ସଦାପ୍ରଭୁ ଯେପରି ଆଜ୍ଞା ଦେଲେ, ଦାଉଦ ସହେିପରି କଲେ ଓ ଗବୋଠାରକ୍ସ୍ଟ ଗଷେର ପର୍ୟ୍ଯନ୍ତ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ।
Cross references
ଏହି ଆଜ୍ଞା ସଦାପ୍ରଭୁ, ମାଶାେ ଏବଂ ହାରୋଣଙ୍କୁ ଦଇେଥିଲେ। ତେଣୁ ଇଶ୍ରାୟେଲର ଲୋକମାନେ ସଦାପ୍ରଭୁଙ୍କର ଆଜ୍ଞା ଅନୁସାରେ କର୍ମମାନ କଲେ।
ଗଷେରର ରାଜା ହାରମେ ଲାଖୀଶରକକ୍ସ୍ଟ ସାହାୟ୍ଯ କରିବାକୁ ଲାଗିଲେ। କିନ୍ତୁ ୟିହୋଶୂଯ ତାଙ୍କୁ ଓ ତାଙ୍କର ସୈନ୍ଯବାହୀନିକକ୍ସ୍ଟ ଓ ସମସ୍ତଙ୍କକ୍ସ୍ଟ ହତ୍ଯା କଲେ।
କିଣାନୀଯମାନଙ୍କୁ ଗଷେରକକ୍ସ୍ଟ ତଡିବା ପାଇଁ। କିନ୍ତୁ ଇଫ୍ରଯିମ ଲୋକମାନେ ସକ୍ଷମ ହେଲେ ନାହିଁ। ତେଣୁ କିଣାନୀଯ ଲୋକମାନେ ଆଜି ପର୍ୟ୍ଯନ୍ତ ମଧ୍ଯ ଇଫ୍ରଯିମ ଲୋକମାନଙ୍କ ସହିତ ବାସ କରୁଛନ୍ତି। କିନ୍ତୁ କିଣାନୀଯ ଲୋକମାନେ ଇଫ୍ରଯିମ ଲୋକମାନଙ୍କର ଦାସ ହାଇେ ରହିଲେ।
କଫରେସ୍କାନି, ଅଫନି ଓ ଗବୋ, ଗ୍ରାମ ସମତେ ଏହିପରି ଭାବରେ ବାରଟି ନଗର ଥିଲା।
ଏହାପରେ ଦାଉଦ ପଲେଷ୍ଟୀୟମାନଙ୍କୁ ପରାସ୍ତ କଲେ ଓ ସମାନଙ୍କେଠାରକ୍ସ୍ଟ ତାଙ୍କ ରାଜଧାନୀର କତ୍ତର୍କ୍ସ୍ଟତ୍ବ ନେଲେ।
ପରମେଶ୍ବର ତାଙ୍କୁ ଯେପରି କରିବାକୁ କହିଲେ, ଦାଉଦ ଠିକ୍ ସହେିପରି କଲେ। ତେଣୁ ଦାଉଦ ଓ ତାଙ୍କର ଲୋକମାନେ ପଲେଷ୍ଟୀୟ ସୈନ୍ଯଦଳଙ୍କୁ ପରାସ୍ତ କଲେ। ସମାନେେ ଗିବଯେୋନ୍ ସହରଠାରୁ ଗଷେର ସହର ପର୍ୟ୍ଯନ୍ତ ପଡ଼ିଥିବା ସାରା ପଥରେ ପଲେଷ୍ଟୀୟମାନଙ୍କୁ ବଧ କଲେ।
ସଦାପ୍ରଭୁ ପାରାସୀମ ପର୍ବତ ରେ ଉଠିଲାପରି ଉଠିବେ। ଗିବିଯୋନ ଉପତ୍ୟକା ରେ ଯେପରି କ୍ରୋଧାନ୍ବିତ ହାଇେଥିଲେ, ସହେିପରି କୋର୍ଧ କରିବେ। ସେତବେେଳେ ସେ ଅଦ୍ଭୁତକାର୍ୟ୍ଯ ସାମ୍ପାଦନ କରିବେ। ପୁଣି ସେ ନିଜର କାର୍ୟ୍ଯ ତଥା ଅଲୌକିକ କାର୍ୟ୍ଯ ସମ୍ପନ୍ନ କରିବେ।