ଦାଉଦ ସହେି ଦକ୍ସ୍ଟର୍ଗ ରେ ବାସ କଲେ, ଏବଂ ସହେି ସହରକକ୍ସ୍ଟ, ଦାଉଦ ସହର ନାମ ରେ ନାମିତ କଲେ। ଦାଉଦ ମିଲ୍ଲୋ ସ୍ଥାନକକ୍ସ୍ଟ ନିର୍ମାଣ କରିବାକୁ ଆରମ୍ଭ କଲେ। ସେ ମଧ୍ଯ ନଗର ଭିତ ରେ ବହକ୍ସ୍ଟତ ପକ୍କାଘର ନିର୍ମାଣ କଲେ।
Cross references
ଶିଖିମର ନତେୃବର୍ଗମାନେ ଓ ମିଲ୍ଲୋ ଗୃହ ନିବାସୀଗଣ ଏକତ୍ରୀତ ହେଲେ। ସହେି ସମସ୍ତ ଲୋକମାନେ ଶୀଖିମ ରେ ଥିବା ସ୍ତମ୍ଭ ନିକଟସ୍ଥ ଆଲୋନ୍ ବୃକ୍ଷମୂଳ ରେ ଅବୀମଲକେକକ୍ସ୍ଟ ସମାନଙ୍କେର ରାଜା କଲେ।
କିନ୍ତୁ ଯଦି ତୁମ୍ଭମାନେେ ଏହା କରିନାହଁ, ତବେେ ଅବୀମଲକଠାେରକ୍ସ୍ଟ ଅଗ୍ନି ବାହାରି ଶିଖିମ ନତେୃବର୍ଗଙ୍କକ୍ସ୍ଟ ଓ ମିଲ୍ଲୋ ନିବାସୀମାନଙ୍କୁ ଓ ମିଲ୍ଲୋ ଗୃହକକ୍ସ୍ଟ ଦଗ୍ଧ କରୁ। ପକ୍ସ୍ଟଣି ଶିଖିମ୍ ନିବାସୀ ଲୋକଗଣଠାରକ୍ସ୍ଟ ଓ ମିଲ୍ଲୋ ନିବାସୀମାନଙ୍କ ଠାରକ୍ସ୍ଟ ଅଗ୍ନି ବାହାରି ଅବୀମଲକେକକ୍ସ୍ଟ ଗ୍ରାସ କରୁ।
ତଥାପି ଦାଉଦ ସିୟୋନର ଦୃଢ ଗଡ ଅଧିକାର କଲେ। ତାହା ହେଲା ଦାଉଦ ନଗର।
ତେଣୁ ଦାଉଦ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଦାଉଦ ନଗରକକ୍ସ୍ଟ ଆଣିଲେ ନାହିଁ। ଦାଉଦ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ନଇେ ଗାଥର ଓବଦଇଦେୋମର ଗୃହ ରେ ରଖିଲେ।
ତା'ପରେ ଦାଉଦଙ୍କର ମୃତ୍ଯୁ ହେଲା ଓ ସେ ଦାଉଦ ନଗର ରେ କବରପ୍ରାପ୍ତ ହେଲେ।
ଶଲୋମନ ଦାସମାନଙ୍କୁ ସଦାପ୍ରଭୁଙ୍କ ମନ୍ଦିର ଓ ରାଜଗୃହ ନିର୍ମାଣ କରିବାକୁ ବାଧ୍ଯ କରିଥିଲେ। ତତ୍ପରେ ସେ ମିଲ୍ଲୋ, ୟିରୁଶାଲମର ପ୍ରାଚୀର, ହାତ୍ସୋର, ମଗିଦ୍ଦୋ ଓ ଗଷେର ନିର୍ମାଣ କରିବା ରେ ସମାନଙ୍କେୁ ମଧ୍ଯ ବ୍ଯବହାର କରିଥିଲେ।
ମାତ୍ର ଫାରୋର କନ୍ଯା ଦାଉଦ ନଗରରୁ ଆସି ଶଲୋମନଙ୍କ ଦ୍ବାରା ନିର୍ମିତ ବୃତତ୍ ପ୍ରାସାଦ ରେ ବାସ କଲେ। ତା'ପରେ ଶଲୋମନ ମିଲ୍ଲୋ ନିର୍ମାଣ କଲେ।
ଏଠା ରେ କୈଫିଯତ ଯୋଗ୍ଯ ଅଟେ ଯେ, କିପରି ଓ କାହିଁକି ସେ ରାଜାଙ୍କ ବିରୁଦ୍ଧ ରେ ଉଠିଲେ। ସହେି ଦିନଗୁଡିକରେ ଶଲୋମନ ମିଲ୍ଲୋ ଦୃଢ କରୁଥିଲେ ଓ ଆପଣା ପିତା ଦାଉଦଙ୍କ ନଗରର ପ୍ରାଚୀର ନିର୍ମାଣ କରୁଥିଲେ।
ଶିମିଯତର ପୁତ୍ର ୟୋଷାଖ୍ର ଓ ଶୋମରର ପୁତ୍ର ୟିହୋଷାବଦ୍ ନାମକ ୟୋଯାଶ୍ଙ୍କର ଦୁଇଟି ଦାସ ତାଙ୍କୁ ବଧ କଲେ। ତା'ପରେ ସମାନେେ ଦାଉଦ ନଗର ରେ ତାଙ୍କ ପୂର୍ବପୁରୁଷଗଣଙ୍କ ସହିତ ତାଙ୍କୁ କବର ଦେଲେ। ତାଙ୍କ ପଦ ରେ ତାଙ୍କର ପୁତ୍ର ଅମତ୍ସିଯ ରାଜ୍ଯ କଲେ।
ଦାଉଦ ଦୁର୍ଗ ଚତୁର୍ଦ୍ଦିଗ ରେ ନଗର ନିର୍ମାଣ କଲେ। ସେ ମିଲ୍ଲୋଠାରୁ ନଗର ଚତୁର୍ଦ୍ଦିଗସ୍ଥ ପ୍ରାଚୀର ପର୍ୟ୍ଯନ୍ତ ତାହା ନିର୍ମାଣ କଲେ। ଯୋୟାବ ନଗରର ଅନ୍ୟ ଅଂଶଗୁଡ଼ିକର ମରାମତି କାର୍ୟ୍ଯ କଲେ।
ହିଜକିଯ ୟିରୁଶାଲମକୁ ଆହୁରି ଦୃଢ଼ କଲେ। ସେ ତାହା ଏହି ପ୍ରକାର କଲେ ; ସେ ପ୍ରାଚୀରର ଉଚ୍ଚସ୍ଥାନ ସବୁ ପୁନଃନିର୍ମାଣ କଲେ। ସେ ପ୍ରାଚୀର ଉପରେ ଦୁର୍ଗ ନିର୍ମାଣ କଲେ। ସେ ପ୍ରଥମ ପ୍ରାଚୀରର ବାହ୍ଯ ଭାଗ ରେ ଆଉ ଏକ ପ୍ରାଚୀର ନିର୍ମାଣ କଲେ। ସେ ୟିରୁଶାଲମ ପ୍ରାଚୀନ ଅଂଶର ପୂର୍ବକୁ ଏକ ଶକ୍ତିଶାଳୀ ସ୍ଥାନ ପୁନଃନିର୍ମାଣ କଲେ। ସେ ଅନକେ ଅସ୍ତ୍ର ଓ ଢ଼ାଲମାନ ନିର୍ମାଣ କଲେ।
ମିସ୍ପା ପ୍ରଦେଶର ଶାସକ କଲ୍ହୋଷିର ପୁତ୍ର ଶଲ୍ଲୁନ୍ ଝର ଦ୍ବାରର ଭଗ୍ନାଂଶ ଲଗାଇଲେ। ଏବଂ ତାର କବ୍ଜା, ଢାଲ, ଅର୍ଗଳ ସବୁ ଲଗାଇଲା। ଦାଉଦ ନଗରରୁ ତଳକୁ ୟିବା ପାବଛ ପର୍ୟ୍ଯନ୍ତ ସେ ରାଜାଙ୍କର ରାଜୋଦ୍ଯାନ ଓ ଶଲୋ ପୁଷ୍କରୀଣୀ ପ୍ରାଚୀର ମରାମତି କଲେ।