Home Bibles ଦିତୀୟ ଶାମୁୟେଲ 3:4 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 3:4 · ଓଡ଼ିଆ ବାଇବେଲ

ଚତକ୍ସ୍ଟର୍ଥ ପକ୍ସ୍ଟତ୍ର ଜନ୍ମ ହେଲ, ତାଙ୍କର ନାମ ଅଦୋନୀଯ, ଅଦୋନୀଯର ମାତା ହେଲ, ହଗୀତ୍ ଏବଂ ପଞ୍ଚମ ପକ୍ସ୍ଟତ୍ର ହେଲ ଶଫଟୀଯ ସେ ଅବିଟଲର ପକ୍ସ୍ଟତ୍ର।

Cross references

ପ୍ରଥମ ରାଜାବଳୀ 1:5

ରାଜା ଦାଉଦ ଓ ପତ୍ନୀ ହଗୀତଙ୍କର ପୁତ୍ର ଅଦୋନିଯ ଅତି ସୁନ୍ଦର ଥିଲେ। ସେ ତାଙ୍କର ଭାଇ ଅବଶାଲୋମଙ୍କ ପରେ ଜନ୍ମ ଗ୍ରହଣ କରିଥିଲେ। ମାତ୍ର ସେ ଅତ୍ଯନ୍ତ ଗର୍ବୀ ଥିଲେ ଓ ନିଜେ ପରବର୍ତ୍ତୀ ରାଜା ହବୋକୁ ସ୍ଥିର କଲେ।

ପ୍ରଥମ ରାଜାବଳୀ 2:13

ତା'ପରେ ହଗୀତର ପୁତ୍ର ଅଦୋନିଯ ଶଲୋମନଙ୍କର ମାତା ବତ୍ଶବୋ ନିକଟକୁ ଆସିଲେ। ବତ୍ଶବୋ ତାଙ୍କୁ ପଚାରିଲେ, ଶାନ୍ତି ରେ ଆସିଲ ତ?

Interlinear

Choose Theme