ସହେି ସମୟରେ ରେଖବ୍ ଓ ବାନା ତାଙ୍କର ପଟେ ରେ ଖଡ୍ଗ ଭୂଷି ହତ୍ଯା କଲେ ଓ ତାଙ୍କର ମକ୍ସ୍ଟଣ୍ତ କାଟି ତାଙ୍କ ସହିତ ନଇେ ଆସିଲେ। ସମାନେେ ୟର୍ଦ୍ଦନ ଉପତ୍ୟକା ଦଇେ ରାତିସାରା ଚାଲିଲେ।
Cross references
ଦାଉଦ ଦୌଡିୟାଇ ସହେି ପଲେଷ୍ଟୀୟ ଉପରେ ଠିଆ ହେଲେ ଓ ଗଲିଯାତର ଖଡ୍ଗ ଖାପରକ୍ସ୍ଟ କାଢି ତାହାର ମସ୍ତକ ଛଦନେ କଲେ।
ଦାଉଦ ସହେି ପଲେଷ୍ଟୀୟର ମସ୍ତକ ନଇେ ଯିରୁଶାଲମକୁ ଆଣିଲେ କିନ୍ତୁ ତା'ର ଅସ୍ତ୍ର ଆପଣା ଗୃହ ରେ ରଖିଲେ।
ପଲେଷ୍ଟୀୟମାନେ ଶାଉଲଙ୍କର ମସ୍ତକ କାଟି ତାଙ୍କର କବଚ ଇତ୍ଯାଦିକକ୍ସ୍ଟ ନଇଗେଲେ। ପଲେଷ୍ଟୀୟମାନେ ନିଜ ନିଜର ଦବଗେଣ ଗୃହ ବା ମନ୍ଦିରକକ୍ସ୍ଟ ଓ ଲୋକମାନଙ୍କୁ ଦେଶର ଗ୍ଭରି ଆଡକକ୍ସ୍ଟ ଖବର ଦଇେ ପଠାଇଲେ।
ଅବ୍ନର ଓ ତାଙ୍କର ଲୋକମାନେ ସେ ରାତ୍ରି ତମାମ ୟର୍ଦ୍ଦନ ଉପତ୍ୟକା ଦଇେ ଗମନ କଲେ ଓ ସମାନେେ ୟର୍ଦ୍ଦନ ନଦୀ ପାର ହେଲ ଓ ସମାନେେ ମହନଯିମକକ୍ସ୍ଟ ପହଞ୍ଚିବା ପର୍ୟ୍ଯନ୍ତ ଦିନସାରା ଗମନ କଲେ।
ତା'ପରେ ଯହେୂ ଦ୍ବିତୀୟ ଚିଠି ନତେୃବର୍ଗ ଓ ପ୍ରାଚୀନବର୍ଗମାନଙ୍କ ନିକଟକୁ ଏହା କହି ଲେଖିଲେ, ଯଦି ତୁମ୍ଭମାନେେ ମାେ ସପକ୍ଷ ରେ ଓ ମାେ ଆଜ୍ଞା ପାଳନ କରିବ, ତବେେ ଆହାବ୍ଙ୍କ ପୁତ୍ରମାନଙ୍କ କଟାମୁଣ୍ତ ଧରି ଆସନ୍ତାକାଲି ଏହି ସମୟରେ ୟିଷ୍ରିଯଲକେୁ ମାେ ନିକଟକୁ ଆସ।
ତାପରେ ଗୋଟିଏ ଥାଳି ରେ ଯୋହନଙ୍କ କଟାମୁଣ୍ଡ ଅଣାଗଲା। ତାହା ଝିଅକୁ ଦଇେ ଦିଆଗଲା। ଝିଅ କଟାମୁଣ୍ଡ ତା ମାଆ େ ହରୋଦିଆଙ୍କ ପାଖକୁ ନଇଗେଲା।
ଯୋହନଙ୍କ ସହେି ମୁଣ୍ଡ ସେ ଗୋଟିଏ ଥାଳି ରେ ଆଣି ଝିଅକୁ ତାହା ଦଲୋ। ସେ ଝିଅ ସହେି ମୁଣ୍ଡ ନଇେ ତା ମାଆକୁ ଦଲୋ।