Home Bibles ଦିତୀୟ ଶାମୁୟେଲ 4:6 · ଓଡ଼ିଆ ବାଇବେଲ
ଦିତୀୟ ଶାମୁୟେଲ 4:6 · ଓଡ଼ିଆ ବାଇବେଲ

ରେଖବ ଓ ବାନା ଇଶ୍ବୋଶତ୍ର ଗୃହ ରେ ପ୍ରବେଶ କଲେ, ସତେ ଯେପରି ସମାନେେ ଗହମ ନବୋକକ୍ସ୍ଟ ଆସିଛନ୍ତି। ଇଶ୍ବୋଶତ୍ ସହେି ସମୟରେ ତାଙ୍କର ଶାଇେବା ଘ ରେ ବିଛଣା ଉପରେ ବିଶ୍ରାମ ନେଉଥିଲେ।

Cross references

ବିଚାରକର୍ତାମାନଙ୍କ ବିବରଣ 3:26

ଦାସମାନେ ରାଜାଙ୍କ ପାଇଁ ସଠାେରେ କିଛି ସମୟ ଅପେକ୍ଷା କଲେ। ଏହି ସମୟରେ ଏହୂଦ୍ ସେ ସ୍ଥାନ ଛାଡି ପଳାଇଗଲେ। ଏହୂଦ୍ ମୂର୍ତ୍ତି ବାଟଦଇେ ସିଯୀରାକକ୍ସ୍ଟ ପଳାଇଗଲେ।

ଦିତୀୟ ଶାମୁୟେଲ 2:23

କିନ୍ତୁ ଅସା ହେଲ ଅବ୍ନର ପଛ ରେ ଦୌଡିବାରକ୍ସ୍ଟ ବିରତ ହେଲା ନାହିଁ। ତେଣୁ ଅବ୍ନର ବର୍ଚ୍ଛାର ମକ୍ସ୍ଟନ ରେ ତା'ର ପଟେକକ୍ସ୍ଟ ଭୂଷି ଦବୋରକ୍ସ୍ଟ ତାହା ପିଠି ଦଇେ ବାହାରି ଗଲା। ତେଣୁ ସେ ସହେିଠା ରେ ମରିଗଲା।

ଦିତୀୟ ଶାମୁୟେଲ 3:27

ଯେତବେେଳେ ଅବ୍ନର ହିବ୍ରୋଣଠା ରେ ପହଁଞ୍ଚିଲେ। ଯୋୟାବ ତାଙ୍କ ସହିତ ନିରୋଳା ରେ କଥାବାର୍ତ୍ତା ପାଇଁ ତାଙ୍କୁ ନଗର ଦ୍ବାର ଭିତରକକ୍ସ୍ଟ ନଇଗେଲେ। ଏବଂ ଯୋୟାବ ଅବ୍ନରକକ୍ସ୍ଟ ସହେିଠା ରେ ତାଙ୍କ ପଟେ ରେ ଖଡ୍ଗ ଭୂଷି ମାରି ଦେଲେ। ଅବ୍ନର ଯୋୟାବର ଭାଇ ଅସା ହେଲକକ୍ସ୍ଟ ହତ୍ଯା କରିଥିଲେ। ତେଣୁ ଯୋୟାବ ଅବ୍ନରକକ୍ସ୍ଟ ହତ୍ଯା କଲେ।

ଦିତୀୟ ଶାମୁୟେଲ 20:10

ମାତ୍ର ଯୋୟାବର ହସ୍ତସ୍ଥିତ ଖଡ୍ଗ ପ୍ରତି ଅମାସା କିଛି ଦୃଷ୍ଟି ଦଲୋ ନାହିଁ। ଏବଂ ଯୋୟାବ ସହେି ଖଡ୍ଗ ରେ ତା'ର ଉଦରକକ୍ସ୍ଟ ଆଘାତ କରି ତାହାର ଅନ୍ତବକ୍ସ୍ଟଜକ୍ସ୍ଟଳି କାଢି ଭୂମିରେ ପକାଇ ଦଲୋ। ସେ ଦ୍ବିତୀୟ ଥର ଆଘାତ କଲା ନାହିଁ। ସେଥି ରେ ହିଁ ସେ ମରି ୟାଇଥିଲା। ତା'ପରେ ଯୋୟାବ ଏବଂ ତାହାର ଭାଇ ଅବୀଶଯ ବିଖ୍ରିର ପକ୍ସ୍ଟତ୍ର ପଛ ରେ ଗୋଡ଼ାଇବାକକ୍ସ୍ଟ ଆରମ୍ଭ କଲେ।

Interlinear

Choose Theme