Home Bibles ଦିତୀୟ ଶାମୁୟେଲ 3:31 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 3:31 · ଓଡ଼ିଆ ବାଇବେଲ

ଦାଉଦ ଯୋୟାବ ଓ ତାଙ୍କ ସହିତ ଥିବା ସମସ୍ତ ଲୋକଙ୍କକ୍ସ୍ଟ କହିଲେ, ତୁମ୍ଭର ବସ୍ତ୍ର ଚିରିଦିଅ ଓ ସମସ୍ତେ ଦକ୍ସ୍ଟଃଖଦ ବସ୍ତ୍ର ପିନ୍ଧ, ଅବ୍ନର ପାଇଁ ରୋଦନ କର।

Cross references

ଆଦି ପୁସ୍ତକ 37:29

ରୂବନ୍େ ତା'ର ଭାଇମାନଙ୍କ ସହିତ ନଥିଲା, ଯେତବେେଳେ ସମାନେେ ଯୋଷଫେକୁ ବଣିକମାନଙ୍କ ମଧିଅରେ ବିକ୍ରୀ କରିଥିଲେ। ଯେତବେେଳେ ରୂବନ୍େ ଆସିଲା ଓ ଦେଖିଲା ଯେ ତା'ର ଭାଇ ଯୋଷଫେ ସହେି କୂପ ମଧିଅରେ ନଥିଲା। ସେ ଏତେ ବ୍ଯତିବ୍ଯସ୍ତ ହାଇେ ପଡ଼ିଲା ଯେ, ତା'ର ପୋଷାକ ସବୁ ଚିରି ପକାଇଲା।

ଆଦି ପୁସ୍ତକ 37:34

ଏହାର ଶୁଣି ଯାକୁବ ତାଙ୍କ ଲୁଗା ଚିରି, ବିଶଷେ ଶୋକ ବସ୍ତ୍ର ପିନ୍ଧି ତାଙ୍କର ଶାେକ ପ୍ରକାଶ କଲେ। ଯାକୁବ ବହୁ ଦିନ ପର୍ୟ୍ଯନ୍ତ ପୁତ୍ର ପାଇଁ ଶୋକ କଲେ।

ଯିହୋଶୂୟ 7:6

ଯେତବେେଳେ ୟିହୋଶୂଯ ଏହା ଶୁଣିଲେ। ସେ ତାଙ୍କର ଦକ୍ସ୍ଟଃଖ ଜଣାଇବା ପାଇଁ, ତାଙ୍କର ବସ୍ତ୍ରକକ୍ସ୍ଟ ଚିରି ଦେଲେ। ସେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିକଟରେ ମଥାମାଡି ଭୂମିରେ ପଡି ରହିଲେ। ଯିହାଶୂେୟ ଇଶ୍ରାୟେଲର ନତେୃବର୍ଗଙ୍କ ସହିତ ସଠାେରେ ରହିଲେ, ଯେଉଁମାନେ ସନ୍ଧ୍ଯା ପର୍ୟ୍ଯନ୍ତ ଦକ୍ସ୍ଟଃଖ ଜଣାଇ ସମାନଙ୍କେର ମସ୍ତକରେ ଧୂଳି ଫିଙ୍ଗିଲେ।

ବିଚାରକର୍ତାମାନଙ୍କ ବିବରଣ 11:35

ଯେତବେେଳେ ୟିଲ୍ଗହ ଦେଖିଲେ ତାଙ୍କର କନ୍ଯା ଯେ କି ପ୍ରଥମେ ଗୃହରକ୍ସ୍ଟ ବାହାର ହାଇେ ତାଙ୍କୁ ଦଖାେ ଦେଲେ। ସେ ତାଙ୍କ ନିଜର ପିନ୍ଧାବସ୍ତ୍ର ଚିରି ଦେଲେ ଓ କହିଲେ, ହେ ମାରେ କନ୍ଯା! ତୁମ୍ଭେ ମାେତେ ଧ୍ବଂସ କରିଦଲେ। ତୁମ୍ଭେ ମାରେ ଦକ୍ସ୍ଟଃଖର କାରଣ ହେଲ, କାରଣ ମୁ ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଆପଣା ମକ୍ସ୍ଟଖ ରେ ପ୍ରତିଜ୍ଞା କରିଛି ଏବଂ ମୁ ପ୍ରତିଜ୍ଞା ଫରୋଇ ନଇେପାରିବି ନାହିଁ।

ଦିତୀୟ ଶାମୁୟେଲ 1:2

ତା'ପରେ ତୃତୀୟ ଦିନ ଶାଉଲଙ୍କର ଛାଉଣୀରକ୍ସ୍ଟ ଜଣେ ସୈନ୍ଯ ସିକ୍ଲଗ୍କକ୍ସ୍ଟ ଆସିଲା। ସେ ଲୋକଟି ଅତ୍ଯନ୍ତ ଦକ୍ସ୍ଟଃଖିତ ଥିଲା। ତା'ର ବସ୍ତ୍ର ଚିରି ୟାଇଥିଲା ଏବଂ ତା' ମକ୍ସ୍ଟଣ୍ତ ରେ ମାଟି ବୋଳି ହାଇେଥିଲା। ଉକ୍ତ ଲୋକ ଜଣକ ଦାଉଦଙ୍କ ପାଖକକ୍ସ୍ଟ ଆସି ଭୂମିଷ୍ଠ ପ୍ରଣାମ କଲା।

ଦିତୀୟ ଶାମୁୟେଲ 1:11

ତା'ପରେ ଦାଉଦ ଦକ୍ସ୍ଟଃଖ ରେ ନିଜର ବସ୍ତ୍ରକକ୍ସ୍ଟ ଚିରି ପକାଇଲେ, ଏବଂ ଦାଉଦଙ୍କ ନିକଟରେ ଥିବା ସମସ୍ତ ଲୋକ ମଧ୍ଯ ଦାଉଦଙ୍କ ପରି କଲେ।

ଦିତୀୟ ରାଜାବଳୀ 19:1

ରାଜା ହିଜକିଯ ସମସ୍ତ କଥା ଶୁଣିଲେ। ନିଜର ଦୁଃଖ ଓ ବ୍ଯସ୍ତତା ଜଣାଇବା ପାଇଁ ଆପଣା ବସ୍ତ୍ର ଚିରିଲେ ଓ ଅଖା ଘୋଡିହାଇେ ସଦାପ୍ରଭୁଙ୍କ ମନ୍ଦିରକୁ ଗଲେ।

ଲୂକଲିଖିତ ସୁସମାଚାର 7:14

ଯୀଶୁ କୋକଇେ ପାଖକୁ ଯାଇ ତାହା ଛୁଇଁଲେ। କୋକଇେ କାନ୍ଧଇେ ନେଉଥିବା ଲୋକେ ଅଟକିଗଲେ। ଯୀଶୁ ମୃତ ପୁତ୍ରକୁ କହିଲେ, ୟୁବକ, ମୁଁ ତୁମ୍ଭକୁ କହୁଛି ଠିଆ ହୁଅ।

Interlinear

Choose Theme