମୁଦ୍ରରୁ ରକ୍ଷା ପାଇଲା, କିନ୍ତୁ ନ୍ଯାୟ ଏହାକୁ ବଞ୍ଚିବା ପାଇଁ ଦଲୋ ନାହିଁ।

Interlinear

Choose Theme