ସହେି ସ୍ଥାନ ରେ ପଲେଷ୍ଟୀୟମାନେ ସମାନଙ୍କେର ମୂର୍ତ୍ତିଗୁଡିକୁ ଛାଡି ଗ୍ଭଲିଗଲେ। ଦାଉଦ ଓ ତାଙ୍କର ପୁରୁଷମାନେ ସହେିସବୁ ମୂର୍ତ୍ତିଗୁଡିକୁ ଦୂ ରଇେ ଦେଲେ।
Cross references
ମାତ୍ର ତୁମ୍ଭମାନେେ ସମାନଙ୍କେ ପ୍ରତି ଏରୂପେ ବ୍ଯବହାର କରିବ। ତୁମ୍ଭମାନେେ ସମାନଙ୍କେ ୟଜ୍ଞବଦେୀ ସକଳ ଭଗ୍ନ କରିବ ଓ ସମାନଙ୍କେ ସ୍ମରଣାର୍ଥକ ପ୍ରସ୍ତର ସବୁ ଭାଙ୍ଗି ପକାଇବ ଓ ଆଶରୋର ମୂର୍ତ୍ତିସଳକ ହାଣି ପକାଇବ। ପକ୍ସ୍ଟଣି ସମାନଙ୍କେ ଖାଦେିତ ପ୍ରତିମାସବୁ ଅଗ୍ନି ରେ ଦଗ୍ଧ କରିବ।
ତୁମ୍ଭମାନେେ ସମାନଙ୍କେ ଦବଗେଣର ଖାଦେିତ ପ୍ରତିମା ସକଳ ଅଗ୍ନି ରେ ଦଗ୍ଧ କରିବ। ତୁମ୍ଭେ ଯମେନ୍ତ ଫାନ୍ଦ ରେ ନ ପଡିବ ସେଥିପାଇଁ ସେ ସବୁ ରେ ଥିବା ରୂପା କି ସକ୍ସ୍ଟନା ପ୍ରତି ଲୋଭ କରିବ ନାହିଁ। କିଅବା ଆପଣା ନିମନ୍ତେ ତାହା ଗ୍ରହଣ କରିବ ନାହିଁ। କାରଣ ତାହା ସଦାପ୍ରଭୁ ତକ୍ସ୍ଟମ୍ଭ ପରମେଶ୍ବରଙ୍କର ଘୃଣିତ ବସ୍ତକ୍ସ୍ଟ ଅଟେ।
ତହିଁ ଉତ୍ତାରକ୍ସ୍ଟ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଦାଗୋନ ମନ୍ଦିରକକ୍ସ୍ଟ ଆଣି ଦାଗୋନ ଦବେତା ନିକଟରେ ରଖିଲେ।
ଏହାପରେ ଦାଉଦ ଓ ତାଙ୍କ ଲୋକମାନେ ବାଲ୍-ଫରାସୀମ ସହରକୁ ଗଲେ ଓ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ। ଦାଉଦ କହିଲେ, ପରମେଶ୍ବର ମାେ ଦ୍ବାରା ମାେ ଶତ୍ରୁମାନଙ୍କୁ ବନ୍ଯା ବ୍ଯାପିବା ତୁଲ୍ଯ ଧ୍ବଂସ କରିଅଛନ୍ତି। ତେଣୁ ସହେି ସ୍ଥାନର ନାମ ବାଲ୍-ପରାସୀମ୍ ରଖାଗଲା।
ଆଉ ମଧ୍ଯ ସମାନେେ ସହେି ଦେଶର ଦବେତାମାନଙ୍କୁ ଅଗ୍ନି ରେ ନିକ୍ଷପେ କରିଛନ୍ତି। କାରଣ ସମାନେେ ପ୍ରକୃତ ଦବେତା ନୁହଁନ୍ତି। ମନୁଷ୍ଯ ହସ୍ତ ନିର୍ମିତ କାଷ୍ଠ ଓ ପାଷାଣ ପ୍ରତିମା। ତେଣୁ ସମାନେେ ସଗେୁଡ଼ିକୁ ବିନାଶ କରିଛନ୍ତି।
ବେଲ୍ ଓ ନବୋ ଆମ୍ଭ ସମ୍ମୁଖ ରେ ଅବନତ ହବେେ। ସମାନଙ୍କେର ପ୍ରତିମାଗୁଡ଼ିକ ଜନ୍ତୁ ଓ ପଶୁମାନଙ୍କ ଉପ ରେ ଥୁଆ ହାଇେଛନ୍ତି। ସଗେୁଡ଼ିକ ବୋଝପରି ତୁମ୍ଭମାନେେ ବହି ଚାଲିଲ, ତାହା କ୍ଲାନ୍ତ ପଶୁମାନଙ୍କ ପାଇଁ କବଳେ ଭାର ହାଇେଅଛି।
ସମାନେେ ଅବନତ ହୁଅନ୍ତି, ସମାନେେ ଏକତ୍ର ନତ ହୁଅନ୍ତି। ସମାନେେ ଭାର ରକ୍ଷା କରି ପାରିଲେ ନାହିଁ, ନିଜେ ନିଜେ ବନ୍ଦୀ ହାଇଗେଲେ।
ନବୂଖଦନିତ୍ସର ମିଶର ଦେଶସ୍ଥ ସମସ୍ତ ଦବୋଳଯ ରେ ଅଗ୍ନି ସଂୟୋଗ କରିବ। ସେ ସଗେୁଡ଼ିକୁ ପୋଡ଼ି ସମସ୍ତ ମୂର୍ତ୍ତି ବାବିଲକୁ ନଇୟିବେ। ପୁଣି ମଷେପାଳକ ଯେପରି ଆପଣା ବସ୍ତ୍ରକୁ ପରିଚ୍ଛନ୍ନ କରେ ସହେିପରି ସେ ମିଶରକୁ ନିର୍ମଳ କରିବ। ସେ ମିଶର ରେ ଶାନ୍ତି ସ୍ଥାପନ କରି ପ୍ରସ୍ଥାନ କରିବ।
ତୁମ୍ଭମାନେେ ନିଜ କର୍ମ ରେ ଓ ଧନ ସତ୍ତି ରେ ନିର୍ଭର କରିଅଛ। ଏଣୁ ତୁମ୍ଭମାନେେ ଧରାୟିବ। ଆଉ କମାେଶ ତା'ର ଯାଜକ ଓ ଅଧିପତିଗଣ ସହିତ ବନ୍ଦୀ ହାଇୟିବେ।
ସେ ସମାନଙ୍କେର ପ୍ରତିମାଗୁଡିକୁ, ସମାନଙ୍କେର ଦବଗେଣଙ୍କୁ ଓ ସୁନା ରୂପାର ମନୋହର ପାତ୍ରଗୁଡିକୁ ମିଶରକୁ ନଇୟିବେ। କିଛି ବର୍ଷ ପାଇଁ ସେ ଉତ୍ତର ଦେଶୀଯ ରାଜାଙ୍କ ପାଇଁ ଆଉ ବିବ୍ରତ ହବେ ନାହିଁ।